ଚେତାବନୀ ଦେଲେ ସଲମାନ

ବଲିଉଡ୍‌ର ଭାଇଜାନ ସଲମାନ ଖାନ ବହୁ ବର୍ଷ ହେବ ଫିଲ୍ମ ଇଣ୍ଡଷ୍ଟ୍ରିରେ ରାଜ୍‌ କରୁଛନ୍ତି। ନିକଟରେ ତାଙ୍କୁ ‘କିସି କା ଭାଇ କିସି କି ଜାନ’ ଫିଲ୍ମରେ ଦେଖିବାକୁ ମିଳିଥିଲା। କିନ୍ତୁ ଫିଲ୍ମଟି ବକ୍ସ ଅଫିସରେ ଫ୍ଲପ୍‌ ସାବ୍ୟସ୍ତ ହୋଇଥିଲା। ଆଜିକାଲି ସେ ତାଙ୍କର ଆଗାମୀ ଚଳଚ୍ଚିତ୍ର ଟାଇଗର-୩ ପାଇଁ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଫିଲ୍ମରେ କାଷ୍ଟିଂକୁ ନେଇ ସଲମାନ ଏକ ବିଜ୍ଞପ୍ତି ଜାରି କରି ଚେତାବନୀ ଦେଇଛନ୍ତି।
ସଲମାନ ଖାନ ସୋସିଆଲ ମିଡିଆରେ ସ୍ପଷ୍ଟ କରିଛନ୍ତି, ସେ କିମ୍ବା ତାଙ୍କ ପ୍ରଡକ୍ସନ କମ୍ପାନୀ ବର୍ତ୍ତମାନ କୌଣସି ଫିଲ୍ମ ପାଇଁ କାଷ୍ଟିଂ କରୁନାହାଁନ୍ତି। ଭବିଷ୍ୟତରେ କୌଣସି ଚଳଚ୍ଚିତ୍ର ପାଇଁ ଆମେ କୌଣସି କାଷ୍ଟିଂ ଏଜେଣ୍ଟଙ୍କୁ ନିଯୁକ୍ତି ଦେଇନାହୁଁ। ଦୟାକରି ଯଦି ଆପଣ କାଷ୍ଟିଂ ସମ୍ବନ୍ଧୀୟ କୌଣସି ମେଲ କିମ୍ବା ମେସେଜ୍‌ ପାଆନ୍ତି। ତେବେ ଏହାକୁ ବିଶ୍ୱାସ କରନ୍ତୁ ନାହଁି। ଯଦି ସଲମାନ ଖାନ ଏବଂ ସଲମାନ ଖାନ ଫିଲ୍ମର ନାମକୁ ଭୁଲ ଉପାୟରେ ବ୍ୟବହାର କରୁଥିବା ଦେଖିବାକୁ ମିଳେ, ତା’ହେଲେ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
୨୦୨୦ ପୂର୍ବରୁ ମଧ୍ୟ ଗୁଜବ ଥିଲା ଯେ, ସଲମାନ ତାଙ୍କ ଫିଲ୍ମ ପାଇଁ କାଷ୍ଟ କରୁଛନ୍ତି ଏବଂ କାଷ୍ଟିଂ ଏଜେଣ୍ଟ ନିଯୁକ୍ତ କରିଛନ୍ତି। ସେତେବେଳେ ସଲମାନ ଖାନ ମଧ୍ୟ ଏହି ସବୁ ଖବରକୁ ଗୁଜବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri