Posted inଖେଳ

ଦିନିକିଆ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଝଟ୍‌କା

ନୂଆଦିଲ୍ଲୀ,୧୧।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ଲାଗିଛି ଝଟ୍‌କା। ଅଲରାଉଣ୍ଡର ଓ୍ବାଶିଂଟନ ସୁନ୍ଦର ଏବେ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସିରିଜ ଲାଗି ଏହି ୨୨ ବର୍ଷୀୟ ସ୍ପିନର ଦିନିକିଆ ଦଳର ଅନ୍ୟ ସଦସ୍ୟଙ୍କ ସହ ମୁମ୍ବାଇରୁ କେପ୍‌ଟାଉନ୍‌ ଯାତ୍ରା କରିଥାନ୍ତେ। ହେଲେ କୋଭିଡ୍‌ ସଂକ୍ରମିତ ହେବା ଯୋଗୁ ସେ ମହାରାଷ୍ଟ୍ରରେ ଯୋଗ ଦେଇଛନ୍ତି କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ।

ସୂଚନାଯୋଗ୍ୟ, ଆଘାତ ସମସ୍ୟା ଯୋଗୁ ସୁନ୍ଦର ପ୍ରାୟ ୧୦ ମାସ ଧରି କ୍ରିକେଟରୁ ଦୂରରେ ଅଛନ୍ତି। ୨୦୨୧ ମାର୍ଚ୍ଚରେ ଭାରତ ପାଇଁ ଶେଷ ଥର ପାଇଁ ଖେଳିଥିବା ଏହି କ୍ରିକେଟର ନିକଟରେ ସୁସ୍ଥ ହୋଇ ବିଜୟ ହଜାରେ ଟ୍ରଫି ପାଇଁ ତାମିଲନାଡ଼ୁ ଦଳରେ ସାମିଲ ହୋଇଥିଲେ। ଏଥିରେ ଭଲ ପ୍ରଦର୍ଶନ କରିଥିବା ହେତୁ ସେ ଜାତୀୟ ଦିନିକିଆ ଦଳକୁ ଫେରିଥିଲେ। ଏବେ ସେ କୋଭିଡ୍‌ ପଜିଟିଭ୍‌ ହୋଇଥିବା ଯୋଗୁ ଅନ୍ତର୍ଜାତୀୟ ଦଳକୁ ଫେରିବା ପାଇଁ ଅଧିକ ସମୟ ନେଇ ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲରେ ହକି ଓଡ଼ିଶା

କଟକ ଅଫିସ,୨୨ା୫- ହକି ଇଣ୍ଡିଆ ଆନୁକୂଲ୍ୟରେ ଛତିଶଗଡ଼ର ରାୟପୁରଠାରେ ଚାଲିଥିବା ୯ମ ସବ୍‌ଜୁନିୟର ବାଳକ ଜାତୀୟ ଚାମ୍ପିୟନଶିପ-୨୦୧୯ (ଡିଭିଜନ-ଏ)ରେ ହକି ଓଡ଼ିଶା ଦଳ ଫାଇନାଲରେ ପ୍ରବେଶ...

ରାହୁଲ ଦ୍ରାଭିଡ ନା ବାପା, କାହା କଥା ଆଗ ମାନିବେ କ୍ରିକେଟର୍‌ ଶୁଭମନ ଗିଲ୍‌: ମିଳିଲା ରୋଚକ ଉତ୍ତର

ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ଶୁଭମାନ ଗିଲ ରାହୁଲ ଦ୍ରାବିଡଙ୍କ କୋଚିଂ ଶୈଳୀକୁ ଏକ ବଡ଼ କଥା କହିଛନ୍ତି। ରାହୁଲ ଦ୍ରାବିଡ ଅନ୍ୟ କୋଚମାନଙ୍କଠାରୁ କିପରି...

୨୦ ହଜାରୁ ଅଧିକ ରନ୍‌, ୧୦୦୦ରୁ ଅଧିକ ଉଇକେଟ୍‌, ଏବେ ଚଲାଉଛନ୍ତି ଟ୍ରକ୍‌

ଅଲରାଉଣ୍ଡର ପ୍ରଦର୍ଶନ ଜରିଆରେ ନ୍ୟୁଜିଲାଣ୍ଡକ ବହୁ ଅନ୍ତର୍ଜାତୀୟ ମ୍ୟାଚ୍‌ ଜିତାଇଥିବା ପୂର୍ବତନ ଖେଳାଳି କ୍ରିସ୍‌ କ୍ରେନ୍ସ ଏବେ ଟ୍ରକ୍‌ ଚଲାଉଛନ୍ତି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ...

ଏଫ୍‌-୧ ମୋଟର ରେସିଂରେ ୧୦ ଟିମ୍‌

ସ୍ପେଲବର୍ଗ(ଅଷ୍ଟ୍ରିଆ), ୫।୭-କରୋନା ଭାଇରସ ସଂକ୍ରମଣ ଯୋଗୁ ୨୦୨୦ ଫର୍ମୁଲାଓ୍ବାନ ମୋଟର ରେସିଂ ସିଜନ ଆରମ୍ଭରେ ବିଳମ୍ବ ହୋଇଛି। ସାଧାରଣତଃ ମାର୍ଚ୍ଚରୁ ଆରମ୍ଭ ହେଉଥିବା ଏଫ-୧ ସିଜନର...

୩୮ ବର୍ଷ ବୟସରେ ପ୍ରଥମ ଭାରତୀୟ ଭାବେ ଏମିତି କାରନାମା କଲେ ଅମିତ ମିଶ୍ର

ମୁମ୍ବାଇ, ୨୧।୪: ଆଇପିଏଲ ୨୦୨୧ରେ ଦିଲ୍ଲୀ କ୍ୟାପିଟାଲ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ୩୮ ବର୍ଷୀୟ ଲେଗ ସ୍ପିନର ଅମିତ ମିଶ୍ର ୪ ଉଇକେଟ ନେଇ...

ଆନ୍ତଃ ରାଜ୍ୟ ଆଥଲେଟ୍‌ ମିଟ୍‌ ଲକ୍ଷ୍ନୌରେ

ନୂଆଦିଲ୍ଲୀ, ୧୮ା୬ (ପି.ଟି.)- ଅଗଷ୍ଟ ୨୭ରୁ ୩୦ ପର୍ଯ୍ୟନ୍ତ ଜାତୀୟ ଆନ୍ତଃ ରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଲକ୍ଷ୍ନୌରେ ଅନୁଷ୍ଠିତ ହେବ। ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ...

ଏଆଇଏଫ୍‌ଏଫ୍‌ ଅଧ୍ୟକ୍ଷ ହେବାକୁ ଭୂତିଆ ଆଗ୍ରହୀ

ନୂଆଦିଲ୍ଲୀ,୧୧।୪(ପି.ଟି.): ଭବିଷ୍ୟତରେ ଦିନେ ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଲଢିବି ବୋଲି ପୂର୍ବତନ ଭାରତୀୟ ଫୁଟବଲ ଅଧିନାୟକ ବାଇଚୁଙ୍ଗ୍‌...

ଟିମ୍‌ ଇଣ୍ଡିଆ ହାତରୁ ଚାଲି ଯାଇପାରେ ଡବ୍ଲ୍ୟୁଟିସି ଫାଇନାଲ

ଦୁବାଇ,  ୯ା୨- ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଲଜ୍ଜ୍ୟାଜନକ ପରାଜୟ ପରେ ଭାରତୀୟ ଦଳକୁ ଆଉ ଏକ ଝଟ୍‌କା ଲାଗିଛି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)...

Advertisement
Archives

Model This Week