Posted inଖେଳ

ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କଲେ ଏହି ଷ୍ଟାର କ୍ରିକେଟର

କଲମ୍ବୋ,୧୫।୮: ଶ୍ରୀଲଙ୍କାର ଷ୍ଟାର କ୍ରିକେଟର ଓ୍ବାନିନ୍ଦୁ ହସରଙ୍ଗା ମଙ୍ଗଳବାର ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ନିଜର ସୀମିତ ଓଭର ଖେଳକୁ ଅଧିକ ଗୁରୁତ୍ୱ ଦେବା ଲାଗି ସେ ଟେଷ୍ଟ କ୍ରିକେଟରୁ ଅବସର ଦେଇଛନ୍ତି। ସେ ଏନେଇ ଶ୍ରୀଲଙ୍କା କ୍ରିକେଟ ବୋର୍ଡକୁ ଜଣାଇଥିବା ବେଳେ ବୋର୍ଡ ଏହାକୁ ସ୍ବୀକାର କରିନେଇଛି।

୨୬ ବର୍ଷୀୟ ହସରଙ୍ଗା ଟି୨୦ ଏବଂ ଦିନିକିଆ ଭଳି ଟେଷ୍ଟରେ ଖେଳିବାର ସୁଯୋଗ ପାଇନାହାନ୍ତି। ସେ ମାତ୍ର ୪ ଟେଷ୍ଟ ମ୍ୟାଚ୍‌ର ୭ ଇନିଂସରେ ୧୯୬ ରନ୍‌ କରିଛନ୍ତି। ଏଥିସହ ୪ ଉଇକେଟ ନେଇଛନ୍ତି। ୨୦୨୦ରେ ସେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିବା ବେଳେ ଶ୍ରୀଲଙ୍କା ବିପକ୍ଷରେ ୨୦୨୧ରେ ଅନ୍ତିମ ମୁକାବିଲା ଖେଳିଛନ୍ତି।

ତେବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ସନ୍ନ୍ୟାସ ନେବାକୁ ଅଗଷ୍ଟ ୧୫କୁ ବାଛିଥିବା ବେଳେ ହସରଙ୍ଗା ମଧ୍ୟ ଏହି ଦିନ ଟେଷ୍ଟରୁ ଅବସର ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri