Posted inଖେଳ

କୁକୁରର ନାମ ଏମିତି ରଖିଲେ ଓ୍ବାଶିଂଟନ୍‌ ସୁନ୍ଦର: ଏବେ ହେଉଛି ଚର୍ଚ୍ଚା

ଭାରତୀୟ କ୍ରିକେଟର୍‌ ୱାଶିଂଟନ ସୁନ୍ଦରଙ୍କ ପାଇଁ ଏବେ ଏକ ସୁବର୍ଣ୍ଣ ସମୟ ଚାଳିଛି। ଅଷ୍ଟ୍ରେଲିଆରେ ଅଭିଜ୍ଞ ଖେଳାଳିଙ୍କ ଅନୁପସ୍ଥିତିରେ ତାଙ୍କୁ ଡେବ୍ୟୁ କରିବାର ସୁଯୋଗ ମିଳିଥିଲା। ଏହାର ଚମତ୍କାର ଫାଇଦା ଉଠା ସେ ସମtସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପ୍ରଥମ ମ୍ୟାଚ୍‌ରେ ସେ ୪ଟି ଉଇକେଟ ନେଇଥିଲେ ଏବଂ ପରେ ଟିମ ୬୨ରନ୍‌ର ପାଳି ଖେଳି ଟିମ ଇଣ୍ଡିଆକୁ ବିଜୟୀ କରାଇଥିଲେ। ଫଳସ୍ବରୂପ, ଅ ୩୨ବର୍ଷ ପରେ ଅଷ୍ଟ୍ରେଲିଆର ଭାରତ ଗାବା ଷ୍ଟାଡିୟମରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା। ଏବେ ସେହି ମ୍ୟାଚ ମନେ ରଖିବା ପାଇଁ ସୁନ୍ଦର ଏକ ଅଭିନବ ଉପାୟ ବାଛିଛନ୍ତି। ସୁନ୍ଦର ତାଙ୍କ ପୋଷା କୁକୁରର ଏକ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରି ଏହାର ନାମ ଗାବା, ସେ ଏହାକୁ ଚାରି ଗୋଡର ବନ୍ଧୁ ବୋଲି ବର୍ଣ୍ଣନା କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ସେ ତାଙ୍କ ବନ୍ଧୁ ନାମ ରଖିଛନ୍ତି ଗାବା, ଯାହା ଦ୍ୱାରା ସେହି ଐତିହାସିକ ବିଜୟର ସ୍ମୃତି ଅକ୍ଷୁର୍ଣ୍ଣ ରହିବ। ସୁନ୍ଦର ଏବେ ଆଇପିଏଲ୍‌ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି। ସେ ଏହି ଲିଗ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପକ୍ଷରୁ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୋହନ ବାଗାନର କ୍ରମାଗତ ୫ମ ବିଜୟ

କଲ୍ୟାଣୀ (ପଶ୍ଚିମ ବଙ୍ଗ), ୧୫ା୨ (ପି.ଟି.)-ସ୍ଥାନୀୟ କଲ୍ୟାଣୀ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଏକ ଆଇ-ଲିଗ୍‌ ମ୍ୟାଚରେ ମୋହନ ବାଗାନ ୬-୨ ଗୋଲରେ ନେରୋକା ଏଫ୍‌ସିକୁ ପରାସ୍ତ...

କ୍ରିକେଟର କ୍ରିସ୍‌ଙ୍କ କାନ୍ଦୁଥିବା ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ନୂଆଦିଲ୍ଲୀ,୧୧।୫: ଏବେ ଓ୍ବେଷ୍ଟଇଣ୍ଡିଜ୍‌ର ବିସ୍ଫୋରକ ବ୍ୟାଟ୍ସ୍‌ ମ୍ୟାନ୍‌ କ୍ରିସ୍‌ ଗେଲ୍‌ଙ୍କ କାନ୍ଦୁ ଥିବା ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବିଶ୍ୱ ମାତୃ ଦିବସ...

ପନ୍ତଙ୍କୁ ଛାଡ଼ି ଏହି ପାକିସ୍ତାନୀ କ୍ରିକେଟରଙ୍କ ପ୍ରେମରେ ପଡ଼ିଲେଣି ଉର୍ବଶୀ !

ବମ୍ବେ: ନିଜ ବୃତ୍ତିଗତ ଜୀବନଠାରୁ ଅଧିକ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ବଲିଉଡ ଅଭିନେତ୍ରୀ ଉର୍ବଶୀ ରୌତେଲା। ଦୀର୍ଘଦିନ ଧରି ସେ କ୍ରିକେଟର...

‘ମୁଁ ଖେଳାଳିଙ୍କୁ ଭିକ ମାଗିପାରିବି ନାହିଁ’

ପୋର୍ଟ ଅଫ୍‌ ସ୍ପେନ୍‌,୧୦।୮: ୱେଷ୍ଟଇଣ୍ଡିଜ ଅପେକ୍ଷା କାରିବିଆନ ଦେଶଗୁଡିକର ଖେଳାଳିମାନେ ଫ୍ରାଞ୍ଚାଇଜ ଲିଗ ଖେଳିବାକୁ ଅଧିକ ଗୁରୁତ୍ୱ ଦିଅନ୍ତି ବୋଲି ୱେଷ୍ଟଇଣ୍ଡିଜ ମୁଖ୍ୟ କୋଚ ଫିଲ...

‘ବଡ଼ ସଫଳତା ପାଇଁ କୋହଲିଙ୍କ ପାଖରେ ସମୟ ଅଛି’

ନୂଆଦିଲ୍ଲୀ,୩।୩: ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ୍‌ ଖେଳିବାକୁ ଯାଉଛନ୍ତି। କୋହଲିଙ୍କ ମାଇଲଷ୍ଟୋନ ମ୍ୟାଚ୍‌ ପୂର୍ବରୁ ତାଙ୍କ ପାଇଁ...

ବୋଲିଂ ପରେ ବ୍ୟାଟିଂରେ କରାମତି ଦେଖାଇଲେ ଅଶ୍ୱିନ

ଚେନ୍ନାଇ, ୧୫।୨ : ରବିଚନ୍ଦ୍ରନ ଅଶ୍ୱିନ ବୋଲିଂ ପରେ ବ୍ୟାଟିଂରେ ନିଜ କରାମତି ଦେଖାଇଛନ୍ତି। ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ...

ଟସ୍‌ ଜିତିଲା ଭାରତ

ହରାରେ,୧୮।୮: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆଜି ହରାରେଠାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌...

ଓ୍ବେଷ୍ଟଇଣ୍ଡିଜର ସର୍ବବୃହତ୍‌ ଦିନିକିଆ ଚେଜ୍‌

ଡବ୍‌ଲିନ୍‌, ୧୨।୫- ଏଠାରେ ଚାଲିଥିବା ତ୍ରି-ରାଷ୍ଟ୍ରୀୟ ସିରିଜରେ ଶନିବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୫ ଉଇକେଟ୍‌ରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଏହି ହାଇସ୍କୋରିଂ ମ୍ୟାଚ୍‌ରେ...

Advertisement
Archives

Model This Week