୧୨ ଦିନରେ ଯୁଦ୍ଧ: ଟାର୍ଗେଟ୍‌ରେ ଆର୍ଥିକ ଅନୁଷ୍ଠାନ, ବ୍ୟାଙ୍କ

ତେହରାନ୍‌ ,୧୧ା୩: ଇରାନ୍‌-ଆମେରିକା ଯୁଦ୍ଧ ୧୨ ଦିନରେ ପହଞ୍ଚି ଥିଲାବେଳେ ଉଭୟ ପକ୍ଷଙ୍କ ଆକ୍ରମଣ ଲକ୍ଷ୍ୟ ଦିନକୁ ଦିନ ବଦଳିବାରେ ଲାଗିଛି। ପ୍ରଥମେ ତୈଳ ରିଫାଇନେରିଗୁଡିକୁ ଉଭୟ ପକ୍ଷ ଟାର୍ଗେଟ କରି ଆକ୍ରମଣ କରିଥିଲେ। ଏହାପରେ ଉପସାଗରୀୟ ଦେଶଗୁଡିକରେ ରହିଥିବା ପ୍ରାୟ ୪୦୦ ଓ୍ବାଟର ଡି-ସାଲାଇନେଶନ୍‌ ପ୍ଲାଣ୍ଟଗୁଡିକୁ ଉଭୟ ପକ୍ଷ ଟାର୍ଗେଟ କରି ଆକ୍ରମଣ କରିଥିଲେ।

ଏବେ ଆମେରିକା ଇରାନ୍‌ର ବ୍ୟାଙ୍କ ଉପରେ ଆକ୍ରମଣ କରିବା ପରେ ଇରାନ୍‌ର ଆଇଆର୍‌ଜିସି ମଧ୍ୟପ୍ରାଚ୍ୟରେ ରହିଥିବା ଆମେରିକାର ବିଭିନ୍ନ ଆର୍ଥିକ ଅନୁଷ୍ଠାନ ଓ ବ୍ୟାଙ୍କଗୁଡିକୁ ଟାର୍ଗେଟ କରି ବୁଧବାର ଆକ୍ରମଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?