ମେଦ ବହୁଳତାରୁ ମୁକ୍ତି ପାଇବାକୁ ଚାହୁଛନ୍ତି.. ଆପଣାନ୍ତୁ ଏହି ସହଜ ଉପାୟ

ଆଧୁନିକ ଜୀବନଶୈଳୀ, ଅନିୟମିତ ଖାଦ୍ୟପେୟ ଯୋଗୁ ଅନେକେ ମେଦବହୁଳତାର ଶିକାର ହେଉଛନ୍ତି। ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି କେହି ଜିମ୍‌ ଯାଉଥିବା, କେହି କେହି ଡାଏଟ ଫଲୋ କରିଥାନ୍ତି। ମାତ୍ର ମହୁରେ ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରିରହିଛ, ଯାହା ମେଦବହୁଳତା ସମସ୍ୟାରୁ ମୁକ୍ତି ଦେଇଥାଏ।

ଏହାର ବ୍ୟବହାର ବିଷୟରେ ଜାଣନ୍ତୁ:

କ୍ଷୀର ଓ ମହୁ – ଏହା ଶରୀରକୁ ଭିଟାମିନ୍‌ ଯୋଗାଇବା ସହ ମୋଟାପଣ କମ୍‌ କରିଥାଏ। ରାତିରେ ଉଷୁମ କ୍ଷୀରରେ ଦୁଇ ଚାମଚ ମହୁ ମିଶାଇ ପିଇଲେ ମେଦବହୁଳତା ହ୍ରାସ ପାଇଥାଏ।

ତୁଳସୀ ଓ ମହୁ – ତୁଳସୀପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି। ଏହାକୁ ଖାଇବା ଫଳରେ ପାଚନକ୍ରିୟା ସକ୍ରିୟ ହୋଇଥାଏ। ୨ ଚାମଚ ତୁଳସୀପତ୍ର ରସରେ ମହୁ ମିଶାଇ ପିଇବା ଫଳରେ ମେଦବହୁଳତା ସମସ୍ୟା ଦୂର ହୋଇଥାଏ।

ପୋଦିନା ଓ ମହୁ – ପ୍ରତିଦିନ ୧ ଚାମଚ ପୋଦିନାରସରେ ୨ ଚାମଚ ମହୁ ମିଶାଇ ପିଇଲେ ମୋଟାପଣ ସମସ୍ୟା ଦୂର ହୋଇଥାଏ।

ଲେମ୍ବୁ ଓ ମହୁ- ଏହାସହ ପ୍ରତିଦିନ ସକାଳେ ଲେମ୍ବୁପାଣିରେ ମହୁ ମିିଶାଇ ପିଇଲେ ମଧ୍ୟ ମୋଟାପଣ କମ୍‌ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?