ଯୁଦ୍ଧ ବିମାନ ଦୁର୍ଘଟଣା: ୭ ଯବାନ ମୃତ

ଆବୁଜା,୨୧।୨: ନାଇଜେରିଆର ରାଜଧାନୀ ଆବୁଜା ନିକଟରେ ରବିବାର ଏକ ଯୁଦ୍ଧ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୭ଜଣ ଯବାନଙ୍କ ମୃତ୍ୟୁ ଘଟିଥିବା ବାୟୁସେନା ମୁଖପାତ୍ର କହିଛନ୍ତି। ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ପାଇଲଟ ଇଞ୍ଜିନରେ ତ୍ରୁଟି ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ବାୟୁସେନା ମୁଖପାତ୍ର ଇବିକ୍ୟୁନଲେ ଡାରାମୋଲା ଏକ ବିବୃତ୍ତିରେ କହିଛନ୍ତି ଯେ, ନାଇଜେରିଆ ବାୟୁସେନା (ଏନ୍‌ଏଏଫ୍‌) ବିଚ୍ରାଫ୍ଟକିଂ ଏୟାର ବି-୩୫୦ଆଇ ଯୁଦ୍ଧ ବିମାନ ଆବୁଜା ବିମାନ ବନ୍ଦରକୁ ଫେରୁଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଘଟଣାର ତଦନ୍ତ ଚାଲିଥିବା ବାୟୁସେନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri