ଉଜ୍ଜ୍ୱଳ ତ୍ୱଚା ଚାହୁଁଥିଲେ

ସୌନ୍ଦର୍ଯ୍ୟକୁ ନେଇ ପ୍ରାୟ ଅଧିକାଂଶ ଲୋକ ବେଶ୍‌ ଚିନ୍ତିତ। ଏକ ସୁନ୍ଦର ତ୍ୱଚା ପାଇବା ଲାଗି ସମସ୍ତଙ୍କର ଇଚ୍ଛା ଥାଏ। ଏ ନେଇ ବଜାରରେ ମିଳୁଥିବା ଅନେକେ ସୌଖୀନ ରାସାୟନିକ ପଦାର୍ଥ ବ୍ୟବହାର କରନ୍ତି, ଯାହାର ଅନେକ ପାର୍ଶ୍ୱପ୍ରତିକ୍ରିୟା ରହିଛି। ମାତ୍ର କମଳା ଚୋପା ବ୍ୟବହାର କରି ଆପଣ ଏକ ଉଜ୍ଜ୍ୱଳ ତ୍ୱଚା ପାଇପାରିବେ। କମଳା ଖାଇବାକୁ ଯେମିତି ସ୍ବାଦିଷ୍ଠ, ତାହାର ଚୋପା ମଧ୍ୟ ସେତିକି ଉପକାରୀ। ଏହାର ଚୋପାରେ ପ୍ରସ୍ତୁତ ଫେସ୍‌ ପ୍ୟାକ୍‌ ତ୍ୱଚା ଉଜ୍ଜ୍ୱଳ କରାଇଥାଏ।

ପ୍ରସ୍ତୁତି ପ୍ରଣାଳୀ

-କମଳା ଚୋପାକୁ ଭଲଭାବେ ଶୁଖାଇ ଦିଅନ୍ତୁ। ଏହାକୁ ଗୁଣ୍ଡକରି ପ୍ୟାକ୍‌ ପ୍ରସ୍ତୁତିରେ ବ୍ୟବହାର କରିପାରିବେ।

-କମଳା ଚୋପାର ଗୁଣ୍ଡକୁ ହଳଦୀରେ ମିଶାଇ ସେଥିରେ କିଛି ଗୋଲାପ ଜଳ ମିଶାଇ ପେଷ୍ଟ ପ୍ରସ୍ତୁତ କରିପାରିବେ।

-ପେଷ୍ଟକୁ ମୁହଁରେ ଲଗାଇ ୧୫ ମିନିଟ୍‌ ପରେ ଧୋଇ ଦିଅନ୍ତୁ। ଦେଖିବେ ଏପରି କରିବାର କିଛିଦିନ ମଧ୍ୟରେ ତ୍ୱଚା ଉଜ୍ଜ୍ୱଳ ଦେଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷଙ୍କ ଅପେକ୍ଷା ମହିଳାଙ୍କୁ ଅଧିକ ହୋଇଥାଏ ଏହି ରୋଗ

ସିଷ୍ଟମିକ୍‌ ଲ୍ୟୁପସ୍‌ ଏରିଥୋମେଟୋସସ୍‌(ଏସ୍‌ଏଲ୍‌ଇ) ଏକ ଅଟୋ ଇମିନ୍ୟୁ ରୋଗ। ଯେଉଁଥିରେ ସ୍ବାସ୍ଥ୍ୟ ଖରାପ ହେବା ସହ ରୋଗର ସକ୍ରିୟତା ଅଲଗା ଅଲଗା ହୋଇଥାଏ। ଏହି ରୋଗ...

ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏହି ଜୁସ୍‌ ପିଅନ୍ତୁ ଅଧାକପ୍‌…

ସକାଳେ ଅଧାକପ୍‌ ତରଭୁଜ ଜୁସ୍‌ ପିଇଲେ ଅନେକ ଲାଭ ମିଳିଥାଏ। ଏଥିରେ ଓମେଗା ୩ ଏସିଡ୍‌ ପ୍ରଚୁର ପରିମାଣରେ ରହିଥାଏ। ତରଭୁଜ ଏସିଡିଟି ସମସ୍ୟାରୁ ମୁକ୍ତି...

ରକ୍ତ ସଞ୍ଚାଳନକୁ ସକ୍ରିୟ ରଖିବ ସୋଫା

ରକ୍ତ ସଞ୍ଚାଳନକୁ ସକ୍ରିୟ ରଖିବାର ଏକ ସରଳ ଉପାୟ ରହିଛି। ବେଶ୍‌ କିଛି ବର୍ଷ ଗବେଷଣା କରିବା ପରେ ଚାଇନାର ଏକ କମ୍ପାନୀ ଏପରି ଏକ...

ସିଗାରେଟ୍‌ : ଜୀବନ ଘାତକ

‘ପ୍ରାୟ ଦୁଇ ଦଶକ ପୂର୍ବେ ସ୍ବାସ୍ଥ୍ୟ ଉପରେ ଧୂମପାନର ଭୟାବହ ପରିଣାମ କ୍ରମେ ଜଣାଗଲା । ସେଥିରୁ ଜଣାପଡ଼ିଲା ଯେ, ସିଗାରେଟ୍‌ ଧୂଆଁରେ ଥାଏ ପ୍ରାୟ...

ଫ୍ଲୋରାଲ୍‌ ବ୍ଲାଉଜ୍‌ ଫ୍ୟାଶନ

ଫ୍ଲୋରାଲ୍‌ ପ୍ରିଣ୍ଟର ଫ୍ୟାଶନ କେବେ ବି ଆଉଟ୍‌ ଅଫ୍‌ ଟ୍ରେଣ୍ଡ ହୁଏ ନାହିଁ। ଏହି ପ୍ରିଣ୍ଟ ରିଫ୍ରେଶିଂ ଲୁକ୍‌ ଦେଇଥାଏ। କେବଳ ଓ୍ବେଷ୍ଟର୍ନ ନୁହେଁ ଇଣ୍ଡିଆନ୍‌...

କରୋନାରୁ ମୁକ୍ତି ପାଇଁ ଉପକାରୀ ଏହି ଜଡିବୁଟି ଔଷଧ

ମାରାତ୍ମକ କରୋନା ଔଷଧ ପ୍ରସ୍ତୁତ ବିଶ୍ୱସ୍ତରରେ ପ୍ରୟାସ ଚାଲିଛି। ଆୟୁର୍ବେଦରେ ମଧ୍ୟ କରୋନା ଚିକିତ୍ସା ପାଇଁ ଔଷଧ ଉପଲବ୍ଧ କରିବା ପାଇଁ ବିଭିନ୍ନ ପରୀକ୍ଷାନୀରିକ୍ଷା ଚାଲିଛି।...

ଏସବୁ ସ୍ବାସ୍ଥ୍ୟ ସମସ୍ୟା ଦୂର କରେ ଜାମୁକୋଳି

ଜାମୁକୋଳି ଦେଖିବାକୁ ଯେତିକି ସୁନ୍ଦର ସେତିକି ସ୍ବାଦିଷ୍ଟ ମଧ୍ୟ। ଏହା ବର୍ତ୍ତମାନ ବଜାରରେ ପ୍ରଚୁର ପରିମାଣରେ ମିଳୁଛି। ଯାହାକି ସ୍ବାସ୍ଥ୍ୟ ପକ୍ଷେ ବହୁ ଉପକାରୀ। ଏଥିରେ...

ପଇଡ଼ ପାଣିର ଔଷଧୀୟ ଗୁଣ

ପଇଡ଼ ପାଣି ସ୍ବାସ୍ଥ୍ୟ ଲାଗି ଅନେକ ଉପକାରୀ। କେବଳ ସେତିକି ନୁହେଁ, ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଗୁଣ ରହିଥାଏ। ଏହା ରୋଗ ପ୍ରତିରୋଧ ଶକ୍ତିକୁ...

Advertisement
Archives

Model This Week