Posted inଖେଳ

ଓ୍ବାର୍ନରଙ୍କ ଝିଅଙ୍କୁ ଖାସ୍‌ ଉପହାର ଦେଲେ ବିରାଟ

ସିଡନୀ,୩୧।୧: ଅଷ୍ଟ୍ରେଲିଆ ଓପନର୍‌ ଡେଭିଡ୍‌ ଓ୍ବାର୍ନରଙ୍କ ଝିଅ ଇଣ୍ଡି ଭାରତୀୟ ଅଧୀନାୟକଙ୍କ ବଡ଼ ପ୍ରଶଂସକ। ଏହାକୁ ନେଇ ତାଙ୍କୁ ବିରାଟଙ୍କଠାରୁ ଏକ ଖାସ ଉପହାର ମିଳିଛି। ସେ ବି ବିରାଟଙ୍କ ଅଟୋଗ୍ରାଫ ଥିବା ଜର୍ସି। ଓ୍ବାର୍ନର ନିଜର ସୋସିଆଲ ମିଡିଆରେ ଝିଅଙ୍କ ଫଟୋ ଶେୟାର କରି ଏହା ଜଣାଇଛନ୍ତି। ଫଟୋରେ ଇଣ୍ଡି ବିରାଟ ଦେଇଥିବା ଜର୍ସି ପିନ୍ଧିଥିବା ନଜର ଆସୁଛି।

ଇନ୍‌ଷ୍ଟାଗ୍ରାମ୍‌ ପୋଷ୍ଟରେ ଓ୍ବାର୍ନର ଲେଖିଛନ୍ତି, ମୁଁ ଜାଣେ ଆମେ ସିରିଜ୍‌ ହାରି ଯାଇଛି। ହେଲେ ଆମ ସମ୍ମୁଖରେ ଗୋଟିଏ ଝିଅ ବେଶ ଖୁସି ଅଛି। ବିରାଟ ଆପଣଙ୍କୁ ଖେଳୁଥିବା ଜର୍ସି ପାଇଁ ଧନ୍ୟବାଦ। ଇଣ୍ଡିକୁ ଏହା ବହୁତ ପସନ୍ଦ ଆସିଲା। ବାପା, ଆରୋନ୍‌ ଫିଞ୍ଚଙ୍କ ଛଡ଼ା କୋହଲିଙ୍କୁ ବହୁତ ପସନ୍ଦ କରନ୍ତି ଇଣ୍ଡି। ସେ ତାଙ୍କ ଭଳି ହେବାକୁ ଚାହୁଁଛନ୍ତି। ତେବେ ଓ୍ବାର୍ନରଙ୍କ ଏହି ଫଟୋ ଏବେ ବେଶ୍‌ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାହାନେଙ୍କ ନେତୃତ୍ୱକୁ ନେଇ ଏମିତି କହିଦେଲେ ବିରାଟ କୋହଲି

ମେଲବୋର୍ନ,୨୯।୧୨: ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ମ୍ୟାଚ୍‌ରେ ଭାରତୀୟ ଦଳ ୮ ଉଇକେଟ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଫଳରେ ସିରିଜ୍‌ ୧-୧ ବରାବର ରହିଛି। ବିରାଟ କୋହଲିଙ୍କ...

କୋଭିଡ୍‌-୧୯ ପ୍ରଭାବିତ ଦଳକୁ ଆର୍ଥିକ ସହାୟତା ଦେବ ଇଂଲିଶ ଫୁଟବଲ ଲିଗ୍‌

ଲଣ୍ଡନ, ୨୦।୩(ଏପି)- କୋଭିଡ-୧୯ ଦ୍ୱାରା ପ୍ରଭାବିତ କ୍ଲବଗୁଡ଼ିକ ପାଇଁ ଇଂଲିଶ ଫୁଟବଲ ଲିଗ୍‌ ୫୦ ନିୟୁତ ପାଉଣ୍ଡ୍ସର ଆର୍ଥିକ ସହାୟତା ଘୋଷଣା କରିଛି। ଏହା ଭାରତୀୟ...

ପ୍ରଥମ ଦିନିକିଆ: ଓ୍ବେଷ୍ଟଇଣ୍ଡିଜର ସହଜ ବିଜୟ

ଲକ୍ଷ୍ନୌ,୭।୧୧- ଏଠାରେ ବୁଧବାର ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ୍‌ ୨୧ଟି ବଲ ବାକି ରଖି ୭ ଉଇକେଟରେ ଅତି ସହଜରେ...

କ୍ରିକେଟର ସ୍ତ୍ରୀଙ୍କୁ ଧମକ ଦେବା ପଡିଲା ମହଙ୍ଗା

କୋଲକାତା,୨୬।୧୦: ଭାରତୀୟ ଦଳର ପେସର ମହମ୍ମଦ ଶାମିଙ୍କ ସ୍ତ୍ରୀ ହସିନ ଜାହାନଙ୍କୁ ଧମକ ଅଭିଯୋଗରେ କୋଲକାତା ପୋଲିସ ବୁଧବାର ୨୫ ବର୍ଷ ଯୁବକଙ୍କୁ ଗିରଫ କରିଛି।...

ଭାରତୀୟ ଜୁନିୟର ହକି ଦଳର କୋଚ୍‌ ଦୌଡ଼ରେ ହରେନ୍ଦ୍ର

ନୂଆଦିଲ୍ଲୀ,୨୯।୭- ହକି ଇଣ୍ଡିଆ (ଏଚ୍‌ଆଇ) ଭାରତୀୟ ଜୁନିୟର ହକି ଦଳର କୋଚ୍‌ ପଦ ଲାଗି ଆବେଦନ ତାରିଖ ଘୁଞ୍ଚାଇବା ପରେ ହରେନ୍ଦ୍ର ସିଂ ଦୌଡ଼ରେ ସାମିଲ...

ଅକ୍ଟୋବର ୨୦ରୁ ଇଣ୍ଡିଆନ ବକ୍ସିଂ ଲିଗ୍‌

ନୂଆଦିଲ୍ଲୀ,୨୭।୭(ପି.ଟି.)- ପ୍ରଥମଥର ପାଇଁ ଇଣ୍ଡିଆନ ବକ୍ସିଂ ଲିଗ୍‌ ଆୟୋଜନ ହେବାକୁ ଯାଉଛି। ଅକ୍ଟୋବର ୨୦ରୁ ଆରମ୍ଭ ହୋଇ ଏହି ଲିଗ୍‌ ନଭେମ୍ବର ୯ ତାରିଖରେ ଶେଷ...

୬୦ବର୍ଷ ହେଲେ ଖେଳ ଛାଡ଼ିବେ ମିଉରା

ଟୋକିଓ, ୧୪ା୧ (ଏଏଫ୍‌ପି)- ଜାପାନର ପୂର୍ବତନ ଷ୍ଟ୍ରାଇକର କାଜୁୟୋଶି ମିଉରା ଆସନ୍ତା ମାସରେ ୫୩ ବର୍ଷରେ ପଦାର୍ପଣ କରିବେ। ବିଶ୍ୱର ଏହି ସବୁଠାରୁ ବୟସ୍କ ପ୍ରଫେସନାଲ...

ଦମ୍‌ଦାର ବ୍ୟାଟିଂକୁ ନେଇ ହୃଦୟ ଜିତିଲେ ଏହି ଭାରତୀୟ କ୍ରିକେଟର; କ୍ୟାରିୟରର ଦ୍ୱିତୀୟ ଟେଷ୍ଟରେ..

ସିଡନୀ,୮।୧: ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ପ୍ରଶଂସନୀୟ ପାଳି ଖେଳିଛନ୍ତି ଯୁବ କ୍ରିକେଟର ଶୁଭମନ ଗିଲ। ନିଜ କ୍ୟାରିୟରର ଦ୍ୱିତୀୟ ଟେଷ୍ଟରେ ଶୁକ୍ରବାର ସେ...

Advertisement


Archives

Model This Week

Why Dharitri