କାନ୍ଥ ପଡ଼ି ଚାଲିଗଲା ଭାଇ-ଭଉଣୀଙ୍କ ଜୀବନ

ବାରିପଦା ଅଫିସ,୨୩।୮: କାନ୍ଥ ପଡ଼ି ଭାଇ ଭଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୩ ବର୍ଷର ଶିଶୁ ପୁତ୍ର ଏବଂ ମା’। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଳକ ଅଧୀନ ଉଦଳା ଥାନା ରାଇଡାହି ଗ୍ରାମରେ।

ସୂଚନାଯୋଗ୍ୟ, ଗ୍ରାମର ତୁଳସୀ ସିଂଙ୍କ ଗୋଟିଏ ଝିଅ ଏବଂ ୨ ପୁଅଙ୍କ ସହିତ ଘରେ ଶୋଇଥିଲେ। ବର୍ଷା ଯୋଗୁ ହଠାତ୍‌ ବିଳମ୍ବିତ ରାତିରେ ଘର କାନ୍ଥ ଭୁଶୁଡ଼ି ପଡିଥିଲା। ଫଳରେ ୩ ଶିଶୁ କାନ୍ଥ ତଳେ ଚାପି ହୋଇଯାଇଥିଲେ। ତେବେ ସାନ ପୁଅଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୮ ବର୍ଷର ବଡ଼ ଝିଅ ଯଶୋଦା ଏବଂ ୬ ବର୍ଷର ପୁଅ ଜ୍ୟୋତି ଶଙ୍କର କାନ୍ଥ ତଳେ ଚାପି ହୋଇ ରହିଯାଇଥିଲେ। ପରେ ମା’ ତୁଳସୀ ପାଟି କରିବାରୁ ସ୍ଥାନୀୟ ଲୋକେ ଆସି ଦୁଇ ଶିଶୁଙ୍କୁ ଉଦ୍ଧାର କରି ଉଦଳା ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏହି ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ତୁରନ୍ତ ଏହି ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ଓଡ଼ିଶା ସମସ୍ୟା ଉଠାଅ

ଭୁବନେଶ୍ୱର,୧୭।୭(ବ୍ୟୁରୋ): କିଛିଦିନ ହେଲା ଭାଜପାର କେତେକ ନିଷ୍ପତ୍ତି ଏବଂ ଅନେକ କିଛି ରାଜନୈତିକ ଘଟଣାକ୍ରମ ସହ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ବିଜେଡିର ସମର୍ଥନ ଆଦି କଥାକୁ...

ଧୂପକାଠି ଫ୍ୟାକ୍ଟ୍ରି ନାଁରେ ୩ ଲକ୍ଷ ଠକେଇ

ଦିଗପହଣ୍ଡି,୨୦ା୯(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବମକେଇ ଗଁାରେ ଧୂପକାଠି ଫ୍ୟାକ୍ଟ୍ରି ପ୍ରତିଷ୍ଠା କରାଇ ଦେବା ନଁାରେ ଜଗନ୍ନାଥ ପ୍ରଧାନଙ୍କଠାରୁ ବ୍ରହ୍ମପୁର ସହରର ଜଣେ ବ୍ୟକ୍ତି ପ୍ରାୟ ୩...

ଏନ୍‌ଏସି ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ

କେସିଙ୍ଗା,୩୦ା୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ନବ ନିର୍ବାଚିତ ଅଧ୍ୟକ୍ଷ ନୃପରାଜ ଯାଦବ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏନ୍‌ଏସିର ନିର୍ବାହୀ ଅଧିକାରିଣୀ ମିସ୍‌ କିରଣ...

ଶେଷ ପର୍ଯ୍ୟାୟରେ ପ୍ରଶାସନର ନିର୍ବାଚନ ପ୍ରସ୍ତୁତି: ଆଜି ମତଦାନ କେନ୍ଦ୍ରକୁ ଯିବେ ପୋଲିଂ ପାର୍ଟି

ଅନୁଗୋଳ ଅଫିସ, ୨୧।୪- ଅନୁଗୋଳ ଜିଲାରେ ସାଧାରଣ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବିଭିନ୍ନ ମତଦାନ କେନ୍ଦ୍ରକୁ ରବିବାର ଠାରୁ ନିର୍ବାଚନ...

ଘର ସାମ୍ନାରୁ ବୋଲେରୋ ନେଇଗଲେ ଦୁର୍ବୃତ୍ତ

ବାଲିଗୁଡ଼ା,୮ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାରେ ମାତିଛନ୍ତି ଗାଡ଼ି ଚୋର। ରବିବାର ରାତିରେ ଏକ ବୋଲେରୋ ଚୋରି ହୋଇଥିବା ନେଇ ବାଲିଗୁଡ଼ା ଥାନାରେ ଏତଲା ଦେଇଛନ୍ତି ଗାଡ଼ିମାଲିକ...

ଯୁବକଙ୍କୁ ହାଣି ରାସ୍ତାକଡ଼ରେ ପିଙ୍ଗିଦେଲେ

ବାଲେଶ୍ୱର ଅଫିସ ୪।୬: ବାଲେଶ୍ୱର ଜିଲା ଚାନ୍ଦିପୁର ରାସ୍ତା ଗଛମାଳିଆ ଛକରେ ଶୁକ୍ରବାର ରାତିରେ କିଛି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା...

ଅବପାତ ପରେ ସମସ୍ତ ବନ୍ଦରକୁ ୩ ନମ୍ବର ବିପଦ ସଂକେତ ଜାରି

ଭୁବନେଶ୍ୱର,୯।୮ (ବ୍ୟୁରୋ): ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଭୁବନେଶ୍ୱରଠାରୁ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଏହି ଅବପାତ କେନ୍ଦ୍ରୀଭୂତ ହୋଇଛି। ଅବପାତ ପ୍ରଭାବରେ...

କାମ ଦେବା ନଁ।ରେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜିଲାପାଳ,ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

  ଗଞ୍ଜାମ,୧ା୬(ଡି.ଏନ.ଏ.)- ଗଞ୍ଜାମ ସହରସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ କାର୍ଯ୍ୟରତ ମୁଖ୍ୟ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ଦାସ ସ୍ଥାନୀୟ ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ କାମ...

Advertisement
Archives

Model This Week