ଧୋଇଗଲା କସପଙ୍କା ପୋଲ ସଂଯୋଗୀକରଣ ରାସ୍ତା: ଯାତାୟତରେ ବାଧାପ୍ରାପ୍ତ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୬।୭(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ଦୁର୍ଗମ ତାମାଙ୍ଗି ଗ୍ରାମକୁ ସଂଯୋଗୀକରଣ କରୁଥିବା କସପଙ୍କାଠାରେ ନବ ନିର୍ମିତ ପୋଲର ସଂଯୋଗୀକରଣ ରାସ୍ତା ଧୋଇହୋଇଯାଇଛି। ଫଳରେ ଉକ୍ତ ରାସ୍ତାଦେଇ ଯାତାୟାତ ଠପ୍‌ ହୋଇଛି। ତାମାଙ୍ଗି ସମେତ କୁମ୍ଭାରିପଦର, ପିଡ଼ିକାରିପି ଗ୍ରାମ ଓ ପର୍ଯ୍ୟଟନକ୍ଷେତ୍ର ଋଷିମାଳକୁ ପର୍ଯ୍ୟଟକ, ଅଞ୍ଚଳବାସୀ ଉକ୍ତରାସ୍ତା ଦେଇ ଯାତାୟାତ କରିପାରୁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri