ଧୋଇଗଲା କଲଭର୍ଟ

ଏମ୍‌.ରାମପୁର,୨ା୮: କଳାହାଣ୍ଡି ଜିଲା ମ.ରାମପୁରଠାରେ ୧୯୫ମିଲିମିଟର ବର୍ଷା ହୋଇଛି। ଯାହାକି କଳାହାଣ୍ଡିରେ ସର୍ବାଧିକ ରେକର୍ଡ କରାଯାଇଛି। ଏହି ବର୍ଷା ଯୋଗୁ ମ.ରାମପୁର ଅଞ୍ଚଳରେ ରାସ୍ତାଘାଟ, କଲଭର୍ଟ, ଚାଷଜମି, ବାସଗୃହ ପ୍ରମୁଖ କ୍ଷତିସାଧନ କରିଛି। ମ. ରାମପୁର ସହରସ୍ଥିତ ନୋଡାଲ ୟୁପି ସ୍କୁଲରେ ପାଣି ଜମି ରହିଛି। ସହରଠାରୁ ୩୦କିମି ଦୂର ମୋହନଗିରି ନିକଟସ୍ଥ ଟେକରଘାଟ କଳିଗଙ୍ଗା ପୋଲ ଆପ୍ରୋଚ ରାସ୍ତା ଖାଇଯାଇଛି। ଏଥି ଯୋଗୁ ପଣ୍ଡାପଦର୍‌, ସରାବେଡ଼ା, ସୀମାନ୍ତ ପଡୋଶୀ ବୌଦ୍ଧ, ସୁବର୍ଣ୍ଣପୁର, କନ୍ଧମାଳ ଆଦି ଜିଲାକୁ ଗମନାଗମନ ବାଧାପ୍ରାପ୍ତ ହେଇଛି। ମୋହନଗିରି ଅପରପାର୍ଶ୍ୱରେ ଥିବା ଯୁକ୍ତ ତିନି ମହାବିଦ୍ୟାଳୟକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ସହରଠାରୁ ୧୫କିମି ଦୂରବର୍ତ୍ତୀ ଉର୍ଲାଦାନିସ୍ଥିତ ନୂଆମୁଣ୍ଡା ନଦୀ ପୋଲ ପାର୍ଶ୍ୱ ନଷ୍ଟ ହେତୁ ଗମନାଗମନ ଠପ୍‌ ହୋଇପଡ଼ିଛି। ଜକବହାଲି ରାସ୍ତା, କୁସୁମପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ଏହି ବର୍ଷା ପରେ ଶତାଧିକ ଝାଟିମାଟି ଘର ଆଂଶିକ ଭାଙ୍ଗିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri