ବାଂଲାଦେଶ ସୀମାରେ ଯୁଦ୍ଧ ସ୍ଥିତି! ଏୟାରବେସ୍‌ ଆକ୍ଟିଭ୍‌ କଲା ଭାରତ

ନୂଆଦିଲ୍ଲୀ,୨୭।୫: ବାଂଲାଦେଶର ଚାଇନା ସହ ବଢୁଥିବା ସମ୍ପର୍କକୁ ମୁକାବିଲା କରିବା ପାଇଁ ଭାରତ ଅରୁଣାଚଳ ପ୍ରଦେଶରେ ଥିବା ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ବ୍ୟବହୃତ ବିଜୟନଗର ଏୟାରବେସ୍‌କୁ ପୁଣିଥରେ ସକ୍ରିୟ କରିବାକୁ ଯୋଜନା କରୁଛି। ଏହି ଏୟାରବେସ, ଯାହା ଚାଙ୍ଗ ଜିଲ୍ଲାରେ ଅବସ୍ଥିତ। ଏହା ଚାଇନା ସୀମା ନିକଟରେ ଏବଂ ଭାରତ-ବାଂଲାଦେଶ ବର୍ଡର ଠାରୁ ୨୦କିମି ଦୂରରେ ରହିଛି। ଯାହାକୁ ନେଇ ଭାରତ ଏକ ରଣନୀତି ପ୍ରସ୍ତୁତ କରୁଛି।

ରିପୋର୍ଟ ଅନୁସାରେ, ଏହି ଏୟାରବେସରେ ଆଧୁନିକ ସୁବିଧା ଯୋଗ କରାଯିବ ଏବଂ ଏହାକୁ ସାମରିକ କାର୍ଯ୍ୟକଳାପ ପାଇଁ ପୁନଃ ସକ୍ରିୟ କରାଯିବ। ବାଂଲାଦେଶରେ ଚାଇନାର ବଢୁଥିବା ପ୍ରଭାବ, ବିଶେଷକରି ସାମରିକ ଓ ଅର୍ଥନୈତିକ କ୍ଷେତ୍ରରେ, ଭାରତ ପାଇଁ ଚିନ୍ତାର କାରଣ ହୋଇଛି। ଏହି ପଦକ୍ଷେପ ମାଧ୍ୟମରେ ଭାରତ ପୂର୍ବାଞ୍ଚଳ ସୀମାରେ ନିଜର ସାମରିକ ଶକ୍ତିକୁ ମଜବୁତ କରିବାକୁ ଲକ୍ଷ୍ୟ ରଖିଛି।

ଏୟାରବେନର ପୁନରୁଦ୍ଧାର କାର୍ଯ୍ୟ ଶୀଘ୍ର ଆରମ୍ଭ ହେବ ବୋଲି ଜଣାପଡ଼ିଛି, ଯାହା ଦ୍ୱାରା ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ଓ ହେଲିକପ୍ଟରଗୁଡ଼ିକ ଏହି ଅଞ୍ଚଳରେ ଅଧିକ ସକ୍ରିୟ ହୋଇପାରିବ। ଏହା ଭାରତର ଜାତୀୟ ସୁରକ୍ଷା ରଣନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri