ସୁସ୍ଥ ରହିବାକୁ ଚାହୁଁଥିଲେ…

ସୁସ୍ଥ ରହିବାକୁ କିଏ ବା ନ ଚାହେଁ? ହେଲେ ଏଥିପ୍ରତି ଆମକୁ କେତୋଟି ବିଷୟ ପ୍ରତି ଦୃଷ୍ଟି ଦେବାକୁ ପଡ଼ିଥାଏ। ତନ୍ମଧ୍ୟରୁ ପ୍ରଥମ ହେଲା ଜୀବନଶୈଳୀ। ଆମେ ଯଦି ଏକ ସନ୍ତୁଳିତ ଜୀବନଶୈଳୀ ଅନୁସରଣ କରିବା ତେବେ ନିଜକୁ କେତେକାଂଶରେ ସୁସ୍ଥ ରଖିପାରିବା। ଠିକ୍‌ ସମୟରେ ଖାଦ୍ୟ ଖାଆନ୍ତୁ। ସବୁବେଳେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇବା ଦରକାର। ତା’ସହ ରାତିରେ ଅତିକମ୍‌ରେ ୭-୮ ଘଣ୍ଟା ଶୋଇବା ଆବଶ୍ୟକ। କାରଣ ସୁସ୍ଥ ରହିବା ପଛରେ ନିଦ୍ରାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଖାଦ୍ୟ ତାଲିକାରେ ଯେତେ ମସଲାଯୁକ୍ତ, ତେଲଯୁକ୍ତ ଖାଦ୍ୟ କମ୍‌ ସାମିଲ କରିବେ ସେତେ ଭଲ। ଫାଷ୍ଟଫୁଡ୍‌ଜାତୀୟ ଖାଦ୍ୟ ସୀମିତ ପରିମାଣରେ ଖାଆନ୍ତୁ। ସବୁବେଳେ ଏପରି ଖାଦ୍ୟ ଖାଆନ୍ତୁ ଯାହା ସହଜରେ ହଜମ ହୋଇପାରୁଥିବ। ଆଉ ଏକ କଥା ହେଲା, ନିୟମିତ ସମୟ ଅନ୍ତରାଳରେ ନିଜର ସ୍ବାସ୍ଥ୍ୟ ପରୀକ୍ଷା କରାଇ ନେବା ନିହାତି ଆବଶ୍ୟକ। କୌଣସି ରୋଗର କାରଣ ଜାଣିବା ମାତ୍ରେ ତାହାକୁ ଅବହେଳା କରନ୍ତୁ ନାହିଁ। କାରଣ ଏହା ଭବିଷ୍ୟତରେ ଗୁରୁତର ସମସ୍ୟା ସୃଷ୍ଟି କରିଥାଏ ଏବଂ ସେଥିରୁ ଆରୋଗ୍ୟଲାଭ କରିବାକୁ ଅଯଥା ଖର୍ଚ୍ଚାନ୍ତ ହେବାକୁ ପଡ଼ିଥାଏ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ନିଜକୁ ସୁସ୍ଥ ରଖିବାକୁ ଚାହୁଁଥିଲେ ନିଜର ଦୈନନ୍ଦିନ ଜୀବନଶୈଳୀ ତାଲିକାରେ ବ୍ୟାୟାମ ସାମିଲ କରନ୍ତୁ। ଦିନକୁ ଅତିକମ୍‌ରେ ୨-୩ ଲିଟର ପାଣି ପିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri