ଘର ସଜାଉଥିଲେ…

ଆପଣ ନିଜ ଘରର ମେକ୍‌ଓଭର କରିବାକୁ ଚାହୁଁଥିଲେ ଓ୍ବାଲ୍‌ପେପର ଭଲ ଅପ୍‌ସନ ହୋଇଥାଏ। ଏହା ଓ୍ବାଲ୍‌ର କଲର ବଦଳାଇବା ସହ ଘରର ଲୁକ୍‌କୁ ଡିଫରେଣ୍ଟ କରିଥାଏ। ଓ୍ବାଲ୍‌ ଡେକର ଦେବାକୁ ଚାହୁଁଥିଲେ ଓ୍ବାଲ୍‌ପେପର ବ୍ୟବହାର କରିପାରିବେ। ଏହାଦ୍ୱାରା ଆପଣ ନିଜ ଘରକୁ ୟୁନିକ୍‌ ଲୁକ୍‌ ଦେଇ ସୁନ୍ଦର କରିପାରିବେ। ଆସନ୍ତୁ, ଜାଣିବା କିପରି….
ଏମିତିରେ ଦେଖିବାକୁ ଗଲେ ବଜାରରେ ବିଭିନ୍ନ ପ୍ରକାର ଓ୍ବାଲ୍‌ପେପର ଉପଲବ୍ଧ। କିନ୍ତୁ ରୁମ୍‌ର ଆକର ଏବଂ ନିଜ ପସନ୍ଦକୁ ନଜରରେ ରଖି ଓ୍ବାଲ୍‌ପେପର ଚୟନ କରନ୍ତୁ। ଏପରି କରିବା ଦ୍ୱାରା ଆପଣ ଘରକୁ କଣ୍ଟେମ୍ପରାରି ଡିଜାଇନର ଲୁକ୍‌ ଦେବା ସହିତ ଟଙ୍କା ମଧ୍ୟ ବଞ୍ଚାଇପାରିବେ।
ଆଜିକାଲିର ଜେନେରେଶନ ଧ୍ୟାନରେ ରଖି ଏପରି ଓ୍ବାଲ୍‌ପେପର ଲଞ୍ଚ କରାଯାଇଛି। ଏହାର ମେଟାଲିକ୍‌ କଲର ଇଫେକ୍ଟ ସମସ୍ତଙ୍କୁ ବହୁତ ପସନ୍ଦ ଆସିଥାଏ। ଆପଣ ଯେଉଁ ଓ୍ବାଲ୍‌ପେପର ବ୍ୟବହାର କରୁଛନ୍ତି ତାହା ଯେମିତି ଓ୍ବାସେବଲ ହେବା ଆବଶ୍ୟକ। ଓ୍ବାସେବଲ ଓ୍ବାଲ୍‌ପେପର ଅଧିକ ଦିନ ପର୍ଯ୍ୟନ୍ତ ସୁନ୍ଦର ଦେଖାଯାଇଥାଏ। କୌଣସି ଶାମ୍ପୋ ପାଣି ଏବଂ କପଡ଼ା ସାହାଯ୍ୟରେ ଏହାକୁ ସଫା କରାଯାଇଥାଏ। କିଚେନ୍‌, ବାଥରୁମ୍‌ ଭଳି ସ୍ଥାନ ଓଦାଳିଆ ରହିଥାଏ। ଏହା ସହ କାନ୍ଥରେ ପାଣି, ବାମ୍ପ, ଅନ୍ୟ ତେଲ ଲାଗିବା ଦ୍ୱାରା ଏହା ତେଲିଆ ହେବା ଆଶଙ୍କା ଥାଏ। ଏଥିପାଇଁ ଏଠାରେ ଓ୍ବାସେବଲ ଓ୍ବାଲ୍‌ପେପରର ବ୍ୟବହାର କରିବା ଦ୍ୱାରା ଏହାକୁ ସହଜରେ ଧୁଆଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ…

ଏପ୍ରିଲ ୨୦୨୭ ଯାଏଁ ରାହୁଙ୍କ କୃପା! ୩ ରାଶିଙ୍କୁ ମିଳିବ ପ୍ରଚୁର ଟଙ୍କା, ଚମକିବ କ୍ୟାରିୟର

ଛାୟା ଗ୍ରହ ରାହୁ ଏହି ସମୟରେ ଧନିଷ୍ଠା ନକ୍ଷତ୍ରରେ ବିରାଜମାନ ଅଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଧନିଷ୍ଠା ନକ୍ଷତ୍ରକୁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ, କାରଣ ଏହା…

୨୦୨୭ରେ ଏହି ୪ ରାଶି ଉପରେ ଶନିଙ୍କ କୋପଦୃଷ୍ଟି! ମେଷ-ମୀନ ସମେତ ଏମାନଙ୍କ ବଢ଼ିବ ଅଡୁଆ, ପାଦେ ପାଦେ ବିପଦ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବ ଏବଂ ତାଙ୍କର ପ୍ରଭାବକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଧରାଯାଏ। ତାଙ୍କୁ କର୍ମଫଳଦାତା କୁହାଯାଏ ଏବଂ ତାଙ୍କର ସ୍ଥିତିର ପ୍ରଭାବ ବ୍ୟକ୍ତିର ବ୍ୟକ୍ତିଗତ ଜୀବନଠାରୁ…

ଗଣେଶ ପୂଜାଠାରୁ ୫ ରାଶିର ଆରମ୍ଭ ହେବ ଗୋଲଡେନ୍‌ ସମୟ, ଏହି ୭ ରାଶି ପାଇଁ ଖରାପ! ଜାଣନ୍ତୁ ସାପ୍ତାହିକ ରାଶିଫଳ

ଆରମ୍ଭ ହେବାକୁ ଯାଉଛି ନୂଆ ସପ୍ତାହ। ଆସନ୍ତା ୧୪ରୁ ୨୦ ସେପ୍ଟେମ୍ବର ୨୦୨୬ ମଧ୍ୟରେ ଗ୍ରହ-ନକ୍ଷତ୍ରଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ଉପରେ ପଡ଼ିପାରେ। ସପ୍ତାହର ଆରମ୍ଭରେ…

କର୍କଟ ସମେତ ଏହି ରାଶିଙ୍କୁ ଟେନ୍‌ସନ ଦେବେ ମଙ୍ଗଳ: ସମ୍ପର୍କରେ ପଡ଼ିବ ଭଟ୍ଟା! ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳଙ୍କୁ ଗ୍ରହମାନଙ୍କ ସେନାପତି ବୋଲି କୁହାଯାଏ। ସାହସ, ଶକ୍ତି, ଉତ୍ସାହ, କ୍ରୋଧ ଓ ଆକ୍ରମଣାତ୍ମକତାର କାରକ ଭାବେ ମଙ୍ଗଳଙ୍କୁ ବିବେଚନା କରାଯାଏ। ମଙ୍ଗଳ…

ସାବଧାନ! ୩ ରାଶିରେ ଆଜି ଲାଗିବ ଗ୍ରହଣ; ହାତରୁ ପଳାଇବ ଟଙ୍କା, ପାଖଲୋକ ଦେବେ ଧୋକା

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ କିମ୍ୱା ଚନ୍ଦ୍ରଙ୍କ ସହିତ ରାହୁ କିମ୍ୱା କେତୁଙ୍କ ଯୁତି (ସଂଯୋଗ) ହେଲେ ଗ୍ରହଣ ଯୋଗ ସୃଷ୍ଟି ହୁଏ। ବର୍ତ୍ତମାନ ସୂର୍ଯ୍ୟ,…

କନ୍ୟା ରାଶିରେ ବୁଧ-ଚନ୍ଦ୍ରଙ୍କ ଏଣ୍ଟ୍ରି: ଆର୍ଥିକ ସମସ୍ୟାରେ ବୁଡିରହିବେ ୩ ରାଶି, ପାଖରୁ ପଳାଇବ ସବୁ ଧନ!

ଭୁବନେଶ୍ୱର: ସେପ୍ଟେମ୍ବର ୧୧ ସନ୍ଧ୍ୟାରେ ଚନ୍ଦ୍ରମା ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶିରେ ପୂର୍ବରୁ ଅବସ୍ଥାନ କରୁଥିବା ବୁଧ ଗ୍ରହଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?