Posted inଖେଳ

ଏହି କ୍ରିକେଟର୍‌ଙ୍କ ଅଣ୍ଡରଓ୍ବେୟାର ପିନ୍ଧା ଫଟୋ ଭାଇରାଲ୍‌:ସ୍ତ୍ରୀ କହିଲେ…

ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମଙ୍କ ଏକ ପୁରୁଣା ଫଟୋ ଭାଇରାଲ ହୋଇଛି। କ୍ରୀଡ଼ା ଉପସ୍ଥାପକ ଗୌତମ ଭୀମାନି ତାଙ୍କ ଟୁଇଟର ହ୍ୟାଣ୍ଡେଲରେ ଏକ ଫଟୋ ଶେୟାର କରି ଲେଖିଛନ୍ତି ଯେ ମୋର ପ୍ରିୟ କ୍ରିକେଟରଙ୍କ ହୋଲିକୁ ମନେ ରଖିଛି। ପୁଲରେ ଭାରତ ଏବଂ ପାକିସ୍ତାନ ଦଳ ହୋଲି ଖେଳିଥିଲେ। ଭୀମାନୀଙ୍କ ଏହି ଫଟୋକୁ ଲୋକମାନେ ମଧ୍ୟ ପସନ୍ଦ କରିଥିଲେ। କିନ୍ତୁ ଏହି ଫଟୋ ଦେଖି ଆକ୍ରମଙ୍କ ସ୍ତ୍ରୀ ଶାନୟରା ସ୍ବାମୀଙ୍କୁ ଟ୍ରୋଲ କରିଥିଲେ। ଭୀମାନିଙ୍କ ସହ ଏହି ଫଟୋରେ ୱାସିମ ଆକ୍ରମ ମୁହଁରେ ରଙ୍ଗ ଲଗାଇ ଅଣ୍ଡରଓ୍ବେୟାର ପିନ୍ଧିଥିବାର ନଜର ଆସିଛନ୍ତି। ୱାସିମ ଆକ୍ରମ ଏହି ଫଟୋକୁ ରିଟୁଇଟ କରି ଲେଖିଛନ୍ତି, ହୋଲି ହୋଲି। ୧୯୮୭ ରେ, ଇମ୍ରାନ ଖାନଙ୍କ ଅଧିନାୟକତ୍ୱରେ ଭାରତ ଗସ୍ତରେ ଆସିଥିଲା ପାକିସ୍ତାନ। ଏଠାରେ ପାକିସ୍ତାନ ପାଞ୍ଚଟି ଟେଷ୍ଟ ମ୍ୟାଚ ଖେଳିଥିଲେ। ସେତେବେଳେ ୱାସିମ ଆକ୍ରାମ ମଧ୍ୟ ପାକିସ୍ତାନ ଦଳର ଅଂଶ ଥିଲେ ଏବଂ ସେତେବେଳେ ତାଙ୍କୁ ମାତ୍ର ୨୦ ବର୍ଷ ହୋଇଥିଲା।
ଫଟୋ ଉପରେ ମନ୍ତବ୍ୟ ଦେଇ ଶାନୟରା ଲେଖିଛନ୍ତି, ଆଜି ଯେତେବେଳେ ମୁଁ ଟୁଇଟର ଖୋଲିଲି, ସେତେବେଳେ ମୋ ସ୍ବାମୀଙ୍କରେ ଏକ ଫଟୋ ଦେଖିଲି। ଏହା ସ୍ବାଭାବିକ କି? ଏଥିରେ ଆକ୍ରାମ ଉତ୍ତର ଦେଇ ଲେଖିଥିଲେ, ଏହା ନୂଆ ସ୍ବାଭାବିକ। ତୁମର ସୂଚନା ପାଇଁ, ମୋତେ କହିବାକୁ ଦିଅ ଯେ ଏହା ସର୍ଟସ ଥିଲା, ଅଣ୍ଡରଓ୍ବେୟାର ନୁହେଁ । ଏହା ବ୍ୟତୀତ ଅନେକ ପ୍ରଶଂସକ ମଧ୍ୟ ଆକ୍ରାମଙ୍କ ଫଟୋ ଉପରେ ମନ୍ତବ୍ୟ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଣି ପଡ଼ିଆରେ ମୁହାଁମୁହିଁ ହେଲେ ବିରାଟ-ଗମ୍ଭୀର, କିନ୍ତୁ ଅନ୍ଦାଜ ଥିଲା ଅଲଗା

କୋଲକାତା,୨୦।୪: ଆଇପିଏଲ୍ ୨୦୨୩ ରେ କଥା ଭାରତର ଦୁଇ ଷ୍ଟାର ବ୍ୟାଟର ଗୌତମ ଗମ୍ଭୀର ଏବଂ ବିରାଟ କୋହଲି ସାମାନ୍ୟ କିଛି କଥାକୁ ନେଇ ମୁହାଁମୁହିଁ...

Video: କେବଳ ଗୋଟିଏ ବଲ୍‌ରେ ବଡ଼ କାମ କରିଦେଲେ ଧୋନୀ

ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ...

ଲାଇଭ୍‌ ମ୍ୟାଚ୍‌ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍‌ର କୋଚ୍‌-ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୦।୪: ଆଇପିଏଲ୍‌ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍‌ କିରନ୍‌ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍‌ ଟିମ୍‌ ଡେଭିଡ୍‌ଙ୍କୁ ଲାଇଭ୍‌ ମ୍ୟାଚ୍‌ରେ...

ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍‌ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…

ଭୁବନେଶ୍ୱର,୨୦।୪: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ...

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri