Posted inଖେଳ

ଯୁଦ୍ଧ ପ୍ରଭାବ: ଏସିଆନ୍‌ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ସ୍ଥଗିତ

ନୂଆଦିଲ୍ଲୀ,୧୧ା୩: ମଧ୍ୟପ୍ରାଚ୍ୟ ଏବଂ ଉପସାଗରୀୟ ଅଞ୍ଚଳରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗୁ ଏପ୍ରିଲରେ ଅହମଦାବାଦ୍‌ରେ ହେବାକୁ ଥିବା ଏସିଆନ୍‌ ଭାରୋତ୍ତୋଳନ ଚାମ୍ପିୟନଶିପ୍‌କୁ ସ୍ଥଗିତ ରଖାଯିବା ସହ ମେ’ ମାସକୁ ଘୁଞ୍ଚାଇ ଦିଆଯାଇଛି। ଏହି ମହାଦେଶୀୟ ଇଭେଣ୍ଟ ଏପ୍ରିଲ ୧ରୁ ୧୦ ପର୍ଯ୍ୟନ୍ତ ହେବାର କାର୍ଯ୍ୟକ୍ରମ ରହିଥିଲା।

ବର୍ତ୍ତମାନ ଏହାକୁ ମେ’ ୧୨ରୁ ୧୭ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଏସୀୟ ଭାରୋତ୍ତୋଳନ ମହାସଂଘ ପକ୍ଷରୁ କୁହାଯାଇଛି ଯେ, ସମସ୍ତ ପ୍ରତିନିଧିମଣ୍ଡଳୀ ଯେପରି ସୁରକ୍ଷିତ ସହ ପ୍ରତିଯୋଗିତାରେ ଭାଗ ନେଇପାରିବେ ସେଥିପ୍ରତି ଧ୍ୟାନ ଦିଆଯାଉଛି।

ମଧ୍ୟପ୍ରାଚ୍ୟ ଓ ଉପସାଗର ଅଞ୍ଚଳର ସାମ୍ପ୍ରତିକ ପରିସ୍ଥିତିକୁ ନେଇ ୨୦୨୬ ଏଡବ୍ଲ୍ୟୁଏଫ୍‌ ଏସିଆନ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌କୁ ଘୁଞ୍ଚାଇବାକୁ ପଡ଼ିଛି ବୋଲି ଏଡବ୍ଲ୍ୟୁଏଫ୍‌ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri