ଭୁଶୁଡ଼ିଲା କାନ୍ଥ: ଚାପି ହୋଇଗଲେ ମା’ପୁଅ, ଆଉ ତା’ପରେ

ରାୟଗଡ଼ା,୪।୭: ରାୟଗଡ଼ା ଜିଲା ସଦର ଥାନା ଗାଦବାଗୁଡ଼ା ଗାଁରେ ଏକ ଅଘଟଣ ଘଟିଛି। ଲଘୁଚାପ ଲଗାଣ ବର୍ଷାରେ ଏକ ଘର କାନ୍ଥ ଭୁଶୁଡି ପଡ଼ି ମା’ ପୁଅ ଗୁରୁତର ଆହତ ହୋଇଛନ୍ତି। ମା’ ପୁଅଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର ରି ରାୟଗଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଠିକ ଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ ଗୁରୁବାର ରାତିରେ ପରିବାର ଲୋକ ଖାଇ ଘରେ ଶୋଇଥିଲେ। ହେଲେ ହେଲେ ଲଗାଣ ବର୍ଷା ଯୋଗୁ ହଠାତ୍‌ ଘର କାନ୍ଥ ଭୁଶୁଡି ପଡିଥିଲା। ଫଳରେ ମା’ ପୁଅ କାନ୍ଥ ତଳେ ଚାପି ହୋଇଯାଇଥିଲେ। ପରିବାର ଲୋକେ ମା’ ଏବଂ ପୁଅଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ରାୟଗଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତୁର କ୍ଷୟକ୍ଷତିର ଆଳନ କରି ପରିବାର ଲୋକଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବେ ଏହି ଖ୍ୟାତନାମା କ୍ରିକେଟର, ହଠାତ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୬।୭: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ହେବାକୁ ଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି୨୦ ଆନ୍ତର୍ଜାତୀୟ ସିରିଜ ପାଇଁ ୧୬ ଜଣିଆ ଦଳ ଘୋଷଣା...

ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ: ବାଲେଶ୍ବର FM ଛାତ୍ରୀ ମୃତ୍ୟୁ ଘଟଣା, ବିରୋଧୀଙ୍କ ବନ୍ଦ ଡାକରାକୁ ନେଇ ଆଲୋଚନା

ଭୁବନେଶ୍ୱର,୧୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ବୁଧବାର ରାତିରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭାଜପା ରାଜ୍ୟ ସଭାପତି ମନମୋହନ...

୨୩ ଯାଏ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୧୫ ଜିଲାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୭(ଅନୁରାଧା ମହାରଣା)- ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଥିବାବେଳେ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ...

ସବୁଠି ସୌମ୍ୟାଶ୍ରୀ ତାତି: ଦିଗପହଣ୍ଡିରେ ମହିଳା ବିଜେଡି ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ଦିଗପହଣ୍ଡି,୧୬।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ମହିଳା ବିଜେଡି ପକ୍ଷରୁ ବୁଧବାର ସଂଧ୍ୟାରେ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଫକୀର ମୋହନ ମହାବିଦ୍ୟାଳୟ ଛାତ୍ରୀ...

ରାଜ୍ୟସ୍ତରୀୟ ଖାଦ୍ୟ ମେଳା: ଭାଗ ନେବେ ଲାଞ୍ଜିଗଡ ବ୍ଲକର ୩ ଏସଏଚଜି ମହିଳା

ଭବାନୀପାଟଣା,୧୬।୭( ଉତ୍ତମ କୁମାର ଦାଶ )-ଆସନ୍ତା ସପ୍ତାହରେ ରାଜଧାନୀ ଭୁବନେଶ୍ୱରସ୍ଥିତ ମେ ଫେୟାର ଲାଗୁନରେ ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା।...

କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ଡାକରା: କଳାହାଣ୍ଡିରେ ସମସ୍ତେ ସମର୍ଥନ କରିବାକୁ ନିବେଦନ

ଭବାନୀପାଟଣା,୧୬ା୭(ଉତ୍ତମ କୁମାର ଦାଶ): ବାଲେଶ୍ୱର ଜିଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାକୁ ନେଇ ସମଗ୍ର ରାଜ୍ୟରେ ପ୍ରତିବାଦର ସ୍ବର...

Video: ଇସ୍ରାଏଲର ସିରିଆ ଉପରେ ହମଲା, ଲାଇଭ ପ୍ରସାରଣ ସମୟରେ ଟିଭି ଆଙ୍କରଙ୍କ ପଛରେ ପଡିଲା ବୋମା

ଦାମାସକସ,୧୬।୭: ଇସ୍ରାଏଲ ସେନା ସିରିଆର ରାଜଧାନୀ ଦାମାସକସରେ ଥିବା ରାଜ୍ୟ ଟେଲିଭିଜନ ଭବନ ଉପରେ ବୋମା ହମଲା କରିଛି। ଏହି ହମଲା ସମୟରେ ଜଣେ ଟିଭି...

କଲେଜରେ ରାକେଟ୍‌ ଚଳାଉଥିଲେ HOD ସମୀର ସାହୁ, ସାଂଘାତିକ ଖୁଲାସା କଲେ…

ଭୁବନେଶ୍ୱର,୧୬।୭: ଥମୁନି ବାଲେଶ୍ୱର ଜିଲା ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମାହୁତିର ନିଆଁ। ସାରା ରାଜ୍ୟରେ ଏହି ଘଟଣାକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri