ରାତିରେ ବୁଲୁଥିଲେ ବନ୍ଧୁକ ଧରି, ବାନ୍ଧି ନେଲା ପୋଲିସ

ଝାରସୁଗୁଡ଼ା ଅଫିସ,୧୯।୮ ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଇପିଟି ଅଞ୍ଚଳରେ ଗତ ଗୁରୁବାର ରାତିରେ ଜଣେ ଯୁବକ ଏକ ବନ୍ଧୁକ ଧରି ଅବାଧରେ ସ୍କୁଟିରେ ବୁଲୁଥିବା ବେଳେ ପୋଲିସ ହାତରେ ଧରାପଡିଛନ୍ତି। ଧରାପଡିଥିବା ଯୁବକ ଜଣଙ୍କ ହେଲେ ରେମଜା ଗ୍ରାମ କୁଲତାପଡାର ମିତ୍ରଭାନୁ ସାହୁ(୨୯)। ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଶୁକ୍ରବାର ଗିରଫକରି କୋର୍ଟ ଚାଲାଣ କରିଛି । ତାଙ୍କ ନିକଟରୁ ଏକ ଦେଶୀବନ୍ଧୁକ ଗୋଟିଏ ଜୀବନ୍ତ ଗୁଳି ଓ ବ୍ୟବହୃତ ଓଡି ୨୩ ଏଫ୍‌ ୩୯୨୭ ନଂ ସ୍କୁଟିକୁ ପୋଲିସ ଜବତ କରିଥିବା ଆଇଆଇସି ପ୍ରଦ୍ୟୁମ୍ନ କୁମାର ସ୍ବାଇଁ କହିଛନ୍ତି । ଏ ନେଇ ବ୍ରଜରାଜନଗର ଥାନା(କେଶ ନଂ ୨୪୯/୨୨)ରେ ଏକ ମାମଲା ରୁଜୁକରି ପୋଲିସ ଅଧିକ ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ଭଡ଼ାକରି ନିଜ ରାଜ୍ୟକୁ ଗଲେ ଯାଯାବର

କୋରୁକୋଣ୍ଡା,୨୯ା୫(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ବାଲିମେଳା ଏନ୍‌ଏସିର ଆଞ୍ଚଳିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପଡ଼ିଆରେ ମଧ୍ୟପ୍ରଦେଶର ୫ଟି ପରିବାରର ୨୪ ଜଣ ସଦସ୍ୟ ଯାଯାବର ଜୀବନ ବିତାଉଥିଲେ। ସେମାନେ ଲୁହା...

ପରଲୋକରେ ବିପ୍ଳବୀ କବି ରବି ସିଂ

କଟକ ଅଫିସ,୨।୨: ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଛି। କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।...

ବେଳାଭୂମିରୁ ବେଆଇନ ବାଲି ଚାଲାଣ

ରୂପ୍‌ସା, ୨।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କଷାଫଳ ନିକଟ ସମୁଦ୍ର ବେଳାଭୂମିରୁ ବେଆଇନ ଭାବେ ବାଲି ଖନନ କରି ଚୋରାଚାଲାଣ କରାଯାଉଥିବାରୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା...

ଆବାସ ଯୋଜନାରେ ସାମିଲ ହୋଇନି ୬ ଗାଁ

ଜୟପୁର,୫।୧୨ (ନି.ପ୍ର.): ଗରିବ ଲୋକଙ୍କୁ ଘର ଯୋଗାଇବା ପାଇଁ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା , ବିଜୁ ପକ୍କା ଘର ପରି ଯୋଜନା କାର୍ଯ୍ୟକାରୀ କରୁଛନ୍ତି...

ଡିଜେଲ ଚୋରି ଘଟଣା: ପୁଣି ୨ ଗିରଫ

ବଡ଼ବିଲ,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ପୋଲିସ ଗୁରୁବାର ଡିଜେଲ ଚୋରି ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ଘଟଣାରେ ସଂପୃକ୍ତ ଅନ୍ୟ ୨...

ଟ୍ରକ୍‌ ଧକ୍କାରେ ଛାତ୍ରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ରାସ୍ତାରୋକୋ: ପୋଲିସ ଉପସ୍ଥିତିରେ ଟ୍ରକକୁ ଜାଳିଲେ ଲୋକେ

ଲହୁଣୀପଡା, ୧୧।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥ ଦର୍ଜିଂଠାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟାରେ ଏକ ଦୁର୍ଘଟଣା...

ମେଡିକାଲରେ ଥଣ୍ଡା ରୋଗୀଙ୍କ ଲମ୍ବାଧାଡ଼ି

ଏରସମା, ୧୯।୩ (ସ୍ବ.ପ୍ର.): ଥଣ୍ଡା, କାଶ, ଜ୍ୱର କରୋନା ସଂକ୍ରମଣର ଲକ୍ଷଣ। ଏ ନେଇ ପ୍ରଚାରିତ ହେବା ପରେ ଏରସମା ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଥଣ୍ଡା,...

ଧବଳେଶ୍ୱର ପୀଠରେ ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ଼

ଖୁଣ୍ଟୁଣୀ,୧୦।୧୧(ଡି.ଏନ୍‌.ଏ.): ବଡ଼ଓଷା ଉପଲକ୍ଷେ ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରଙ୍କଠାରେ ରବିବାର ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଆଜି ପ୍ରତ୍ୟୁଷରେ ଠାକୁରଙ୍କ ପହଡ଼ ଖୋଲିବା...

Advertisement
Archives

Model This Week