Posted inଜାତୀୟ

ଉପନିର୍ବାଚନ ପୂର୍ବରୁ ବାକ୍‌ଯୁଦ୍ଧ: କମଳନାଥଙ୍କୁ କଳଙ୍କନାଥ କହିଲେ ଇମର୍ତି ଦେବୀ

ଭୋପାଳ, ୧୯।୧୦: ମଧ୍ୟପ୍ରଦେଶରେ ୨୮ଟି ବିଧାନସଭା ଆସନରେ ଉପନିର୍ବାଚନ ଦିନ ପାଖେଇ ଆସୁଛି। ଏପରି ସ୍ଥଳେ କଂଗ୍ରେସ ଏବଂ ଭାଜପା ମଧ୍ୟରେ ବାକ୍‌ଯୁଦ୍ଧ ବଢ଼ିବାରେ ଲାଗିଛି। ଏହି ମର୍ମରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ଭାଜପା ସଦସ୍ୟା ତତା ମନ୍ତ୍ରୀ ଇମର୍ତି ଦେବୀ ଘେରିବା ଆରମ୍ଭ କରିଛନ୍ତି। କମଳନାଥ ଦେଇଥିବା ‘ଆଇଟମ୍‌’ ମନ୍ତବ୍ୟ ନେଇ ଇମର୍ତି ନିଜର ମତାମତ ରଖିଛନ୍ତି। ସେ କହିଛନ୍ତି ଯେ, ଏଭଳି ମନ୍ତବ୍ୟ ଦେଇ କମଳନାଥ ମହିଳାଙ୍କ ପ୍ରତି ଦୁର୍ବ୍ୟବହାର ପ୍ରଦର୍ଶନ କରିଛନ୍ତି। କମଳନାଥଙ୍କ ନାମ କଳଙ୍କନାଥ ହେବା ଉଚିତ ବୋଲି ଇମର୍ତି କହିଛନ୍ତି। କମଳନାଥଙ୍କ ମନ୍ତବ୍ୟକୁ ନେଇ ଭାଜପା ଏବେ ରାଜନୀତି କରିବା ଆରମ୍ଭ କରିଛି। ଫଳରେ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଧକ୍କା ମିଳିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାରେ ଭାସିବ ମୁମ୍ବାଇ-କୋଲକାତା: ୨୧୦୦ ସୁଦ୍ଧା ହିନ୍ଦୁକୁଶ ହିମାଳୟ ହିମନଦୀର ୨ ତୃତୀୟାଂଶ ତରଳିବ; ୧୫୦ ନିୟୁତରୁ ଅଧିକ ଲୋକ ହରାଇବେ ଭିଟାମାଟି

ନୂଆଦିଲ୍ଲୀ,୨୬।୯: ଜଳବାୟୁ ପରିବର୍ତ୍ତନ ଏବଂ ବିଶ୍ୱତାପମାନ ବୃଦ୍ଧିର ପ୍ରଭାବ ଯୋଗୁ ହିନ୍ଦୁ କୁଶ ହିମାଳୟ ହିମନଦୀ ଉପରେ ନକାରାତ୍ମକ ପ୍ରଭାବ ପଡ଼ିବ। ୨୧୦୦ ମସିହା ସୁଦ୍ଧା...

ଦ୍ୱନ୍ଦ୍ୱକୁ ଦୂର କରିବା ପାଇଁ ବିରୋଧୀଦଳ ନେତା ଟିକାନେବା ଉଚିତ

ନୂଆଦିଲ୍ଲୀ,୧।୩: କୋଭିଡ୍‌-୧୯କୁ ହରାଇବା ପାଇଁ ମାର୍ଚ୍ଚ ୧ତାରିଖରୁ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଅଭିଯାନ। ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଲ୍ୟାପ୍‌ଟପ ବିସ୍ଫୋରଣରୁ କୋଠା ଜଳିଗଲା

ଗାଜିଆବାଦ,୨୭।୧୧: ରଖିଲେ ହରି ମାରିବ କିଏ। ଏହି ଉକ୍ତିଟି ସଫଳ ହୋଇଥିବା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ଗାଜିଆବାଦରେ। ରାଜନଗରର ନୋଏଡ଼ା ସେକ୍ଟର-୬୨ରେ ସଫ୍ଟୱେୟାର ଇଞ୍ଜିନିୟର ରାହୁଲ...

