ପାଇପ୍‌ ଜରିଆରେ ମେଗା ଜଳପ୍ରକଳ୍ପର ବର୍ଜ୍ୟଜଳ ନିଷ୍କାସନ ନିର୍ଦ୍ଦେଶ

ଗଞ୍ଜାମ,୧୩ା୧୧(ଅଖିଳ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲ୍ଲାଡ଼ ପଞ୍ଚାୟତର ମେଗା ଜଳପ୍ରକଳ୍ପରୁ ନିଷ୍କାସିତ ବର୍ଜ୍ୟଜଳ ଯୋଗୁ ହେଉଥିବା ଧାନଫସଲ କ୍ଷତିକୁ ରୋକିବା ପାଇଁ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଚାଷୀମାନଙ୍କର ଫସଲ ସୁରକ୍ଷା ଦିଗରେ ବିଧାୟକ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି ତୁରନ୍ତ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଧାନଫସଲକୁ ବର୍ଜ୍ୟଜଳ କ୍ଷୟକ୍ଷତିରୁ ବଞ୍ଚାଇବା ପାଇଁ ଏହି ଜଳକୁ ପାଇପ୍‌ ମାଧ୍ୟମରେ ସୁରକ୍ଷିତ ଭାବେ ନିଷ୍କାସନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିଷ୍ପତ୍ତି ପୂର୍ବରୁ ଆଜି ବିଧାୟକ ସ୍ଥାନୀୟ ଲୋକମାନଙ୍କ ସହ ଏନେଇ ବିସ୍ତୃତ ଆଲୋଚନା କରିଥିଲେ। ଲୋକଙ୍କ ସୁବିଧା ଏବଂ ଚାଷୀଙ୍କ ସ୍ବାର୍ଥ ଦୃଷ୍ଟିରୁ ବିଧାୟକ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଆଲୋଚନା ସମୟରେ ବିଧାୟକଙ୍କ ସହ ଅନ୍ୟାନ୍ୟ ନେତୃ ମଣ୍ଡଳ ମଧ୍ୟ ଯୋଗ ଦେଇଥିଲେ। ବିଧାୟକଙ୍କ ଏହି ନିର୍ଦ୍ଦେଶକୁ ସ୍ଥାନୀୟ ଚାଷୀମାନେ ସ୍ବାଗତ କରିଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ

ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ଟିମ ଇଣ୍ଡିଆରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଲେ ଅଧିନାୟକ ଶୁଭମନ, କହିଲେ…

ନୂଆଦିଲ୍ଲୀ, ୨୧।୬: ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍‌…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri