ଭାରତରେ ୮୩ ଶହ କୋଟି ଟିକସ ଦେବ ଓ୍ବାଲମାର୍ଟ…

ସିଙ୍ଗାପୁର,୫।୧ : ଫୋନ ପେ ମୁଖ୍ୟାଳୟ ସିଙ୍ଗାପୁରରୁ ଭାରତକୁ ସ୍ଥାନାନ୍ତରିତ କରିବା ଯୋଗୁ ୱାଲମାର୍ଟ ଏବଂ ଡିଜିଟାଲ ପେମେଣ୍ଟ କମ୍ପାନୀର ସମସ୍ତ ଅଂଶୀଦାରଙ୍କୁ ପ୍ରାୟ ଏକ ବିଲିୟନ ଡଲାର (୮୩ ଶହ କୋଟି ଟଙ୍କା) ଟିକସ ଦେବାକୁ ପଡିବ। ସୂଚନାନୁସାରେ, ଫୋନପେ ଭାରତକୁ ସ୍ଥାନାନ୍ତରିତ ହେବା ଏବଂ ଏହାର ମୂଲ୍ୟ ବୃଦ୍ଧି ଯୋଗୁ ଏହି ଟିକସ ଦେବାକୁ ହେବ।

ୱାଲମାର୍ଟର ଫୋନପେରେ ଅଧିକ ଅଂଶଧନ ରହିଛି, ଯାହା ପ୍ୟାରେଣ୍ଟ କମ୍ପାନୀ ଫ୍ଲିପକାର୍ଟ କିଣିବା ପରେ ହୋଇଥିଲା। ଫୋନପେ ନିକଟରେ ଫ୍ଲିପକାର୍ଟରୁ ଅଲଗା ହୋଇଛି। ଏହି ଘଟଣାରେ ସୂତ୍ରରୁ ଜଣାପଡିଛି ଯେ ଫୋନ ପେ ଜେନେରାଲ ଆଟଲାଣ୍ଟିକ, କତାର ନିବେଶ ପ୍ରାଧିକରଣ ଏବଂ ଅନ୍ୟ ନିବେଶକଙ୍କ ଠାରୁ ୧୨ ବିଲିୟନ ଡଲାରର ପୁଞ୍ଜି ସଂଗ୍ରହ କରୁଛି। ତେଣୁ ଏହି ଟିକସ ଲାଗୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ, ଦେଖନ୍ତୁ ଭିଡିଓ

ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ...

ପ୍ରତିଦିନ ଚୋରି ହେଉଛି ୬ ଲକ୍ଷ ଲିଟର ପାଣି

ମେକ୍ସିକୋ ସିଟି,୧୮।୪: ଚୋରମାନଙ୍କ ଦ୍ୱାରା ଜଳର କଳାବଜାରି ଯୋଗୁଁ ମେକ୍ସିକୋରେ ହ୍ରଦ ଶୁଖିଯାଉଛି। ଚୋରମାନେ ସମଗ୍ର ହ୍ରଦକୁ ନିଷ୍କାସନ କରି ଦିନକୁ ପ୍ରାୟ ୬ଲକ୍ଷ ଲିଟର...

ଭୂକମ୍ପର ଜୋରଦାର ଝଟ୍‌କାରେ ଥରିଲା ଜାପାନ, ୯ ଆହତ, ନାହିଁ ସୁନାମି ଚେତାବନୀ

ଟୋକିଓ,୧୮।୪: ବୁଧବାର ବିଳମ୍ବିତ ରାତିରେ ଦକ୍ଷିଣ-ପଶ୍ଚିମ ଜାପାନରେ ହୋଇଥିବା ଏକ ଶକ୍ତିଶାଳୀ ଭୂକମ୍ପରେ ୯ଜଣ ଆହତ ହୋଇଛନ୍ତି। ଗତକାଲି ଅର୍ଥାତ୍‌ ବୁଧବାର ରାତିରେ ୬.୬ ମ୍ୟାଗ୍ନିଚ୍ୟୁଡର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରୋକିବା କଷ୍ଟକର’

ଇସଲାମାବାଦ,୧୮।୪: କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଭାରତର ଲୋକ ସଭା ନିର୍ବାଚନ ବିଷୟରେ ଆଲୋଚନା ହେଉଛି। ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri