ୱାରେଣ୍ଟିଙ୍କୁ କୋର୍ଟଚାଲାଣ

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର କୁକୁଡ଼ାଖଣ୍ଡି ବ୍ଲକ ବଣିଆମାରି ଗ୍ରାମର ବିପ୍ର ମଲ୍ଲିକଙ୍କୁ କୋର୍ଟ ୱାରେଣ୍ଟ ବଳରେ ଗିରଫ କରି ବ୍ରହ୍ମପୁର ଜିଲା ଜଜ କୋର୍ଟକୁ ଚାଲାଣ କରିଛନ୍ତି। ଜିଲା ଜଜ କୋର୍ଟରେ ବିପ୍ର ହାଜର ହେଉନଥିବା ରୁ ମାମଲା ଏସ.ଟି ନଂ.୨୮୧/୨୩ ଅନୁଯାୟୀ ଜାମିନ ବିହୀନ ଗିରଫ ପରୱାନା ଜାରି କରାଯାଇଥିଲା।

Dharitri – Odisha’s No.1 Odia Daily

Share