ହାର୍ଟକୁ ସୁସ୍ଥ ରଖିବାକୁ ଚାହୁଁଥିଲେ…

କରୋନା ସମୟରେ ସୁସ୍ଥ ରହିବା ଏକ ବଡ଼ ଚ୍ୟାଲେଞ୍ଜଠାରୁ କମ୍‌ ନୁହେଁ। ତେବେ ଏହି ମହାମାରୀ ହେତୁ ଲୋକଙ୍କ ମଧ୍ୟରେ ସ୍ବାସ୍ଥ୍ୟ ସଚେତନତା ବି ବୃଦ୍ଧି ପାଇଛି। ଲୋକମାନେ ସେମାନଙ୍କର ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦେଉଛନ୍ତି। ମେଦବହୁଳତା, ଡାଇବେଟିସ୍‌ ଏବଂ ହୃଦରୋଗରେ ପୀଡ଼ିତ ରୋଗୀମାନେ କରୋନାରେ ଅଧିକ ବିପଦରେ ଥାଆନ୍ତି। ତେଣୁ ଏଥିପାଇଁ ସଠିକ୍‌ ସମୟରେ ସଠିକ୍‌ ଖାଦ୍ୟ ଗ୍ରହଣ କରିବା ସହ ଦୈନିକ ବ୍ୟାୟାମ ନିତ୍ୟାନ୍ତ ଜରୁରୀ।

ଅନେକ ଗବେଷଣାରେ ଏହା ପ୍ରମାଣିତ ହୋଇଛି ଯେ, ଡାଏଟ୍‌ ଦ୍ୱାରା ରକ୍ତଚାପ ଏବଂ କୋଲେଷ୍ଟରଲ ନିୟନ୍ତ୍ରିତ ହୋଇଥାଏ। ଏଥିସହ ହୃଦ୍‌ଘାତ, ଷ୍ଟୋନ୍‌, ଷ୍ଟ୍ରୋକ ଏବଂ ଡାଇବେଟିସ୍‌ ହେବାର ଆଶଙ୍କା କମିଯାଏ। ତେବେ ଜାଣନ୍ତୁ ଏହି ଡାଏଟ୍‌ ବିଷୟରେ…

ଚାପରୁ ମୁକ୍ତି ପାଇଁ ପ୍ରଚୁର ପରିମାଣର ଶୁଅନ୍ତୁ। ଖାଦ୍ୟରେ ଶସ୍ୟ, ମାଛ, ଚର୍ବିହୀନ ଦୁଗ୍ଧ, କୁକୁଡ଼ା, ଫଳ ଏବଂ ତଟକା ପନିପରିବା ପ୍ରଚୁର ପରିମାଣର ଖାଆନ୍ତୁ। ଏହା ରକ୍ତଚାପ ନିୟନ୍ତ୍ରଣ କରିବା ସହ ହୃଦ୍‌ଘାତର ଆଶଙ୍କା ମଧ୍ୟ କମାଇଥାଏ। ଖାଦ୍ୟରେ ସୋଡିୟମ ଯୁକ୍ତ ଲୁଣ ଖାଆନ୍ତୁ। ବାଦାମ, ସିଡ୍‌ସ ଏବଂ ଫ୍ୟାଟି ମାଛ ଖାଆନ୍ତୁ। ଏପରି କରିବା ଦ୍ୱାରା କରୋନା ମହାମାରୀ ସମୟରେ ସୁସ୍ଥ ରହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକୁ ଦିଅନ୍ତୁ ଭଲ ଶିକ୍ଷା, ଶତ୍ରୁକୁ ଦୁଃଖ; ଜାଣିରଖନ୍ତୁ ଚାଣକ୍ୟ କହିଥିବା ଏହି ୪ କଥା

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଗୁଡ଼ିକ ବର୍ଷବର୍ଷ ଧରି ମନୁଷ୍ୟ ପାଇଁ ଉପଯୋଗୀ ହୋଇଆସିଛି। ତାଙ୍କର ମାର୍ଗଦର୍ଶନ ଏବଂ ନୀତିରେ ହିଁ ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ସମ୍ରାଟ ହୋଇ ମୌର୍ଯ୍ୟ...

ଖାଦ୍ୟରୁଚିରୁ ଜାଣନ୍ତୁ ଝିଅଙ୍କ ପ୍ରେମ ସମ୍ପର୍କରେ

ଖାଦ୍ୟପେୟରେ ସମସ୍ତଙ୍କ ରୁଚି ଭିନ୍ନ ଭିନ୍ନ ହୋଇଥାଏ। କାହାକୁ ଖଟା ଖାଇବାକୁ ଭଲ ଲାଗୁ ଥିବାବେଳେ କାହାକୁ ମିଠା ଅଧିକ ପସନ୍ଦ ହୋଇଥାଏ। ତେବେ ଆପଣ...

ଘର ଭଡ଼ା

ଜବ୍‌, ବ୍ୟବସାୟ ହେଉ କିମ୍ବା ଅନ୍ୟାନ୍ୟ କାରଣରୁ ଅଧିକାଂଶ ପରିବାରକୁ ବାହାରେ ଘର ଭଡ଼ା ନେଇ ରହିବାକୁ ହୋଇଥାଏ। ଆବଶ୍ୟକ ସ୍ଥଳେ ବାରମ୍ବାର ଘର ବି...

ସ୍ତନ କର୍କଟରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ମାଛ ଶରୀର ପାଇଁ ଉପକାରୀ। ସପ୍ତାହରେ ଥରେ ମାଛ ଖାଇଲେ ସ୍ତନ କର୍କଟରୁ ମୁକ୍ତି ମିଳିଥାଏ ବୋଲି ମିସିଗାନ୍‌ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...

ପାଟିର ଲାଳ ଦୂର କରେ ଶହେରୁ ଅଧିକ ପ୍ରକାର ରୋଗ..

ଆମ ମୁଖ ଭିତରେ ଏକ ଲକ୍ଷରୁ ଅଧିକ ଲାଳଗ୍ରନ୍ଥି ରହିଛି। ଏହି ଗ୍ରନ୍ଥି ଦ୍ୱାରା ପାଟିରେ ଲାଳ ତିଆରି ହୁଏ। ଲାଳ ଯୋଗୁ ମଣିଷ ଶରୀରରେ...

କରୋନାରୁ ରକ୍ଷା ପାଇଲେ ବି ଏଥି ଯୋଗୁ ଯାଉଛି ଜୀବନ…

ଇନ୍ଦୋର,୫।୫: କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ଏକ ରିପୋର୍ଟରେ ପ୍ରକାଶ ପାଇଛି ଯେ, କରୋନାରୁ ଆକ୍ରାନ୍ତ ରକ୍ଷା ପାଇଲେ ବି...

ଶ୍ୱାସକ୍ରିୟା ସମସ୍ୟା ଦୂର କରେ ଭିଟାମିନ୍‌ ‘ସି’

ଭିଟାମିନ୍‌ ‘ସି’ରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। କେତେକ ବ୍ୟାୟାମ କରିବା ସମୟରେ ଶ୍ୱାସକ୍ରିୟାଜନିତ ସମସ୍ୟାର ସମ୍ମୁଖୀନ ହୋଇଥାଆନ୍ତି। ହେଲେ ଯଦି ଜଣେ ବ୍ୟକ୍ତି...

କର୍ମଜୀବୀ ହୋଇଥିଲେ…

ଏଣେ ଘର କାମ ଆଉ ପିଲାମାନଙ୍କର ଦାୟିତ୍ୱ। ସବୁକିଛି ଠିକ୍‌ ସମୟରେ ଶେଷ କରି ଅଫିସ୍‌ ବି ଯିବାକୁ ହେବ। ତେଣୁ କେତେବେଳେ କେଉଁ କାମ...

Advertisement
Archives

Model This Week