ସ୍ବାସ୍ଥ୍ୟ ପାଇଁ ଉପଯୋଗୀ ଉଷୁମ ପାଣି

ସୁସ୍ଥ ଶରୀର ପାଇଁ ଉତ୍ତମ, ପୁଷ୍ଟିକର ଖାଦ୍ୟର ଯେତିକି ଆବଶ୍ୟକ; ପାଣି ମଧ୍ୟ ସେତିକି ଆବଶ୍ୟକ । ହେଲେ ଉଷୁମ ପାଣିର ସେବନ ଆମ ଶରୀର ପାଇଁ କେତେ ଉପକାରୀ ଜାଣନ୍ତୁ ସେ ସମ୍ପର୍କରେ…

ପାଣି ପିଉଥିବା ବ୍ୟକ୍ତିମାନଙ୍କ ଶରୀରରେ ଜଳୀୟ ଅଂଶ କମିଯିବା ଦ୍ୱାରା ସେମାନେ ବେଳେବେଳେ ଡିହାଇଡ୍ରେସନ(ନିର୍ଜଳୀୟନ)ର ଶିକାର ହୋଇଥାନ୍ତି। ଏପରି କି ସେମାନଙ୍କ ଖାଦ୍ୟନଳୀରେ ବି ଜଳ କମି ଯିବାର ସମ୍ଭାବନା ଦେଖାଯାଇଥାଏ; ଯଦ୍ଦ୍ବାରା ସେମାନେ ତଳି୍‌ପେଟ ବା ଅନ୍ତନଳୀରେ କଷ୍ଟ ଅନୁଭବ କରିଥାନ୍ତି। ଏ ସମସ୍ୟାରୁ ଶୀଘ୍ର ମୁକ୍ତି ପାଇବାକୁ ହେଲେ ନିୟମିତ ଉଷୁମ ପାଣି ପିଇବା ଆବଶ୍ୟକ। କାରଣ ଉଷୁମ ପାଣି ପିଇଲେ ଖାଦ୍ୟ ଶୀଘ୍ର ହଜମ ହେବା ସହ ଠିକ୍‌ ସମୟରେ ଭୋକ ଲାଗିଥାଏ। ଫଳରେ ଆଉ କୋଷ୍ଠ କାଠିନ୍ୟ ସମସ୍ୟା ଦେଖାଯାଏ ନାହିଁ।

ପାଣି ପିଇଲେ ଶରୀରର ତାପମାତ୍ରା ବୃଦ୍ଧି ପାଇ ଝାଳ ବାହାରେ। ଆଉ ସେହି ଝାଳଦ୍ୱାରା ଶରୀରର ବର୍ଜ୍ୟବସ୍ତୁ ବାହାରିଯାଏ।

ପାଣି ଶରୀରର ରକ୍ତ ସଂଚାଳନ ପ୍ରକ୍ରିୟାକୁ ତୀବ୍ର କରିବା ସହ ମାଂସପେଶୀକୁ ହାଲ୍‌କା କରିବାରେ ସାହାଯ୍ୟ କରିଥାଏ ।

ଉଷୁମ ପାଣି ପିଇବା ଦ୍ୱାରା ମଧ୍ୟ ଶରୀରର ମେଦ ହ୍ରାସ ହୋଇଥାଏ ।

କାଶ, କଫ ଦୂର କରିବାରେ ମଧ୍ୟ ଉଷୁମ ପାଣି ବହୁତ ଉପଯୋଗୀ ।

ପାଣି ପିଇବା ଦ୍ୱାରା ମାନସିକ ଚାପ ବି କମ୍‌ ହୋଇଥାଏ; ଫଳରେ ଶରୀର ଫୂର୍ତ୍ତି ଲାଗେ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମକର ସଂକ୍ରାନ୍ତି ପୂର୍ବରୁ ଏହି ୩ ରାଶିର ଚମକିବ ଭାଗ୍ୟ, ଘଟିବାକୁ ଯାଉଛି…

୨୦୨୬ରେ, ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପାଳନ କରାଯିବ, ଯେତେବେଳେ ସୂର୍ଯ୍ୟ ଧନୁ ରାଶି ଛାଡି ମକର ରାଶିରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ମକର...

ନୂଆବର୍ଷରେ BSNLର ଦମଦାର ଅଫର୍‌, ମାସେ ଯାଏ ଫ୍ରି ଇଣ୍ଟଟରନେଟ୍‌କୁ ସବୁ ମାଗଣା!

ନୂଆଦିଲ୍‌ଲୀ,୨୭।୧୨: ସୁଲଭ ରିଚାର୍ଜ ପ୍ଲାନ ସହିତ ଉପଭୋକ୍ତାମାନଙ୍କୁ ଆକର୍ଷିତ କରିଥିବା ସରକାରୀ ଟେଲିକମ କମ୍ପାନୀ BSNL, ନୂତନ ବର୍ଷ ପାଇଁ ଏକ ଚମତ୍କାର ଅଫର ଘୋଷଣା...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri