Posted inଫୁରସତ

ଛୋଟ ଝିଅକୁ ଏଭଳି ସୁରକ୍ଷା ଦେଉଛି ବିଲେଇ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତ୍ୟେକ ଦିନ କିଛି ନା କିଛି ଫଟୋ, ଭିଡିଓ ଭାଇରାଲ ହେବାରେ ଲାଗିଛି। ଠିକ୍‌ ସେପରି ଏକ ଭିଡିଓ ସୋସିଆଲ ମିଡିଆରେ ଘୂରିବୁଲୁଛି। ଯାହାକୁ ଦେଖିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। ଶେୟାର ହୋଇଥିବା ଭିଡିଓରେ ବିଲେଇ ଏକ ଛୋଟ ଝିଅକୁ ବିଲେଇ ସୁରକ୍ଷା ଦେଉଛି। ପିଲାଟି ବାଲକୋନି ରେଲିଂ ଉପରେ ଉପରକୁ ଚଢିବାକୁ ଚେଷ୍ଟା କରୁଛି। ସେତେବେଳେ ବିଲେଇଟି ଝିଅଟିକୁ ଚଢିବାରୁ ରକ୍ଷା କରୁଥିବା ଦେଖିବାକୁ ମିଳିଛି। ଯାହାର ଭିଡିଓ ସୋସିଆଲ ମିଡିଆରେ ଶେୟାର ହୋଇଛି। ଏହାକୁ ଲକ୍ଷ ଲକ୍ଷ ୟୁଜର୍ସ ଦେଖିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ତାପମାତ୍ରାକୁ ଅନୁଭବ କରିପାରୁଥିବା ଟେବୁଲ

ଆଜିକାଲି ଅନେକ ପ୍ରକାରର ଆସବାବପତ୍ର ଆସିଗଲାଣି। ଫୋଲ୍ଡିଂ ଆସବାବ ସହ ବିଭିନ୍ନ ଅଜବ ଆସବାବ ବି ରହିଛି। ନିକଟରେ ଆଉ ଏକ ପ୍ରକାରର ଅଜବ ଆସବାବପତ୍ର...

ବାଘକୁ ପାଖରେ ଦେଖି ମଧ୍ୟ ଡରିଲାନି ହରିଣ: ଜାଣନ୍ତୁ କାହିଁକି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା...

ଛୁଆଙ୍କୁ ଧରି ବୁଲୁଥିଲା ଜାତୀୟ ପକ୍ଷୀ: ପଛରୁ ଛକିଥିଲା ପଶୁ, ଆଉ ତାପରେ

ଜାତୀୟ ପଶୁ ଓ ପକ୍ଷୀକୁ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓକୁ ଦେଖିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଭିଡିଓରେ...

ମାତ୍ର ୨୮ ଘଣ୍ଟାରେ ତିଆରି ହେଲା ୧୦ ମହଲା କୋଠା

ଯେତେବେଳେ ବଡ଼ ବିଲ୍ଡିଂର କଥା ଆସେ ତେବେ ଘର କେମିତି ହେବା ଦରକାର କେତେ ସମୟ ଲାଗିବ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଥାଏ। ମାତ୍ର ଚାଇନାର...

କୁକୁର ବାହାଘର, ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୨୨।୭: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ କୁକୁର ବାହାଘର କରାଯାଉଛି। ଗୋଟିଏ କୁକୁର କନିଆ ବେଶ ହୋଇ ବସିଥିବାବେଳେ...

ବିରୋଧ ପ୍ରଦର୍ଶନ ସ୍ଥଳରେ ପ୍ଲାକର୍ଡ ଧରି କଲେ ବିବାହ

ଚେନ୍ନାଇ,୧୮।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାକରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ଆଜିବି ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଛି। ଏହାକୁ ନେଇ ତାମିଲନାଡୁର...

କୋଭିଡିଅଟ୍‌ ଶବ୍ଦର ସଂଜ୍ଞା ଅକ୍ସଫୋର୍ଡ ଡିକ୍ସନାରୀରେ ପ୍ରକାଶ

ଓ୍ବାଶିଂଟନ, ୩୦।୯: କରୋନା ମହାମାରୀ ସଙ୍କଟ ସମୟରେ ଅକ୍ସଫୋର୍ଡ ଡିକ୍ସନାରୀ ପକ୍ଷରୁ କୋଭିଡିଅଟ୍‌ ଶବ୍ଦର ସଜ୍ଞା ପ୍ରକାଶ ପାଇଛି। ଏହି ଶବ୍ଦକୁ ‘ନିର୍ଦ୍ଦେଶ ମାନୁ ନ...

ମଝି ଆକାଶରେ ପୁତ୍ର ସନ୍ତାନଙ୍କୁ ଜନ୍ମଦେଲେ ମହିଳା: ଲାଇଫ୍‌ ଟାଇମ୍‌ ମାଗଣା ଫ୍ରି ଟିକଟ ଉପହାର ଦେଲା ଇଣ୍ଡିଗୋ

ନୂଆଦିଲ୍ଲୀ, ୮।୧୦: ଦିଲ୍ଲୀରୁ ବେଙ୍ଗାଲୁରୁ ଉଡ଼ାଣ କରୁଥିବା ଇଣ୍ଡିଗୋ ବିମାନରେ ଜଣେ ମହିଳା ପୁତ୍ର ସନ୍ତାନଙ୍କୁ ଜନ୍ମଦେଇଛନ୍ତି। ମଝି ଆକାଶରେ ହଠାତ୍‌ ମହିଳାଙ୍କର ପ୍ରସବ ଯନ୍ତ୍ରଣା...

Advertisement
Archives

Model This Week