ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗକୁ ଖଣ୍ଡନ କଲେ ୱାର୍ଡମେମ୍ବର

ଭବାନୀପାଟଣା,୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅଧୀନ ଅର୍ତ୍ତଲ ପଞ୍ଚାୟତର ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗ
ଭିତ୍ତିହୀନ ଓ ମିଥ୍ୟା ବୋଲି ଅଭିଯୋଗ ଆଣିଛନ୍ତି ସ୍ଥାନୀୟ ପଞ୍ଚାୟତର ୧୦ଜଣ ୱାର୍ଡ ମେମ୍ବର।

ଏନେଇ ସେମାନେ ଶନିବାର କଳାହାଣ୍ଡି ଜିଲାପାଳ ଓ ଭବାନୀପାଟଣା ଉପଜିଲାପାଳଙ୍କୁ ଏକ ଲିଖିତ ଅଭିଯୋଗ ଦେଇଛନ୍ତି। ପ୍ରକାଶ ଯେ, ଗତ ୩ ତାରିଖ ଅର୍ତ୍ତଲ ପଞ୍ଚାୟତ ସରପଞ୍ଚ ଦଶମତି ବେମାଲ ପଞ୍ଚାୟତରେ ମନମୁଖୀ କାର୍ଯ୍ୟ ଚଲାଉଥିବା ନେଇଁ ଉପଜିଲାପାଳଙ୍କଠାରେ
ଅଭିଯୋଗ ହୋଇଥିଲା।

ଏଥିରେ ସ୍ଥାନୀୟ କିଛି ୱାର୍ଡ ମେମ୍ବରଙ୍କ ଦସ୍ତଖତ ରହିଥିଲା। ଯାହାକି ଜାଲ ଦସ୍ତଖତ, ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗ
ମିଥ୍ୟା ଓ ସରପଞ୍ଚଙ୍କ ସହ ସେମାନଙ୍କ ସମ୍ପର୍କ ଭଳ ଥିବା ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି। ତେଣୁ ଉପରୋକ୍ତ ମିଥ୍ୟା ଅଭିଯୋଗକୁ ନେଇଁ ସରପଞ୍ଚଙ୍କ ବିରୋଧରେ ପଦକ୍ଷେପ ନ ନେବାକୁ ସେମାନେ ନିବେଦନ କରିଛନ୍ତ


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri