ଟାଟୁ କରୁଥିଲେ…

କେବଳ ହାତ, ପିଠି କିମ୍ବା ଗୋଡ଼ରେ ନୁହେଁ; ଶରୀରର ବିଭିନ୍ନ ଅଂଶ ଏମିତିକି ଆଖିରେ ବି ଟାଟୁ କରିବାକୁ ପଛାଉ ନାହାନ୍ତି ଯୁବପିଢ଼ି। ହେଲେ କୌଣସି ଟାଟୁ ପାର୍ଲରରେ, ବାରମ୍ବାର ବ୍ୟବହାର ହେଉଥିବା ଛୁଞ୍ଚତ୍ ଏବଂ କେମିକାଲ ରଙ୍ଗ ବ୍ୟବହାର କରି ଟାଟୁ କରାଇବା ଦ୍ୱାରା କେତେକଙ୍କଠାରେ ଲାଲ ପଡ଼ି ଫଳିଯିବା, ଫୁଲିବା ଭଳି ସମସ୍ୟ ଉପୁଜୁଛି। ବେଳେବେଳେ ଉକ୍ତ ସ୍ଥାନରେ ବ୍ୟାକ୍ଟେରିଆଲ୍‌ ଇନ୍‌ଫେକ୍ସନ୍‌ ବି ହେଉଥିବା ଦେଖିବାକ ମିଳୁଛି।
ପାର୍ଲରରେ ଟାଟୁ କରିବା ଲାଗି ବ୍ୟବହାର ହେଉଥିବା ଛୁଞ୍ଚତ୍, ପଞ୍ଚତ୍ଂ ଗନ୍‌ ଏବଂ ଅନ୍ୟାନ୍ୟ ସାମଗ୍ରୀ ଅନେକଙ୍କଠାରେ ବ୍ୟବହାର କରାଯାଇଥାଏ। ଏହାକୁ ଭଲ ଭାବେ ଜୀବାଣୁମୁକ୍ତ କରା ନ ଯାଇଥିବାରୁ ଏଚ୍‌ଆଇଭି, ହେପାଟାଇଟିସ୍‌ ଭଳି ରୋଗ ସଂକ୍ରମଣର ଆଶଙ୍କା ବଢ଼ିଥାଏ।
ଟାଟୁ କରିବା ଦ୍ୱାରା କେତେକଙ୍କଠାରେ କ୍ୟାନ୍‌ସର ଭଳି ମାରାତ୍ମକ ରୋଗ ବି ସୃଷ୍ଟି ହୋଇଥାଏ।
କେବଳ ଗୋଟିଏ ରଙ୍ଗ(କଳା) ନୁହେଁ ବରଂ ଟାଟୁକୁ ଅଧିକ କଲରଫୁଲ୍‌ ଲୁକ୍‌ ଦେବାକୁ ସମସ୍ତେ ପସନ୍ଦ କରୁଛନ୍ତି। ହେଲେ ଜାଣନ୍ତିକି, ଏଥିପାଇଁ ବ୍ୟବହାର ହେଉଥିବା ରଙ୍ଗରେ ଆଲୁମିନିଅମ୍‌, ଟିଟାନିଅମ୍‌ ଡାଇଅକ୍ସାଇଡ୍‌, ଲେଡ୍‌, କ୍ରୋମିଅମ୍‌, ନିକେଲ୍‌, ଆଇରନ୍‌ ଅକ୍ସାଇଡ୍‌ ଭଳି ଅନେକ ଉପାଦାନ ରହିଥାଏ; ଯାହାକି ପରବର୍ତ୍ତୀ ସମୟରେ ତ୍ୱଚାରେ ଆଲର୍ଜିଠାରୁ ଆରମ୍ଭ କରି ତ୍ୱଚା ସମ୍ବନ୍ଧିତ ବିଭିନ୍ନ ସମସ୍ୟାର କାରଣ ସାଜିଥାଏ।
କେତେକ ଡିଜାଇନ୍‌ କରିବା ଲାଗି ଛୁଞ୍ଚତ୍କୁ ତ୍ୱଚାର ଅଧିକ ଭିତର ପର୍ଯ୍ୟନ୍ତ ଫୁଟାଇବାକୁ ହୋଇଥାଏ। ଫଳରେ ରଙ୍ଗ ମଧ୍ୟ ମାଂସପେଶୀ ଭିତରକୁ ଚାଲିଯାଇଥାଏ ଏବଂ ବିଭିନ୍ନ ସମସ୍ୟା ସୃଷ୍ଟି କରିଥାଏ। ବିଶେଷଜ୍ଞଙ୍କ ମତରେ ବିଶେଷ କରି କଳାଜାଇ ବା ତିଳ ଚିହ୍ନ ଥିବା ସ୍ଥାନରେ ଟାଟୁ କରାଇବା ଅଧିକ ସମସ୍ୟା ସୃଷ୍ଟି କରିଥାଏ।
ଟାଟୁ କଷ୍ଟରୁ ରକ୍ଷା ପାଇବା ଲାଗି ଅନେକେ ଷ୍ଟିକର ଟାଟୁ ବି ବ୍ୟବହାର କରୁଛନ୍ତି। ଏଥିରେ ଦିଆଯାଇଥିବା କେମିକାଲ ତ୍ୱଚା ଉପରେ ହାନିକାର ପ୍ରଭାବ ପକାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?