ଉପକାରୀ ଉଷୁମ ପାଣି

ଉଷୁମ ପାଣିରେ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ସକାଳୁ ଖାଲି ପେଟରେ ଉଷୁମ ପାଣି ପିଅନ୍ତୁ। ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ହିତକର ସାବ୍ୟସ୍ତ ହୋଇଥାଏ। ଜଣେ ଆଜମା ରୋଗୀ ପ୍ରତିଦିନ ସକାଳୁ ଉଷୁମ ପାଣି ପିଇବା ଦରକାର। କାଶଜନିତ ସମସ୍ୟାକୁ ଅନେକାଂଶରେ ଉଷୁମ ପାଣି ଦୂର କରିଥାଏ। ଆପଣ କୋଷ୍ଠକାଠିନ୍ୟ ସମସ୍ୟା ସହ ଜଡିତ କି ? ଯଦି ହଁ, ତେବେ ନିୟମିତ ଉଷୁମ ପାଣି ପିଇଲେ ଏପରି ସମସ୍ୟା ଅନେକାଂଶରେ ସମାଧାନ ହୋଇଥାଏ। ଏହା ମଧ୍ୟ ଖାଦ୍ୟକୁ ହଜମ କରିବାରେ ସାହାଯ୍ୟ କରେ। ଏହାର ଆଉ ଏକ ଉପକାରୀ ଗୁଣ ରହିଛି। କୋଲେଷ୍ଟରଲଜନିତ ସମସ୍ୟା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ନିୟମିତ ଉଷୁମ ପାଣି ପିଇଲେ କୋଲେଷ୍ଟରଲ ପରିମାଣ ସନ୍ତୁଳିତ ରହିଥାଏ। ଉଷୁମ ପାଣି ପିଇଲେ ତାହା ଶରୀରର ରୋଗ ପ୍ରତିରୋଧକ ଶକ୍ତିକୁ ବୃଦ୍ଧି କରିଥାଏ। ଉଷୁମ ପାଣି ପିଇବା ଦ୍ୱାରା ମେଦବହୁଳତାକୁ କେତେକାଂଶରେ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସାଗୁ ଖେଚୁଡ଼ି

ଆବଶ୍ୟକ ସାମଗ୍ରୀ ସାଗୁ-୧କପ୍‌, ଆଳୁ-୧ଟି (ବଡ଼), ବାଦାମ- ୧କପ୍‌, କଞ୍ଚାଲଙ୍କା- ୨ଟି, ଘିଅ- ୨ ଚାମଚ, ଆବଶ୍ୟକ ଅନୁସାରେ ତେଲ ଏବଂ ଲୁଣ। ପ୍ରସ୍ତୁତି ପ୍ରଣାଳୀ...

ସାମାନ୍ୟ କଥାରେ ରାଗୁଛନ୍ତି କି? ଏହି ସହଜ ଉପାୟରେ ନିଜକୁ କରନ୍ତୁ ଶାନ୍ତ, ନଚେତ୍‌…

କ୍ରୋଧକୁ ଆୟତ୍ତ କରିବା ସାଧନା ଠାରୁ କିଛି କମ୍‌ ନୁହେଁ। କିଛି ଲୋକଙ୍କ ନାକ ଅଗରେ ରାଗ ଥାଏ। ଏହି ରାଗ  ବହୁତ କ୍ଷତିରେ ମଧ୍ୟ...

କରୋନାରୁ ସୁସ୍ଥ ହୋଇଛନ୍ତି କି.. ୭ ଦିନ ପର୍ଯ୍ୟନ୍ତ ଏସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ..

ଦେଶରେ କରୋନା ଭୂତାଣୁର ଦ୍ୱିତୀୟ ଲହର ଆରମ୍ଭ ହୋଇଛି। ଏଥିପ୍ରତି ଅଧିକ ସତର୍କ ରହିବା ଜରୁରୀ। ଶୀତଦିନ ପ୍ରାରମ୍ଭରେ ଥଣ୍ଡାଜ୍ୱରର ସମସ୍ୟା ସାଧାରଣ ହୋଇଥିବା ହେତୁ...

ସକାରାତ୍ମକ ମାନସିକତା ଓ ବିଶ୍ରାମ

ପ୍ରତିଦିନ ଆମେ ଅତିକମ୍‌ରେ ୬-୭ ଘଣ୍ଟା ଶୋଇବା ଆବଶ୍ୟକ। ଏଥିରେ ଅନିୟମିତତା ହେଲେ ତାହା ପରୋକ୍ଷରେ କେତେକ ରୋଗର କାରଣ ସାଜିଥାଏ। କେବଳ ସେତିକି ନୁହେଁ,...

ଛତାର କଥା

ଛତା! ସେ ରୋକି ନ ପାରେ ବର୍ଷା, କିନ୍ତୁ ଭିଜିବାକୁ ବି ଦିଏନା। ସେ କମ୍‌ ନ କରି ପାରେ ସୂର୍ଯ୍ୟର ଉତ୍ତାପ ହେଲେ ପ୍ରଦାନ...

ତମାଖୁ ସେବନଓ ଫୁସ୍‌ଫୁସ୍‌ ଧୂଆଁ

ଆମ ଶରୀରରେ ଫୁସ୍‌ଫୁସ୍‌ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥାଏ। ଏହା ରକ୍ତରେ ଥିବା ହିମୋଗ୍ଲୋବିନକୁ ଅମ୍ଳଜାନ ସଂଯୁକ୍ତ କରିଥାଏ- ଅର୍ଥାତ୍‌ ହୃଦ୍‌ଯନ୍ତ୍ରରୁ ଆସୁଥିବା ଅପରିଷ୍କାର ରକ୍ତ...

ପାଣି ପିଇବା ସମୟରେ ମାନନ୍ତୁ ଏହି ୫ଟି କଥା, ରହିବେ ସୁସ୍ଥ

ଜଣେ ବୟସ୍କ ବ୍ୟକ୍ତି ଦିନକୁ ଦୁଇରୁ ଅଢ଼େଇ ଲିଟର ପାଣି ପିଇଲେ ସୁସ୍ଥ ରହି ପାରିବେ। କିନ୍ତୁ ଏହି ପାଣି ପିଇବାରେ ମଧ୍ୟ କିଛି ନିୟମ...

ସୁସ୍ଥ କିଡନୀ ପାଇଁ ଖାଆନ୍ତୁ…

ବ୍ୟସ୍ତବହୁଳ ଜୀବନରେ ମଣିଷ ନିଜ ପାଇଁ ସମୟ ବାହର କରିବା କଷ୍ଟକର ହୋଇପଡ଼ୁଛି। ଖାଦ୍ୟ ଖାଇବାର ଅନିୟମିତତା ଯୋଗୁ ଶରୀରରେ ବିଭିନ୍ନ ପ୍ରକାର ରୋଗ ମାଡିବସୁଛି।...

Advertisement


Archives

Model This Week