ପଛୁଆବର୍ଗଙ୍କୁ ଠକିବା ପାଇଁ ପ୍ରୟାସ କରାଯାଉଛି: ଶ୍ରୀକାନ୍ତ

ଭୁବନେଶ୍ବର, ୨୨ା୩(ବ୍ୟୁରୋ): ରାଜ୍ୟ ସରକାର ପଛୁଆବର୍ଗଙ୍କ ସର୍ଭେ କରିବାକୁ ଯାଉଛନ୍ତି। ମାତ୍ର ଏହା ସେହି ବର୍ଗ ପାଇଁ ଉପହାସ ସଦୃଶ। ୨୩ ବର୍ଷ ଏହି ବର୍ଗକୁ...

ପାକିସ୍ତାନୀ ପଙ୍ଗପାଳ ଉଜାଡୁଛନ୍ତି ଭାରତ ଚାଷୀଙ୍କ ଫସଲ: ଘଉଡ଼ାଇବା ପାଇଁ ବଜା ଯାଉଛି ଡିଜେ

ନୂଆଦିଲ୍ଲୀ,୧୯।୧୦: ପାକିସ୍ତାନର ସୀମାରେ ବାରମ୍ବାର ଉତ୍ତେଜନା ସୃଷ୍ଟି କରୁଥିବାବେଳେ ଏବେ ପାକିସ୍ତାନୀ ପଙ୍ଗପାଳ ରାଜସ୍ଥାନ ଅଞ୍ଚଳର ଚାଷୀଙ୍କ ଫସଲ ଉଜାଡ଼ିବାରେ ଲାଗିଛନ୍ତି। ହଜାର ହଜାର ସଂଖ୍ୟାରେ...

ଅନୁପସ୍ଥିତ ମନ୍ତ୍ରୀଙ୍କ ତାଲିକା ମାଗିଲେ ମୋଦି

ନୂଆଦିଲ୍ଲୀ,୧୬।୭: ଭାରତୀୟ ଜନତା ପାର୍ଟି(ଭାଜପା)ର ସଂସଦୀୟ ଦଳ ବୈଠକ ମଙ୍ଗଳବାର ସଂସଦର ଲାଇବ୍ରେରୀ ବିଲଡିଂରେ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ...

ଅଜମୈର-ଦିଲ୍ଲୀରେ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ, ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଅଜମୈର-ଦିଲ୍ଲୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିଛନ୍ତି। ଜୟପୁରର ରେଳ ଷ୍ଟେଶନରେ ଆୟୋଜିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ...

ୟୁକୁବ ମେମନଙ୍କ ସମ୍ପର୍କୀୟଙ୍କ ସହ ମୁମ୍ବାଇ ମେୟର କିଶୋରି ପେଡନେକରଙ୍କ ଫଟୋ ଭାଇରାଲ

ମୁମ୍ବାଇ,୧୦ ।୯: ୧୯୧୯୩ରେ ମୁମ୍ବାଇ ବୋମା ବିସ୍ଫୋରଣରେ ଦୋଷୀ ସାବ୍ୟସ୍ତ ହୋଇଥିବା ୟାକୁବ ମେମନଙ୍କ କବରର ସୌନ୍ଦର୍ଯ୍ୟକରଣକୁ ନେଇ ମହାରାଷ୍ଟ୍ର ରାଜନୈତିକ ଦଳ ମଧ୍ୟରେ ଉଷ୍ମତା...

Advertisement
Archives

Model This Week