ସ୍ବାସ୍ଥ୍ୟ ପାଇଁ ଉପଯୋଗୀ ଉଷୁମ ପାଣି

ସୁସ୍ଥ ଶରୀର ପାଇଁ ଉତ୍ତମ, ପୁଷ୍ଟିକର ଖାଦ୍ୟର ଯେତିକି ଆବଶ୍ୟକ; ପାଣି ମଧ୍ୟ ସେତିକି ଆବଶ୍ୟକ । ହେଲେ ଉଷୁମ ପାଣିର ସେବନ ଆମ ଶରୀର ପାଇଁ କେତେ ଉପକାରୀ ଜାଣନ୍ତୁ ସେ ସମ୍ପର୍କରେ…

ପାଣି ପିଉଥିବା ବ୍ୟକ୍ତିମାନଙ୍କ ଶରୀରରେ ଜଳୀୟ ଅଂଶ କମିଯିବା ଦ୍ୱାରା ସେମାନେ ବେଳେବେଳେ ଡିହାଇଡ୍ରେସନ(ନିର୍ଜଳୀୟନ)ର ଶିକାର ହୋଇଥାନ୍ତି। ଏପରି କି ସେମାନଙ୍କ ଖାଦ୍ୟନଳୀରେ ବି ଜଳ କମି ଯିବାର ସମ୍ଭାବନା ଦେଖାଯାଇଥାଏ; ଯଦ୍ଦ୍ବାରା ସେମାନେ ତଳି୍‌ପେଟ ବା ଅନ୍ତନଳୀରେ କଷ୍ଟ ଅନୁଭବ କରିଥାନ୍ତି। ଏ ସମସ୍ୟାରୁ ଶୀଘ୍ର ମୁକ୍ତି ପାଇବାକୁ ହେଲେ ନିୟମିତ ଉଷୁମ ପାଣି ପିଇବା ଆବଶ୍ୟକ। କାରଣ ଉଷୁମ ପାଣି ପିଇଲେ ଖାଦ୍ୟ ଶୀଘ୍ର ହଜମ ହେବା ସହ ଠିକ୍‌ ସମୟରେ ଭୋକ ଲାଗିଥାଏ। ଫଳରେ ଆଉ କୋଷ୍ଠ କାଠିନ୍ୟ ସମସ୍ୟା ଦେଖାଯାଏ ନାହିଁ।

ପାଣି ପିଇଲେ ଶରୀରର ତାପମାତ୍ରା ବୃଦ୍ଧି ପାଇ ଝାଳ ବାହାରେ। ଆଉ ସେହି ଝାଳଦ୍ୱାରା ଶରୀରର ବର୍ଜ୍ୟବସ୍ତୁ ବାହାରିଯାଏ।

ପାଣି ଶରୀରର ରକ୍ତ ସଂଚାଳନ ପ୍ରକ୍ରିୟାକୁ ତୀବ୍ର କରିବା ସହ ମାଂସପେଶୀକୁ ହାଲ୍‌କା କରିବାରେ ସାହାଯ୍ୟ କରିଥାଏ ।

ଉଷୁମ ପାଣି ପିଇବା ଦ୍ୱାରା ମଧ୍ୟ ଶରୀରର ମେଦ ହ୍ରାସ ହୋଇଥାଏ ।

କାଶ, କଫ ଦୂର କରିବାରେ ମଧ୍ୟ ଉଷୁମ ପାଣି ବହୁତ ଉପଯୋଗୀ ।

ପାଣି ପିଇବା ଦ୍ୱାରା ମାନସିକ ଚାପ ବି କମ୍‌ ହୋଇଥାଏ; ଫଳରେ ଶରୀର ଫୂର୍ତ୍ତି ଲାଗେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?