ବୁଲୁଛି ଦନ୍ତା ଲୋକେ ଭୟଭୀତ

ଭଦ୍ରକ ଅଫିସ,୨୨ା୫: ଭଦ୍ରକ ଜିଲା ଆଗରପଡା ଅଞ୍ଚଳରେ ଏକ ଦନ୍ତା ହାତୀ ବୁଲୁଥିବାରୁ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ଗତ ୪ ବର୍ଷ ଧରି ଜ୍ୟେଷ୍ଠ ମାସରେ ଆମ୍ବ ପଣସ ଅମଳ ସମୟରେ ଦନ୍ତାଟି ଆଗରପଡା ଅଞ୍ଚଳର ପାଟକନା, ରାଉତରାପୁର, ମହାନ୍ତିପଡା ଆଦି ଗ୍ରାମକୁ ଆସୁଥିବା ବେଳେ ଚଳିତ ବର୍ଷ ଦନ୍ତାଟି ଶନିବାର ରାତିରେ ମହାନ୍ତିପଡା ନିକଟସ୍ଥ ସାଳନ୍ଦୀ ନଦୀ କୂଳ ଆମ୍ବତୋଟାରେ ରହିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏହି ଖବର ଜାଣିବା ପରେ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ବନ ବିଭାଗ ଡାକବାଜି ଯନ୍ତ୍ର ଦ୍ୱାରା ଲୋକମାନଙ୍କୁ ସଚେତନ ରହିବାକୁ କହିଛି।

ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ହଦଗଡ ହସ୍ତୀ ଅଭୟାରଣ୍ୟରୁ ହାତୀଟି ଖାଦ୍ୟ ଅନ୍ବେଷଣରେ ଆସି ଅଞ୍ଚଳରେ ଫସଲ ନଷ୍ଟ କରିବା ସହିତ ଘରଦ୍ୱାର ଭାଙ୍ଗି ଥିଲା। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ଦନ୍ତା ଦିନରେ ସାଳନ୍ଦୀ ନଦୀର ଅପର ପାର୍ଶ୍ୱରେ ଜଙ୍ଗଲରେ ରହୁଥିବା ବେଳେ ରାତିରେ ନଦୀ ପାର ହୋଇ ଜନବସତି ଅଞ୍ଚଳକୁ ଆସିଛି। ଏନେଇ ସ୍ଥାନୀୟ ଲୋକେ ବନ ବିଭାଗକୁ ଅବଗତ କରାଇଥିଲେ। ଆଗରପଡ଼ା ବନବିଭାଗ ପକ୍ଷରୁ ହାତୀର ଗତିବିଧି ଉପରେ ନଜର ରଖିବା ସହ ବାଣ ଫୁଟାଇ ଘଉଡ଼ା ଯାଉଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭାସିଲା ସହର

ଭଦ୍ରକ ଅଫିସ, ୨।୭ – ମୌସୁମୀର ୨ୟ ବର୍ଷାରେ ଭଦ୍ରକ ସହରର ସ୍ଥିତି ସଙ୍ଗୀନ ହୋଇପଡ଼ିଛି। ସହରର ଖାଲୁଆ ଅଞ୍ଚଳରେ ବର୍ଷାପାଣି ଜମି ରହିଛି। ରବିବାର...

ସ୍କୁଲ ପରିସର ସଫେଇ କଲେ ସୁରଟ ଫେରନ୍ତା

କୁକୁଡାଖଣ୍ଡି, ୮।୮(ଡି.ଏନ.ଏ.)- ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଳକର ନିମଖଣ୍ଡି ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ଅଛନ୍ତି ୭୨ଜଣ ପ୍ରବାସୀ ଓଡ଼ିଆ। ସେମାନେ ସୁରଟ ଫେରନ୍ତା। ତେବେ...

ବନ ବିଭାଗ ଉନ୍ନୟନ କାର୍ଯ୍ୟରେ ଅନିୟମିତତା

ବଡ଼ଚଣା,୨୮ା୨(ଡି.ଏନ.ଏ.):ପରିବେଶ ସୁରକ୍ଷା, ଚାରା ରୋପଣ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ା ମାତ୍ର କେତେଜଣ ବିଭାଗୀୟ ଅଧିକାରୀଙ୍କ...

ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାରେ ଦମ୍ପତିଙ୍କଠାରୁ ଲୁଟ୍‌: ଚଳନ୍ତା ବାଇକ୍‌ରୁ ଟଙ୍କା ଛଡ଼ାଇବା ବେଳେ ଖସିପଡ଼ି ମହିଳା ଗୁରୁତର

ଦିଗପହଣ୍ଡି,୯।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତା ଅନଙ୍ଗପୁର ଗ୍ରାମ ନିକଟରେ ଗୁରୁବାର ପୂର୍ବାହ୍ନରେ ଜଣେ ଦମ୍ପତିଙ୍କଠାରୁ ୩୫ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି।୨ଜଣ ଅଜଣା...

ସତ ହେଲା ଭଉଣୀଭାଇଙ୍କ ସ୍ବପ୍ନ

ଅନୁଗୋଳ ଅଫିସ, ୧୫ା୧୧: ନହୁରାଣୀ ପୋଲ ଏବେ ଚଳଚଞ୍ଚଳ। ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ ହୋଇ ନ ଥିଲେ ମଧ୍ୟ ବ୍ରିଜ୍‌ ଦେଇ ଚଳାଚଳ କରୁଛି ଦୈନିକ ଶତାଧିକ...

୩ ଘଣ୍ଟା ଉଡିଲା ପାଉଁଶ

କଣିହାଁ, ୨୮ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ ୩ ଘଣ୍ଟା ଧରି ଏନ୍‌ଟିପିସି ପ୍ରକଳ୍ପରୁ ପ୍ରବଳ ମାତ୍ରାରେ ପାଉଁଶ ଉଡିଥିଲା। ଏଥିଯୋଗୁ...

ଜୋରଧରିଲା ବାଲିଗୁଡ଼ା ଜିଲା ଘୋଷଣା ଦାବି

ବାଲିଗୁଡ଼ା,୧୧।୧୨(ଡି.ଏନ୍‌.ଏ.): ବାଲିଗୁଡ଼ାକୁ ଜିଲା ଘୋଷଣା ଦାବି ନେଇ ମିଳିତ ମଞ୍ଚର ଆବାହକ ତଥା ବରିଷ୍ଠ ଆଇନଜୀବୀ କୌଶିକ ସାହୁଙ୍କ ନେତୃତ୍ୱରେ ଏକ ହୋଟେଲରେ ଦ୍ୱିତୀୟ ବୈଠକ...

ପଲିଥିନ୍‌ ତଲେ ଅସାହା ଜୀବନ୍‌

ପାଇକମାଳ, ୨୫ା୧୦(ଡି.ଏନ୍‌.ଏ.)-ବରଗଡ ଜିଲା ପାଇକମାଳ ବ୍ଲକ ମାଣ୍ଡୋସିଲ ପଁଚେତ୍‌ ଡୁମେରବାହାଲ ଗଁାର କଷ୍ଟ ସାହୁ। ପରିବାର କହେଲେ ମାଏକିନା ଆର ଦୁଇ ପୁଓକୁ ନେଇ ତାକର...

Advertisement
Archives

Model This Week