Posted inଖେଳ

ଦିନିକିଆରେ କେବେ ଯାଏ ଖେଳିବେ ଓ୍ବାର୍ନର, ନିଜେ କହିଲେ ଭବିଷ୍ୟତ ଯୋଜନା…

ନୂଆଦିଲ୍ଲୀ,୧୬।୧୧: ଆସନ୍ତା ବର୍ଷ ଜାନୁୟାରୀରେ ପାକିସ୍ତାନ ବିପକ୍ଷରେ ଖେଳାଯିବାକୁ ଥିବା ଘରୋଇ ସିରିଜ୍‌ ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌ ଡେଭିଡ ଓ୍ବାର୍ନରଙ୍କ ଅନ୍ତିମ ସିରିଜ ହେବ। ଏନେଇ ସେ ପୂର୍ବରୁ ଘୋଷଣା କରିଛନ୍ତି। ଏବେ ସେ ଧଳା ବଲ କ୍ରିକେଟ ଖେଳୁଛନ୍ତି। ହେଲେ ୨୦୨୪ରେ ସେ ବୋର୍ଡ ସହ ଚୁକ୍ତି ସ୍ବୀକାର କରି ନ ପାରନ୍ତି ବୋଲି ଏକ ସାକ୍ଷାତକାରରେ କହିଛନ୍ତି।

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଗୁରୁବାର ତୃତୀୟ ବିଶ୍ୱକପ ସେମିଫାଇନାଲ ଖେଳିବାକୁ ଯାଉଥିବା ୩୭ ବର୍ଷୀୟ ଓ୍ବାର୍ନର କହିଛନ୍ତି, ସେ ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜରେ ଆସନ୍ତା ବର୍ଷ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଏବଂ ପାକିସ୍ତାନରେ ୨୦୨୫ ଚାମ୍ପିୟନ୍ସ ଟ୍ରଫି ପର୍ଯ୍ୟନ୍ତ ସେ ଧଳାବଲ କ୍ରିକେଟ ଖେଳିବାକୁ ଚାହୁଁଛନ୍ତି। ଟି୨୦ ବିଶ୍ୱକପ୍‌ ଖେଳିବା ମୋର ଲକ୍ଷ୍ୟ। ତା ପରେ ଧଳା ବଲ ଖେଳିବି କି ନାହଁି ତାହା ସ୍ଥିର କରିବି। ଏବେ ସେ ଫିଟ୍‌ ଅଛନ୍ତି ଏବଂ ଫୁର୍ତ୍ତିର ସହ ଖେଳି ପାରୁଛନ୍ତି। ହେଲେ ବୋର୍ଡ ସହ ଚୁକ୍ତିରେ ସେ ରହିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri