ପ୍ରାକୃତିକ ଉପାୟରେ ଧଳା କେଶକୁ କଳା କରିବାକୁ ଚାହୁଁଥିଲେ…

କେଶ ଧଳା ହେବା ଏକ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ବର୍ତ୍ତମାନ ଏହି ସମସ୍ୟା ବୟସ୍କଙ୍କଠାରୁ ଆରମ୍ଭ କରି ଛୋଟ ପିଲାଙ୍କଠାରେ ମଧ୍ୟ ଦେଖାଯାଉଛି। ତେବେ ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି ବଜାରରେ ମିଳୁଥିବା ଅନେକ ରାସାୟନିକ ପଦାର୍ଥ ବ୍ୟବହାର କରୁଛନ୍ତି, ଯାହା ଅଳ୍ପ ସମୟରେ ଏହି କେଶ ଧଳା ସମସ୍ୟାକୁ ଦୂର କରିଥାଏ। ମାତ୍ର ପରେ ଏହାର ଖରାପ ପ୍ରଭାବ ପଡ଼ି କେଶ ଝଡିବା ସହ ରୁକ୍ଷ ଦେଖାଯାଇଥାଏ। ତେବେ କେଶକୁ ପ୍ରାକୃତିକ ଉପାୟରେ କଳା ରଖିବାକୁ ଚାହୁଁଥିଲେ ଜାଣନ୍ତୁ କିଛି ଟିପ୍ସ।

ପ୍ରାକୃତିକ ଉପାୟରେ କେଶ କଳା ପାଇଁ ମେହେନ୍ଦି ଏକ ଘରୋଇ ଉପଚାର। ଏଥିରେ ବାଦାମ ତେଲ ମିଶାଇ ଲଗାଇବା ଫଳରେ କେଶ ଅନେକ ସମୟ ପର୍ଯ୍ୟନ୍ତ କଳା ରହିଥାଏ।

ବାଦାମ ତେଲରେ ପୋଷଣ ଓ ଭିଟାମିନ୍‌ ରହିଥାଏ। ଏହା କେଶ ଲାଗି ଉପକାରୀ ହୋଇଥାଏ। ଏହାକୁ ମେହେନ୍ଦିରେ ମିଶାଇ ଲଗାଇବା ଫଳରେ କେଶ ଧଳା ସମସ୍ୟା ଦୂର ହୋଇଥାଏ।

ବ୍ୟବହାର

ପାଣିକୁ ଫୁଟାଇ ସେଥିରେ ମେହେନ୍ଦି ପାଉଡର ମିଶାଇ ପ୍ୟାକ ପ୍ରସ୍ତୁତ କରନ୍ତୁ। ସେଥିରେ ଅଳ୍ପ ବାଦାମ ତେଲ ମିଶାନ୍ତୁ। ଏହାକୁ ୩୦ରୁ ୪୦ ମିନିଟ୍‌ ପର୍ଯ୍ୟନ୍ତ ରଖି ଧୋଇ ଦିଅନ୍ତୁ। ୨ ସପ୍ତାହକୁ ଥରେ ବ୍ୟବହାର କରିବା ଉଚିତ। ଏପରି କରିବା ଫଳରେ ପ୍ରାକୃତିକ ଉପାୟରେ କେଶ କଳା ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରିରେ ମା’ ଦୁର୍ଗାଙ୍କ କୃପା ପାଇଁ ପିନ୍ଧନ୍ତୁ ଏସବୁ ରଙ୍ଗର ପୋଷାକ, ମିଳିବ ଶୁଭଫଳ

ଶାରଦୀୟ ନବରାତ୍ରି ୧୭ ଅକ୍ଟୋବରରୁ ଆରମ୍ଭ ହୋଇଯାଇଛି। ଏହି ନଅ ଦିନରେ ମା’ ଦୁର୍ଗାଙ୍କର ନଅ ପ୍ରକାର ପୂଜା କରାଯାଏ। ନବରାତ୍ରିରେ ରଙ୍ଗଗୁଡ଼ିକର ମଧ୍ୟ ବିଶେଷ...

ସାବଧାନ ! କରୋନା ସଂକ୍ରମଣ ପୂର୍ବରୁ ପାଦରେ ଦେଖାଦିଏ ଏଭଳି ଦାଗ

ମାଦ୍ରିଦ୍‌,୧୬।୪: କରୋନା ସଂକ୍ରମଣ ପୂର୍ବରୁ ଶରୀରରେ କେତେକ ଲକ୍ଷଣ ପାଇଥାଏ। ସେସବୁ ମଧ୍ୟରେ ଥଣ୍ଡା, କାଶ, ସର୍ଦ୍ଦି, ଜ୍ୱର, ଗଳା ଦରଜ ଆଦି ରହିଛି। ଏହାସହିତ...

ଶୁଖିଲା କାଶ ହେଉଥିଲେ

ବର୍ତ୍ତମାନ ଅଧିକାଂଶଙ୍କଠାରେ ଦେଖାଦେଉଛି ଜ୍ୱର ଏବଂ ଥଣ୍ଡା ସମସ୍ୟା। ଏହା ପରେ ଲାଗିରହୁଛି ଦୀର୍ଘଦିନ ଧରି କାଶ । ଏଥିପାଇଁ ଡାକ୍ତରଙ୍କ ପାଖକୁ ଯିବା ଏବଂ...

ଇନଭର୍ଟ ମାଇସିନ୍‌ ଦ୍ୱାରା ୨ ଦିନରେ ସଂକ୍ରମିତ ହେବେ କରୋନା ମୁକ୍ତ

ଓ୍ବାଶିଂଟନ/ମେଲବୋର୍ନ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହି ମହାମାରୀକୁ କିଭଳି ରୋକା ଯିବ ସେ ନେଇ ବୈଜ୍ଞାନିକମାନେ ଉଦ୍ୟମ ଜାରି...

କେଶଝଡ଼ା କମାଇବ ଯୋଗ

କେଶ ଝଡ଼ିବା ବର୍ତ୍ତମାନ ଅନେକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଯାଇଛି। ଅସନ୍ତୁଳିତ ଖାଦ୍ୟାଭ୍ୟାସ, କେଶରେ ବ୍ୟବହାର ହେଉଥିବା ବିଭିନ୍ନ ରାସାୟନିକଯୁକ୍ତ ଶ୍ୟାମ୍ପୁ, କଣ୍ଡିଶନର୍‌, ରଙ୍ଗ...

ପନିର୍‌ ଡ୍ରାଗନ୍‌

ସମ୍ପ୍ରତି ସମ୍ବଲପୁର ସହରରେ ନୂଆ ରେସ୍ତୋରାଁ ଖୋଲିବାରେ ଲାଗିଛି। ଯୁବପିଢ଼ିକୁ ଆକୃଷ୍ଟ କଲାଭଳି ଖାଦ୍ୟ ମଧ୍ୟ ପ୍ରସ୍ତୁତ ହେଉଛି। ସହରର ବହୁ ପୁରୁଣା ରେସ୍ତୋରଁ।ଗୁଡିକ ମଧ୍ୟ...

ଜୀବନକୁ ସୁଖମୟ କରିବାକୁ ଚାହୁଁଥିଲେ…

ଜୀବନକୁ ଖୁସି ତଥା ସୁଖମୟ କରିବାକୁ ଚାହୁଁଥିଲେ ସର୍ବପ୍ରଥମେ ନିଜ ମନକୁ ନିୟନ୍ତ୍ରଣରେ ରଖିବାକୁ ପଡ଼ିବ। ଯେଉଁ ବ୍ୟକ୍ତିଙ୍କ ମନ ତାଙ୍କ ଆୟତ୍ତରେ ରହିଥାଏ, ଅଥବା...

ମଧୁମେହରୁ ମୁକ୍ତି ଦିଏ ଏହି ସାମାନ୍ୟ ପାଣି

ଆୟୁର୍ବେଦରେ ମେଥିକୁ ସ୍ବାସ୍ଥ୍ୟ ଉପକାରୀ କୁହାଯାଇଥାଏ। ଅନ୍ୟପକ୍ଷରେ ଏହାକୁ ରୋଷେଇ ସମୟରେ ମଧ୍ୟ ମସଲା ରୂପେ ବ୍ୟବହାର କରାଯାଏ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ମଧୁମେହ ରୋଗୀଙ୍କ...

Advertisement
Archives

Model This Week