Posted inଖେଳ

ଶତକ ନ ମାରି ବି କ୍ରିକେଟରେ ସର୍ବାଧିକ ରନ୍‌ କରିଛନ୍ତି ଏହି ଖେଳାଳି: ଆଜି ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୧।୧: କ୍ରିକେଟ ଇତିହାସରେ ଅନେକ ଖେଳାଳି ଏଭଳି ଅଛନ୍ତି ଯିଏ ନିଜର ଅଜବ ରେକର୍ଡକୁ ନେଇ ଆଜିବି ପରିଚିତ। ସେଭଳି ଜଣେ ହେଲେ ଅଷ୍ଟ୍ରେଲିଆର ଅଭିଜ୍ଞ ସେନ୍‌ ଓ୍ବାର୍ନ। ଉଇକେଟ ସହ ରନ୍‌ କରିବାକୁ ନେଇ ସେ ଚର୍ଚ୍ଚାରେ ରହୁଥିଲେ ହେଁ ଗୋଟିଏ ବି ଶତକ ମାରିନାହାନ୍ତି। ଏଣୁ ସେ ବିନା ଶତକରେ ଟେଷ୍ଟ କ୍ରିକେଟରେ ସର୍ବାଧିକ ରନ୍‌ କରିଥିବା ଖେଳାଳି ଭାବେ ବିବେଚିତ ହୋଇଥାନ୍ତି।

ଅଷ୍ଟ୍ରେଲିଆର ଏହି ପୂର୍ବତନ ମହାନ କ୍ରିକେଟର ଦଳ ପାଇଁ ୧୯୯୨ରୁ ୨୦୦୭ ଯାଏ କ୍ରିକେଟ ଖେଳିଥିଲେ। ଏହି ସମୟରେ ସୌ ୧୪୫ ଟେଷ୍ଟ ମ୍ୟାଚ୍‌ର ୧୯୯ ପାଳିରେ ୩୧୫୪ରନ୍‌ କରିଛନ୍ତି। ହେଲେ ସେଥିରେ ଗୋଟିଏ ମଧ୍ୟ ଶତକ ନାହିଁ। ଏକଦା ତାଙ୍କ ପାଖରେ ଶତକ ମାରିବାର ସୁଯୋଗ ଥିଲା। ହେଲେ ସେ ଗୋଟିଏ ରନ୍‌ ପଛରେ ରହିଗଲେ। ଏଣୁ ୯୯ ତାଙ୍କର ସର୍ବଶ୍ରେଷ୍ଟ ସ୍କୋର ଭାବେ ରହିଛି।

ଟେଷ୍ଟ କ୍ରିକେଟରେ ବିନା ଶତକ କରି ସର୍ବାଧିକ ରନ୍‌ କରିଥିବା ଟପ୍‌ ୫ ଖେଳାଳି:
ସେନ୍‌ ଓ୍ବାର୍ନ-୩୧୫୪ରନ୍‌
ଚେତନ ଚୌହାନ-୨୦୮୪ରନ୍‌
ନିରୋଶନ ଡିକବେଲା-୨୦୬୪ରନ୍‌
ଡିଏଲ୍‌ ମୁରେ-୧୯୯୩ରନ୍‌
ମାଲକମ୍‌ ମାର୍ଶଲ-୧୮୧୦ ରନ୍‌


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri