କାର୍ଯ୍ୟଦକ୍ଷତା ବୃଦ୍ଧି କରିବାକୁ ଚାହୁଁଥିଲେ …

ସୁସ୍ଥ ଏବଂ ନିରୋଗ ଶରୀର ସମସ୍ତେ ଚାହିଁଥାନ୍ତି। ସେଥିପାଇଁ କିଏ ବ୍ୟାୟାମ କରନ୍ତି ତ ଆଉ କିଏ ଭିଟାମିନ ବଟିକା ଖାଇଥାନ୍ତି। ତେବେ ସୁସ୍ଥ ରହିବା ପାଇଁ ପ୍ରତିଦିନ ଅଧଘଣ୍ଟାରୁ ଘଣ୍ଟାଏ ବ୍ୟାୟାମ କରିବା ସହ ଖାଦ୍ୟରେ ଗୋଟିଏ ଲେଖାଏ ଫଳ ଖାଇବା ଉଚିତ୍‌। ବିଭିନ୍ନ ପ୍ରକାର ଫଳରେ ଭିନ୍ନ ଭିନ୍ନ ଭିଟାମିନ ଥାଏ। ଏହା ଶରୀରକୁ ରୋଗଠାର ଦୂରେଇ ରଖେ। ଦେହ ଓ ମନକୁ ପ୍ରଫୁଲ୍ଲ ରଖି ଶରୀରର କାର୍ଯ୍ୟଦକ୍ଷତା ବଢ଼ାଇଥାଏ।

ଆମ୍ବ: ଆମ୍ବରେ ବିଟା କାରୋଟିନ ତଥା ଜୀବସାର ଗ’ ପ୍ରଚୁର ପରିମାଣରେ ଥାଏ। ଏଥିରେ ଥିବା ବାୟୋଫ୍ଲାଭୋନୟକ ଶରୀରର ରୋଗ ପ୍ରତିରୋଧକ ବୃଦ୍ଧି କରିଥାଏ। ଏଥିରେ ଥିବା ଅଦ୍ରବଣୀୟ ତନ୍ତୁ କୋଷ୍ଠାଠିନ୍ୟ ଦୂର କରିବାରେ ସାହାଯ୍ୟ କରିଥାଏ।
କମଳା: ଏଥିରେ ସର୍ବୋତ୍କୃଷ୍ଟ ଜୀବସାର ଗ’ ରହିଛି। ଏହା ଶରୀରକୁ ସ୍କର୍ଭି ରୋଗରୁ ରକ୍ଷା କରିଥାଏ। କମଳା କୋଲେଷ୍ଟରଲ ମାତ୍ରା ସନ୍ତୁଳିତ ସହିତ ହୃଦ୍‌ରୋଗରୁ ରକ୍ଷା କରିଥାଏ।

ଲେମ୍ବୁ: କମଳା ଭଳି ଲେମ୍ବୁ ମଧ୍ୟ ଜୀବସାର ଗ’ରେ ଭରପୂର। ଏହା ମଧ୍ୟ ସ୍କର୍ଭି ରୋଗ ଦୂର କରିବାରେ ସାହାଯ୍ୟ କରେ। ଚକ୍ଷୁରୋଗ ଓ ମେଦ ସମସ୍ୟାରୁ ଏହା ମୁକ୍ତି ଦେଇଥାଏ। ନିୟମିତ ଲେମ୍ବୁ ଖାଇବା ଦ୍ୱାରା ହୃତପିଣ୍ଡ ଓ ଶିରା ପ୍ରଶିରା ଶକ୍ତ ହୁଏ।

 


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri