ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’: ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର,୧।୮(ବ୍ୟୁରୋ): ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’ ମାମଲା। ଯାହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏଥିପାଇଁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର। ସେ କହିଛନ୍ତି, ମିଳିମିଳା ଓ ହାଡଫୁଟିଠାରୁ ମଙ୍କିପକ୍ସର ସଂକ୍ରମଣ କ୍ଷମତା ବହୁତ କମ୍‌। ବିଶ୍ୱରେ ପାଖାପାଖି ୨୧ ହଜାର ମାମଲା ଚିହ୍ନଟ ହେଲେଣି। ଏଥିସହ ଆଫ୍ରିକା ଓ ୟୁରୋପ ମହାଦେଶରେ ଅଧିକ ସଂକ୍ରମଣ ରହିଛି। ଭାରତରେ ବର୍ତ୍ତମାନ ସୁଦ୍ଧା ୪ଟି ମାମଲା ସାମ୍ନାକୁ ଆସିଛି ଏବଂ ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ମୃତ୍ୟୁ ହାର ମାତ୍ର ୧ରୁ ୧୦ ପ୍ରତିଶତ ଭିତରେ ରହୁଛି। ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବା ଦ୍ୱାରା ଏହା ବ୍ୟାପିଥାଏ। ତେବେ ସର୍ତକତା ସହ ରହିବା ପାଇଁ
ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗରି, ରାୟଗଡ଼ା, ପୁରୀ, ଜଗତ୍‌ସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲାର କେତେକ...

ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବୁଧବାର ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ପାଠପଢ଼ାରେ ଏକ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି ହେବ ବୋଲି...

ଅର୍ଥାଭାବରୁ ହୋଇପାରୁନାହିଁ ପିଣ୍ଟୁ ନନ୍ଦଙ୍କ ଅପରେଶନ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ ଲିଭରଜନିତ ରୋଗରେ ପୀଡ଼ିତ ହୋଇ ଦିଲ୍ଲୀସ୍ଥିତ ଆଇଏଲ୍‌ବିଏସ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କର ଅପରେଶନ ହୋଇପାରିନାହିଁ।...

୩ ଘଣ୍ଟା ବର୍ଷାରେ ଜଳାର୍ଣ୍ଣବ ଭୁବନେଶ୍ୱର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ହେଲେ ଶନିବାର ରାଜଧାନୀ ଭୁବନେଶ୍ୱରରେ ଅପରାହ୍ନ ୧ଟାଠାରୁ ୪ଟା ପର୍ଯ୍ୟନ୍ତ...

ନୂଆ ରୂପ ପାଇବ ଇନ୍‌ଫୋଭ୍ୟାଲି

ଭୁବନେଶ୍ୱର,୨୫।୭(ବ୍ୟୁରୋ): ନୂଆ ରୂପ ପାଇବ ଇନ୍‌ଫୋଭ୍ୟାଲି। ଓ୍ବେବ୍‌ ଡେଭଲପ୍‌ମେଣ୍ଟ ଏବଂ ଡିଜିଟାଲ ମାର୍କେଟିଂ କ୍ଷେତ୍ରରେ କାର୍ଯ୍ୟ କରୁଥିବା କମ୍ପାନୀଗୁଡିକ ପାଇଁ ଭୁବନେଶ୍ୱର ଏବେ ପ୍ରଥମ ପସନ୍ଦ...

ବ୍ୟାନର ପାଇଁ ଗଲା ଛାତ୍ରଙ୍କ ଜୀବନ

ବଡ଼ବିଲ, ୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଆଇଟିଆଇରେ ଏକ ବ୍ୟାନର ବାନ୍ଧିବା ବେଳେ ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି।...

ରାସ୍ତା ଭାଙ୍ଗି ଅଡ଼ୁଆରେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌

ଯାଜପୁର ଅଫିସ,୧୨ା୧୧: ଗ୍ରାମ୍ୟ ନିର୍ମାଣ ବିଭାଗ ଅଧୀନ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା (ଏମ୍‌ଏମ୍‌ଏସ୍‌ୱାଇ) କ୍ଷେତ୍ରରେ ଯାଜପୁର ଜିଲାରେ ଏକ ଅଜବ ଘଟଣା ଘଟିଛି। ପଞ୍ଚାୟତିରାଜ ବିଭାଗର...

ପାର୍କିଂସ୍ଥଳର ଅପବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ଦିନକୁ ଦିନ ଯାନବାହାନ ସଂଖ୍ୟା ବଢ଼ୁଥିବାବେଳେ ଟ୍ରାଫିକ ସମସ୍ୟା ଅଣାୟତ୍ତ ହେଉଛି। କେଉଁ କାରଣରୁ ଟ୍ରାଫିକ ସମସ୍ୟା ଅଧିକ ହେଉଛି,...

Advertisement
Archives

Model This Week