ଓ୍ବାକିଂ ଶୁଜ୍‌ କିଣୁଥିଲେ

ବେଷ୍ଟ ରେଜଲ୍ଟ ପାଇବାକୁ ହେଲେ ଜୋତା ସବୁବେଳେ ପାଦକୁ ଫିଟ୍‌ ହେବା ଦରକାର। କାରଣ ପାଦକୁ ଫିଟ୍‌ ନ ହେଉଥିବା ଜୋତା ଶରୀର ଉପରେ ନକାରାତ୍ମକ ପ୍ରଭାବ ପକାଇଥାଏ। ସେଥିପାଇଁ ଜୋତା କିଣିବା ବେଳେ ନିଜେ ଉପସ୍ଥିତ ରହି ଟ୍ରାଏ କରିନେବା ଭଲ। ତେବେ ଜଗିଂ ପାଇଁ ସ୍ମାର୍ଟ ସ୍ପୋଟର୍‌ସ ଶୁଜ୍‌ ସବୁଠୁ ଭଲ ଅପ୍ସନ।

ପୂର୍ବରୁ ଜୋତା ପିନ୍ଧି ଅଳ୍ପ ଚାଲନ୍ତୁ। କାରଣ ରନିଂ ଶୁଜ୍‌ରେ ପାଦ ଆଗକୁ ବଢାଇବା ଏବଂ ଚାଲିବା ବେଳେ ସନ୍ତୁଳନ ରକ୍ଷା କରିବାରେ ଯେପରି ଆରାମଦାୟକ ଲାଗିବା ଦରକାର। ଏହାକୁ ନ୍ୟୁଟ୍ରାଲ୍‌ ବୋଲି କୁହାଯାଇଥାଏ।

ଜୋତାର ସପୋର୍ଟ ଠିକ୍‌ ହେବା ବି ଗୁରୁତ୍ୱପୂର୍ଣ୍ଣ। ଅର୍ଥାତ୍‌ ପାଦର ଆଗ ପଛ, ଉପର ତଳ କୌଣସି ଅଂଶ ଯେପରି ଚାପି ହୋଇ ନ ରହେ।

ରାସ୍ତା ପ୍ଲେନ୍‌ ହୋଇ ନ ଥାଏ, ପାର୍କ ହେଉ କିମ୍ବା ଅନ୍ୟ ଯେଉଁଠାରେ ଆପଣ ଚାଲିବେ ଅବା ଦୌଡିବେ ସେଠାରେ ରାସ୍ତା ଖାଲ ଢିପ ମଧ୍ୟ ଥାଇପାରେ। ତେଣୁ ଆପଣଙ୍କ ରନିଂ ଶୁଜ୍‌ ଯେପରି ସବୁ ପ୍ରକାର ରାସ୍ତାରେ ଚାଲିଲେ ସନ୍ତୁଳନ ରକ୍ଷା କରିପାରିବ ସେଥିପ୍ରତି ଧ୍ୟାନ ଦିଅନ୍ତୁ।

ରଖନ୍ତୁ, ଓ୍ବାକିଂ ପାଇଁ କେବେ ହିଲ୍‌ ଶୁଜ୍‌ କିଣନ୍ତୁ ନାହିଁ। ନଚେତ୍‌ ଏହାକୁ ପିନ୍ଧି ଚାଲିବା ଦ୍ୱାରା ଆଣ୍ଠୁ, ଅଣ୍ଟା ଉପରେ ଚାପ ପଡିବା ସହ ଯନ୍ତ୍ରଣା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri