Posted inଜାତୀୟ

ବାଇକ୍‌ରେ ବୁଲିି ନିର୍ବାଚନ ପ୍ରଚାର କଲେ ରାହୁଲ

ପାଣାଜୀ,୩୦।୧୦: ନିର୍ବାଚନ ପ୍ରଚାର କରିବାକୁ ବାଇକ୍‌ରେ ହେଲମେଟ୍‌ ପିନ୍ଧି ବୁଲିଲେ ରାହୁଲ ଗାନ୍ଧୀ। ଆସନ୍ତାବର୍ଷ ଗୋଆରେ ବିଧାନସଭା ନିର୍ବାଚନ ଥିବାରୁ ଦିନିକିଆ ଗସ୍ତରେ ଯାଇଛନ୍ତି ରାହୁଲ। ଶନିବାର ପ୍ରଚାର ସମୟରେ ସେ ଜଣେ ବ୍ୟକ୍ତିଙ୍କ ବାଇକ୍‌ ପଛରେ ବସିଥିବା ଦେଖିବାକୁ ମିଳିଛି। ଏ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ହେବା ସହ , ଏକ ଭିଡିଓ ମଧ୍ୟ ଭାଇରାଲ ହୋଇଛି। କଂଗ୍ରେସ ପକ୍ଷରୁ ମଧ୍ୟ ଏହି ଭିଡିଓ ଶେୟାର କରାଯାଇଛି।
ସୂଚନାନୁସାରେ, ରାହୁଲ ଗାନ୍ଧୀ ଗୋଆର ଆଜାଦ ମୈଦାନଠାରେ ଶନିବାର ପହଞ୍ଚିଥିଲେ। ସେଠାରେ ମତ୍ସ୍ୟଜୀବିଙ୍କ ସହ ଆଲୋଚନା କରିଛନ୍ତି। ଏହି ପ୍ରଚାର ମାଧ୍ୟମରେ ଲୋକମାନଙ୍କ ପ୍ରତି ଧ୍ୟାନ ଦେବା ସହ ଜନତାଙ୍କ ଦୃଷ୍ଟିକୋଣକୁ ପ୍ରାଧାନ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ତ୍ତବ୍ୟ ପଥରେ ଭାରତର ଶକ୍ତି ପ୍ରଦର୍ଶନ…

ନୂଆଦିଲ୍ଲୀ,୨୬।୧ : କର୍ତ୍ତବ୍ୟ ପଥରେ ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭାରତର ନିଜର ସ୍ବଦେଶୀ ଶକ୍ତିର ପ୍ରଦର୍ଶନ କରିଛି। ବାୟୁସେନାର ଯୁଦ୍ଧ ବିମାନ ନିଜର ସମରକଳା...

ବିହାରରେ ବନ୍ୟା ପରିସ୍ଥିତି ଗମ୍ଭୀର: ୨୯ ମୃତ

ପାଟନା, ୧୫।୭: ବିହାରରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡିଛି। ଅନେକ ଜିଲାରେ ବନ୍ୟା ଆସି ବହୁ ଅଞ୍ଚଳ ପାଣିରେ ବୁଡି ରହିଛି। ଏପର୍ଯ୍ୟନ୍ତ ବନ୍ୟାରେ ୨୯...

ରାଲି ଅଧିକାର ଚାଷୀଙ୍କର ରହିଛି: ସଂଘ

ନୂଆଦିଲ୍ଲୀ, ୧୯।୧(ପି.ଟି.): ଶାନ୍ତିପୂର୍ଣ୍ଣ ଭାବେ ଟ୍ରାକ୍ଟର ରାଲି ବାହାର କରିବାର ସାମ୍ବିଧାନିକ ଅଧିକାରୀ ଚାଷୀଙ୍କର ରହିଛି ବୋଲି ଆନ୍ଦୋଳନରତ କୃଷକ ସଂଘ ନେତାମାନେ ସୋମବାର କହିଛନ୍ତି।...

ଘରୋଇ ଅଶୋଧିତ ତୈଳ ଉପରେ ବଢ଼ିଲା ଅପ୍ରତ୍ୟାଶିତ ଲାଭ ଟିକସ…

ନୂଆଦିଲ୍ଲୀ,୫।୨ : ଅଶୋଧିତ ତୈଳ ଦର ବୃଦ୍ଧି ମଧ୍ୟରେ ଘରୋଇ ଉତ୍ପାଦିତ ଅଶୋଧିତ ତୈଳ ଉପରେ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଏକ...

ଗେହଲଟଙ୍କୁ ବିଧାୟକଙ୍କ ସମର୍ଥନ

ଜୟପୁର,୧୪ା୭(ପି.ଟି./ଆଇଏଏନ୍‌ଏସ୍‌): ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ କ୍ଷମତା ଲଢ଼େଇ ଚାଲିଥିବାବେଳେ ସୋମବାର ଅନୁଷ୍ଠିତ କଂଗ୍ରେସ ବିଧାୟକ ଦଳ ବୈଠକରେ...

ଶୋପିଆନ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ମୃତ

ଶ୍ରୀନଗର,୨୦।୧: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। ଏଥିରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କହିଛି କଶ୍ମୀର ଜୋନ୍‌...

ପାଟିର ଲାଳ ଦୂର କରେ ଶହେରୁ ଅଧିକ ପ୍ରକାର ରୋଗ..

ଆମ ମୁଖ ଭିତରେ ଏକ ଲକ୍ଷରୁ ଅଧିକ ଲାଳଗ୍ରନ୍ଥି ରହିଛି। ଏହି ଗ୍ରନ୍ଥି ଦ୍ୱାରା ପାଟିରେ ଲାଳ ତିଆରି ହୁଏ। ଲାଳ ଯୋଗୁ ମଣିଷ ଶରୀରରେ...

ବସ୍‌-ଏସ୍‌ୟୁଭି ଧକ୍କାରେ ୧୧ ମୃତ

ଭୋପାଳ,୫ା୧୧: ମଧ୍ୟପ୍ରଦେଶର ବେଟୁଲ୍‌ ଜିଲାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ୨ ଶିଶୁଙ୍କ ସମେତ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ଶ୍ରମିକ। ସେମାନେ ଏସ୍‌ୟୁଭିରେ...

Advertisement
Archives

Model This Week