ତାଲିବାନକୁ ଯୁଦ୍ଧ ଚେତାବନୀ

ଦୁବାଇ,୨୨।୮: ଅଶି ଦଶକରେ ଆଫଗାନିସ୍ତାନର ସୋଭିଏଟ୍‌ ବିରୋଧୀ ରେଜିଷ୍ଟାଣ୍ଟର ମୁଖ୍ୟ ନେତା ଅହମଦ ଶାହା ମାସୁଦ୍‌ଙ୍କ ପୁଅ ଅହମଦ ମାସୁଦ୍‌ ତାଲିବାନ ଆଗରେ ଆତ୍ମସମର୍ପଣ କରିବାକୁ ମନା କରିଦେଇଛନ୍ତି।

କ୍ଷମତା ବିକେନ୍ଦ୍ରୀକରଣ ପାଇଁ ଯଦି ତାଲିବାନ ରାଜି ହୁଏ, ତେବେ ଶାନ୍ତି ଆଲୋଚନା କରାଯିବ। ତାଲିବାନ ଆଲୋଚନା ପାଇଁ ରାଜି ନ ହେଲେ ଯୁଦ୍ଧକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ସେ କହିଛନ୍ତି। ସେହିଭଳି ପଞ୍ଜଶିର୍‌ ଆତ୍ମସମର୍ପଣ ନ କରି ପ୍ରତିରୋଧ ଜାରି ରଖିବ ବୋଲି ଅଶ୍ରଫ୍‌ ଗନି ସରକାରରେ ପ୍ରତିରକ୍ଷା ମନ୍ତ୍ରୀ ଥିବା ଜେନେରାଲ ବିସ୍‌ମିଲ୍ଲା ମହମ୍ମଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଶରଫ୍‌ଙ୍କୁ ଆଶ୍ୱସ୍ତି: ଦେଶଦ୍ରୋହ ମାମଲା ଉପରେ ରୋକ ଲଗାଇଲେ ଲାହୋର ହାଇକୋର୍ଟ

ଇସଲାମାବାଦ୍‌,୧୬।୧୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍‌ ମୁଶରଫ୍‌ଙ୍କୁ ଲାହୋର ହାଇକୋର୍ଟ ପକ୍ଷରୁ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ହୋଇଥିବା ଦେଶଦ୍ରୋହ ମାମଲା ଉପରେ କୋର୍ଟ ରୋକ...

ଘରେ ଆତଙ୍କବାଦୀଙ୍କୁ ଲୁଚାଇ ରଖିଥିବା ଅଭିଯୋଗରେ ଯେ କୌଣସି ସମୟରେ ଗିରଫ ହୋଇପାରନ୍ତି ଇମ୍ରାନ

ଇସଲାମାବାଦ,୧୮।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତହରିକ-ଏ-ଇନସାଫ(ପିଟିଆଇ)ର ଅଧ୍ୟକ୍ଷ ଇମ୍ରାନ ଖାଁଙ୍କ ସମସ୍ୟା ବଢିବାରେ ଲାଗିଛି। ଇମ୍ରାନଙ୍କ ଲାହୋର ସ୍ଥିତ ବାସଭବନରେ ବାହାର ପୋଲିସ...

କରୋନା ସଂକ୍ରମଣ ରୋକିବାକୁ ସକ୍ଷମ କି କ୍ଲୋରିନ୍‌ ଡାଇଅକ୍ସାଇଡ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଜାରି ରହିଛି। ଏପରିସ୍ଥଳେ କେତେକ ଲୋକ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ କରୋନା ସଂକ୍ରମଣଠାରୁ ଦୂରେଇ ରହିବା...

ଅଲମ୍ପିକ୍‌ରେ କରୋନା…

ଟୋକିଓ,୧୭।୭: ଜାପାନର ଟୋକିଆ ଅଲମ୍ପିକ୍‌ରେ କରୋନା ସଂକ୍ରମଣ ଆରମ୍ଭ ହୋଇଛି। ଜୁଲାଇ ୨୩ରୁ ଟୋକିଓରେ ୨୦୨୦ ଅଲମ୍ପିକ୍‌ ହେବାକୁ ଯାଉଛି। ଏହା ପୂର୍ବରୁ ସ୍ଥାନୀୟ କ୍ରୀଡ଼ା...

ବାଂଲାଦେଶର ପୂର୍ବତନ ସାମରିକ ଶାସକ ମହମ୍ମଦ୍‌ ଇର୍ଶାଦ୍‌ଙ୍କ ପରଲୋକ

ଢ଼ାକା, ୧୪।୭: ବାଂଲାଦେଶର ପୂର୍ବତନ ସାମରିକ ଶାସକ ହୁସେନ୍‌ ମହମ୍ମଦ୍‌ ଇର୍ଶାଦ୍‌ଙ୍କର ରବିବାର ୯୦ ବର୍ଷ ବୟସରେ ପରଲୋକ ହୋଇଯାଇଛି। ୧୯୮୨ ଏପ୍ରିଲ୍‌ ୨୪ରେ ତତ୍‌କାଳୀନ...

କୁଲଭୂଷଣଙ୍କୁ ଫାଶୀ ଦେଇପାରିବନି ପାକିସ୍ତାନ

ନୂଆଦିଲ୍ଲୀ,୧୭।୭: ବହୁପ୍ରତୀକ୍ଷିତ କୁଳଭୂଷଣ ଯାଦବ ମାମଲାରେ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ (ଆଇସିଜେ) ବୁଧବାର ଶୁଣାଣି କରିଛନ୍ତି। ଏହି ଶୁଣାଣି ଭାରତ ସପକ୍ଷରେ ଯାଇଛି। ଆଇସିଜେ...

ଆମେରିକା ରାଷ୍ଟ୍ରପତିଙ୍କ ସୁରକ୍ଷାକର୍ମୀ ନକଲି ହାତ ଲଗାଉଥିବା ଚର୍ଚ୍ଚା ! କେତେ ସତ କେତେ ମିଛ ଜାଣନ୍ତୁ…

ଓ୍ବାଶିଂଟନ,୨।୧ : ଆମେରିକାର ରାଷ୍ଟ୍ରପତିଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ତାଙ୍କ ସୁରକ୍ଷାକର୍ମୀଙ୍କ ବିଷୟରେ ଅନେକ ପ୍ରକାରର ତଥ୍ୟ ବେଳେବେଳେ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଥାଏ। ତାଙ୍କ...

ଇକ୍ୱେଡରରେ ଭୂକମ୍ପ: ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି

ଗୁଆୟାକିଲ୍‌,୧୯।୩: ଦକ୍ଷିଣ ଆମେରିକାର ଇକ୍ୱେଡରରେ ହୋଇଥିବା ଭୂକମ୍ପରେ ରବିବାର ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ହୋଇଥିବା ବେଳେ ୩୮୧ଜଣ ଆହତ ହୋଇଥିବା ସୂଚନା ମିଳଛି। ଭୂକମ୍ପର...

Advertisement
Archives

Model This Week