Odisha Elections 2024

ଜୟାପ୍ରଦାଙ୍କ ନାଁରେ ଓ୍ବାରେଣ୍ଟ ଜାରି

ଲକ୍ଷ୍ନୌ,୨୨।୯: ଉତ୍ତରପ୍ରଦେଶର ମୁରାଦାବାଦର ସ୍ବତନ୍ତ୍ର ଏମପି ଏମଏଲଏ କୋର୍ଟ ଜୟପ୍ରଦାଙ୍କ ବିରୋଧରେ ଜାମିନ ଆବେଦନ ଓ୍ବାଣେଣ୍ଟ ଜାରି କରିଛନ୍ତି। ଅକ୍ଟୋବର ୪ ରେ କୋର୍ଟରେ ହାଜର ହେବା ଏବଂ ଅଶ୍ଳୀଳ ମନ୍ତବ୍ୟ ମାମଲାରେ ତାଙ୍କ ବୟାନ ରେକର୍ଡ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅକ୍ଟୋବର ୪ ରେ କୋର୍ଟରେ ହାଜର ହେବା ଏବଂ ଅଶ୍ଳୀଳ ମନ୍ତବ୍ୟ ମାମଲାରେ ତାଙ୍କ ବୟାନ ରେକର୍ଡ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୯ ଲୋକ ସଭା ନିର୍ବାଚନ ପରେ ପୂର୍ବତନ ରାମପୁର ଏମପି ତଥା ଏସପି ନେତା ଆଜମ ଖାଁ ମୁରଦାବାଦ କଟଘରରେ ଜୟା ପ୍ରଦାଙ୍କ ବିଷୟରେ ଅଶ୍ଳୀଳ ମନ୍ତବ୍ୟ ଦେଇଥିଲେ। ଯେଉଁ ମାମଲାରେ ଜୟାପ୍ରଦା କୋର୍ଟରେ ହାଜର ହୋଇ ତାଙ୍କ ବୟାନ ରେକର୍ଡ କରିବାର ଥିଲା। ହେଲେ ସେ କୋର୍ଟରେ ହାଜର ନ ହେବାରୁ ଜୟାପ୍ରଦାଙ୍କ ବିରୋଧରେ ୱାରେଣ୍ଟ ଜାରି କରାଯାଇଛି।
ସୂଚନାଯୋଗ୍ୟ, ୨୦୧୯ ଲୋକ ସଭା ନିର୍ବାଚନ ପରେ, ଏସପି କର୍ମୀମାନେ ମୁରଦାବାଦର କାଟଗର ପୋଲିସ ଷ୍ଟେଶନ ପରିସରରେ ମୁସଲିମ ଡିଗ୍ରୀ କଲେଜରେ ଏକ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ଯେଉଁଥିରେ ପୂର୍ବତନ ରାମପୁର ଏମପି ତଥା ଏସପି ନେତା ଆଜାମ ଖାନ, ତାଙ୍କ ପୁଅ ଅବଦୁଲ୍ଲା ଆଜାମ ଏବଂ ମୁରଦାବାଦ ଏସପି ଏମପି ଡକ୍ଟର ଏସଟି ହାସନ ଏବଂ ଅନ୍ୟାନ୍ୟ ଏସପି ନେତା ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ବତନ ଏମପି ତଥା ଅଭିନେତ୍ରୀ ଜୟାପ୍ରଦାଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଦିଆଯାଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ସାବ୍ୟସ୍ତ କଲେ ଅକ୍ଷୟ କୁମାର, କହିଲେ…

ମୁମ୍ବାଇ,୨୦ା୫: ସୋମବାର ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ୨୦୨୪ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ପଞ୍ଚମ...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି...

ପ୍ରଧାନମନ୍ତ୍ରୀ ମୋଦି ବହୁତ ପାଓ୍ବାରଫୁଲ, ହେଲେ…: ଜେଲର କଥା ଉଠାଇ ମୋଦିଙ୍କୁ ଟାର୍ଗେଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୫: ଜାମିନରେ ଆସିବା ପରଠାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାଜପାଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ରମାଗତ ଟାର୍ଗେଟ କରୁଛନ୍ତି। କେଜରିୱାଲ ଦାବି କରିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri