Posted inଜାତୀୟ

ଗାଧେଇଲା ବେଳେ ଲୋକଙ୍କୁ ପ୍ରଶ୍ନ କରୁଛନ୍ତି ଭାଜପା ବିଧାୟକ

କାନପୁର,୧୪।୧: କୋଭିଡ୍‌ କାରଣରୁ ନିର୍ବାଚନ ଆୟୋଗ (ଇସି) ରାଲି ଉପରେ ପ୍ରତିବନ୍ଧକ ଲଗାଇଥିବାରୁ ପ୍ରାର୍ଥୀମାନେ ଘରରୁ ଘର ବୁଲି ପ୍ରଚାର କରୁଛନ୍ତି। କାନପୁରରୁ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ଭାଜପା ନେତା ଭୋଟରଙ୍କ ଗାଧୋଇବାରେ ବାଧକ ସାଜୁଥିବା ଦେଖିବାକୁ ମିଳୁଛି।

କାନପୁର ଭାଜପା ବିଧାୟକ ସୁରେନ୍ଦ୍ର ମଇଥାନି ଭୋଟରଙ୍କ ସହ ଆଲୋଚନାର କିଛି ଫଟୋ ଶେୟାର କରିଛନ୍ତି। ଫଟୋରେ ସୁରେନ୍ଦ୍ର ତାଙ୍କ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରୁଥିବା ବେଳେ ଲୋକେ ତାଙ୍କ ମୁଣ୍ଡରେ ଚନ୍ଦନ ଲଗାଉଥିବା ଦେଖିବାକୁ ମିଳିଛି। କିନ୍ତୁ ଭାଇରାଲ ଭିଡିଓରେ ଜଣେ ବ୍ୟକ୍ତି ଗାଧାଉଥିବା ବେଳେ ତାଙ୍କ ଘରେ ପଶି ଅନେକ ପ୍ରଶ୍ନ କରିଥିଲେ ଭାଜପା ବିଧାୟକ।

“ସବୁ କିଛି ଠିକ୍‌ ଅଛି ତ? ତୁମ ଘର ନିର୍ମାଣ କରାଯାଇଛି। ତୁମ ପାଖରେ ରାଶନ କାର୍ଡ ଅଛି କି ?” ବୋଲି ବିଧାୟକ ପଚାରିଥିଲେ। ଉତ୍ତରରେ ବ୍ୟକ୍ତି କହିଥିଲେ ହଁ, ସବୁ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri