Categories: ଫୁରସତ

କିଭଳି ନାଚୁଛି ପକ୍ଷୀ, ଦେଖନ୍ତୁ ଭିଡିଓ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପ୍ରାୟତହଃ ମଣିଷଙ୍କ ନୃତ୍ୟ ଆପଣ ଦେଖିଥିବେ। ମାତ୍ର ଭିଡିଓରେ ଏକ ପକ୍ଷୀ ନାଚୁଥିବା ଦେଖିବାକୁ ମିଳୁଛି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 

Share