ଗାଁରେ ନିଜର ସ୍ବାବ ଟେଷ୍ଟିଂ ପାଇଁ ନମୁନା ଦେବାକୁ ଚାଁହୁଛନ୍ତି କି..

ଛତ୍ରପୁର,୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ସବୁ ବ୍ଲକକୁ ମୋବାଇଲ ସ୍ବାବ ସଂଗ୍ରହ ବୁଥ୍‌ ପଠାଯାଉଛି। ଆବଶ୍ୟକ ଅନୁସାରେ ବିଭିନ୍ନ ବ୍ଲକ ଅଧୀନ ଗାଁଗୁଡ଼ିକୁ ଉକ୍ତ ମୋବାଇଲ ସ୍ବାବ ସଂଗ୍ରହ ବୁଥ୍‌ ବୁଲୁଛି, ଏବଂ ଗାଁ ସ୍ତରରେ ସ୍ବାବ ସଂଗ୍ରହ କରାଯାଉଛି। ଟେଷ୍ଟିଂ ପାଇଁ ଆଉ କେହାକୁ ବାହାରକୁ ଯିବାକୁ ପଡ଼ିବନି। ଏସମ୍ପର୍କରେ ସ୍ବତନ୍ତ୍ର ଏଡିଏମ୍‌ ପାରୁଲ ପଟୱାରି ବୁଧବାର ଟୁଇଟ କରି ସୂଚନା ଦେଇଛନ୍ତି। ଯଦି କୌଣସି ବ୍ୟକ୍ତି ନିଜ ଗାଁରେ ନିଜର ସ୍ବାବ ଟେଷ୍ଟିଂ ପାଇଁ ନମୁନା ଦେବାକୁ ଚାଁହୁଛନ୍ତି, ଏସମ୍ପର୍କରେ ସ୍ଥାନୀୟ ବ୍ଲକ ଜରୁରୀ ନମ୍ବରକୁ ଫୋନ କରିପାରିବେ। ଅପରପକ୍ଷରେ ରିପୋର୍ଟ ସମ୍ପର୍କରେ ଜଣାଇବା ପର୍ଯ୍ୟନ୍ତ ସ୍ବାବ ନମୁନା ଦେଇଥିବା ବ୍ୟକ୍ତି ହୋମ କ୍ୱାରାଣ୍ଟାଇନ୍‌ରେ ରହିବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଫୁଲବାଣୀ ଅଫିସ, ୩୧ା୮-ଫୁଲବାଣୀ ସହର ଡାମିଗାଁ ପାଖ ସାଲୁଙ୍କି ନଦୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପାରିପାର୍ଶ୍ୱିକ ପରିସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି...

୩ ଦିନ ଧରି ହେବ ସାତକୋଶିଆରେ କୁମ୍ଭୀର ଗଣନା

ଗଣିଆ,୯ା୧(ଡି.ଏନ.ଏ.): ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ନୟାଗଡ ଓ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ ପ୍ରତିବର୍ଷ ପରି ଚଳିତ ବର୍ଷ ଆସନ୍ତା ୯ ତାରିଖରୁ କୁମ୍ଭୀର ଗଣନା...

ଜୁନାଗଡରେ ରୋଗୀ କଲ୍ୟାଣ ସମିତି ବୈଠକ: ରକ୍ତଭଣ୍ଡାର କାର୍ଯ୍ୟକ୍ଷମ କରିବା ଉପରେ ଆଲୋଚନା

ଜୁନାଗଡ,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସଭାଗୃହରେ ମଙ୍ଗଳବାର ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଚିଲଗୁଡା...

ଦିନକ ପରେ ଦୀପାବଳି: ବ୍ୟବସାୟୀଙ୍କୁ ମିଳିଲାନି ଲାଇସେନ୍ସ, ବାଣ ବଜାର ଖୋଲିବା ନେଇ ଅନିଶ୍ଚିତତା

ବ୍ରହ୍ମପୁର ଅଫିସ,୨୬ା୧୦-ଦିନକ ପରେ ରବିବାର ପବିତ୍ର ଦୀପାବଳି। ଦକ୍ଷିଣ ଓଡ଼ିଶାର ଏକମାତ୍ର ବୃହତମ ବାଲୁଙ୍କେଶ୍ୱର ବାଣ ବଜାର ଏ ଯାଏ ଖୋଲିନାହିଁ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା...

ଖୋଜାପଲ୍ଲୀରେ ଗୁଳିମାଡ଼, କାରଣ ଅସ୍ପଷ୍ଟ

ଖଲ୍ଲିକୋଟ,୭।୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରେ ଶନିବାର ସନ୍ଧ୍ୟାରେ ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଛି। ଏଥିରେ ଗ୍ରାମର ନୀଳକଣ୍ଠ ପରିଡ଼ା (୩୬) ଗୁରୁତର...

ସରକାରୀ ନିର୍ଦ୍ଦେଶ ପାଳନ ନେଇ ଆଶଙ୍କା

ରାଉରକେଲା ଅଫିସ,୧୫ା୪: ଛାତ୍ରୀଛାତ୍ରୀଙ୍କ ଘରେ ବହି ପହଞ୍ଚାଇବାକୁ ରାଜ୍ୟ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏ ନେଇ ଗତ ୧୪ରେ ସୁନ୍ଦରଗଡ ଜିଲା...

ଖରା ଦିନେ କୁହୁଡି

କେନ୍ଦୁଝର, ୧୨।୫(ସ୍ବ.ପ୍ର.): ପ୍ରବଳ ଖରା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଉଥିବା ବେଳେ ଅନେକ ସମୟରେ ଅପରାହ୍ନ ଓ ରାତିରେ କାଳ ବୈଶାଖୀ ଯୋଗୁ ବ୍ୟାପକ ଧନଜୀବନ...

ଜବରଦଖଲ ଉଚ୍ଛେଦ ପାଇଁ ଗ୍ରାମବାସୀଙ୍କ ପ୍ରତିବାଦ ସଭା

ବେତନଟୀ, ୭ା୬(ଡି.ଏନ.ଏ)-ବେତନଟୀ ମହାବିଦ୍ୟାଳୟ ନିକଟ ରେଳଫାଟକରୁ ମହୁଲିଆକୁ ଯାଇଥିବା ରାସ୍ତାପାର୍ଶ୍ୱରେ ଦେବତ୍ତୋର ବିଭାଗର କେତେକ ଜମି ରହିଛି। ପ୍ରାୟ ଏକ ସପ୍ତାହ ମଧ୍ୟରେ ୨୦ଏକରରୁ ଊର୍ଦ୍ଧ୍ୱ...

Advertisement


Archives

Model This Week

Why Dharitri