Posted inଖେଳ

ଭାରତୀୟ ଟି୨୦ ଟିମ୍‌ଠାରୁ ମୁମ୍ବାଇ ଇଣ୍ଡିଆନ୍ସ ଶ୍ରେୟସ୍କର ବୋଲି କହିଲେ ଇଂଲଣ୍ଡର ଏହି ପୂର୍ବ କ୍ରିକେଟର, ଜାଫର ଏଭଳି କହି…

ଅହମ୍ମଦାବାଦ,୧୩।୩: ଶୁକ୍ରବାର ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ୮ ଉଇକେଟରେ ଭାରତକୁ ହରାଇଛି ଇଂଲଣ୍ଡ। ଏହାକୁ ନେଇ ଇଂଲଣ୍ଡର ପୂର୍ବ ଅଧିନାୟକ ମାଇକେଲ ଭାଉଘାନ ଭାରତୀକୁ କଟାକ୍ଷ କରି ଏକ ଟୁଇଟ୍‌ କରିଥିଲେ। ଆଇପିଏଲ୍‌ର ମୁମ୍ବାଇ ଇଣ୍ଡିଆନ୍ସ ଟିମ୍‌ ଭାରତୀୟ କ୍ରିକେଟ ଟିମ୍‌ଠାରୁ ଶ୍ରେୟସ୍କର ବୋଲି ସେ କହିଥିଲେ। ଏହି ଟୁଇଟ୍‌ ବେଶ୍‌ ଭାଇରାଲ ହେବା ପରେ ପୂର୍ବ ଭାରତୀୟ ଓପନର ଓ୍ବାସିମ୍‌ ଜାଫର ତାଙ୍କୁ ଜବାବ ଦେଇଛନ୍ତି। ଜାଫର ଟୁଇଟର ଜବାବରେ ଆମେ ଏତେ ଭାଗ୍ୟଶାଳୀ ନୋହୁଁ ଯିଏ ଦଳରେ ୪ ବିଦେଶୀ ଖେଳାଳିଙ୍କୁ ଖେଳାଇପାରିବୁ ବୋଲି କହିଥିଲେ। ତେବେ ଜାଫରଙ୍କ ସଙ୍କେତ ପ୍ରଥମ ଟି୨୦ ମ୍ୟାଚ୍‌ରେ ସାମିଲ ହୋଇଥିବା ଇଂଲଣ୍ଡ ଖେଳାଳିଙ୍କ ଆଡକୁ ଥିଲା। କାରଣ ବର୍ତ୍ତମାନ ଦଳରେ ସାମିଲ ହୋଇଥିବା ଅନେକ ଖେଳାଳି ଇଂଲଣ୍ଡ ବଂଶୋଦ୍ଭବ ଅଟନ୍ତି। ତଥାପି ସେମାନଙ୍କୁ ଦଳରେ ସାମିଲ କରାଯାଇଛି। ହେଲେ ଭାରତୀୟ ଟିମ୍‌ ସେଭଳି କରିପାରିବ ନାହିଁ ବୋଲି ପରୋକ୍ଷରେ ସେ କହିଥିଲେ। ଏହା ଶୁଣି ମାଇକେଲ ଚୁପ୍‌ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri