ଆଇପିଏଲ ଦର୍ଶକଙ୍କୁ ଚେତାବନୀ: ଷ୍ଟାଡିୟମକୁ ସିଏଏ-ଏନଆରସି ବ୍ୟାନର ନେଲେ ହେବ ଦୃଢ଼କାର୍ଯ୍ୟାନୁଷ୍ଠାନ…

ନୂଆଦିଲ୍ଲୀ,୩।୪ : ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ (ଆଇପିଏଲ ୨୦୨୩) ମ୍ୟାଚ ଦେଖିବାକୁ ଆସୁଥିବା ଦର୍ଶକଙ୍କ ପାଇଁ ଏକ ସ୍ବତନ୍ତ୍ର ଆଡଭାଇଜରୀ ଜାରି କରାଯାଇଛି। ଏହା ଅନୁଯାୟୀ, ଦିଲ୍ଲୀ, ମୋହାଲି, ହାଇଦ୍ରାବାଦ ଏବଂ ଅହମଦାବାଦରେ ଆଇପିଏଲ ମ୍ୟାଚ ସମୟରେ ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ) ଏବଂ ନ୍ୟାଶନାଲ ରେଜିଷ୍ଟର ଅଫ ସିଟିଜେନ୍ସ (ଏନଆରସି) ବିରୋଧରେ ବ୍ୟାନର ନେବାକୁ ସେମାନଙ୍କୁ ଅନୁମତି ଦିଆଯିବ ନାହିଁ। ଏହାର ଉଲ୍ଲଂଘନକଲେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଚେନ୍ନାଇ ସୁପର କିଙ୍ଗ୍ସ, ଦିଲ୍ଲୀ ରାଜଧାନୀ, ଗୁଜରାଟ ଟାଇଟାନ୍ସ, ଲକ୍ଷ୍ନୌସୁପର ଜ୍ୟାଣ୍ଟସ, ସନରାଇଜର୍ସ ହାଇଦ୍ରାବାଦ, ରାଜସ୍ଥାନ ରୟାଲ୍ସ ଏବଂ ପଞ୍ଜାବ କିଙ୍ଗ୍ସର ଟିକେଟ ପାର୍ଟନର ‘ପେଟିଏମ ଇନସାଇଡର୍‌’ କିଛି ’ନିଷିଦ୍ଧ ସାମଗ୍ରୀର ତାଲିକା ପ୍ରକାଶ କରିଛି। ସେଥିମଧ୍ୟରେ ସିଏଏ ଏବଂ ଏନଆରସି ବ୍ୟାନର ଅଛି।

 

ସାଧାରଣତଃ ବିସିସିଆଇ (ଇଣ୍ଡିଆନ କ୍ରିକେଟ ବୋର୍ଡ) ସହିତ ପରାମର୍ଶ କରିବା ପରେ ଏହା କରାଯାଇଥାଏ। କାରଣ କ୍ରୀଡା ଇଭେଣ୍ଟ କୌଣସି ସମ୍ବେଦନଶୀଳ ରାଜନୈତିକ କିମ୍ବା ନୀତିଗତ ପ୍ରସଙ୍ଗର ପ୍ରୋତ୍ସାହନ ପାଇଁ ଅନୁମତି ଦେଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri