Posted inଖେଳ

Watch Video: ସାରା ଦୁନିଆକୁ ମିଛ କହିଛନ୍ତି କୋହଲି, ଏବେ ବି ଖାଉଛନ୍ତି ଚିକେନ! ଜାଣନ୍ତୁ ଭାଇରାଲ ଭିଡିଓ ପଛର ସତ୍ୟତା

ଦୁବାଇ,୨୧।୨: ବିରାଟ କୋହଲି ବିଶ୍ୱର ସବୁଠାରୁ ଫିଟ ଆଥଲେଟଙ୍କ ମଧ୍ୟରୁ ଅନ୍ୟତମ। ଶାକହାରୀ ହେବା ପରେ ତାଙ୍କ ଫିଟନେସରେ ବହୁତ ଉନ୍ନତି ଘଟିଥିବା ସେ ଦାବି କରନ୍ତି। ନିକଟରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଥିରେ ସେ କିଛି ଖାଉଥିବାର ଦେଖାଯାଉଛି। କୋହଲି କ’ଣ ଖାଉଛନ୍ତି ତାହାର ଚିତ୍ର ସ୍ପଷ୍ଟ ନାହିଁ। କିନ୍ତୁ ଦାବି କରାଯାଉଛି ଯେ ସେ କୌଣସି ପ୍ରକାରର ମାଂସ ଖାଉଛନ୍ତି।
ବିରାଟ କୋହଲି ପ୍ରକାଶ କରିଥିଲେ ଯେ, ୨୦୧୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ସମୟରେ ସେ ଫିଟନେସ ସମସ୍ୟାର ସମ୍ମୁଖୀନ ହେବା ଆରମ୍ଭ କରିଥିଲେ। ତାଙ୍କର ମେରୁଦଣ୍ଡ, ପେଟ ଏବଂ ଶରୀରରେ ୟୁରିକ ଏସିଡର ପରିମାଣ ବୃଦ୍ଧି ପାଇବା ଭଳି ସମସ୍ୟା ଆରମ୍ଭ ହୋଇଥିଲା। ଡାକ୍ତରଙ୍କ ଠାରୁ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ପରାମର୍ଶ ପାଇବା ପରେ ସେ ନନ-ଭେଜ ଖାଇବା ବନ୍ଦ କରିଦେଇଥିଲେ। ନିରାମିଷ ଖାଦ୍ୟ ଖାଇବା ପରେ ତାଙ୍କ ଫିଟ୍‌ନେସ୍‌ରେ ବହୁତ ଉନ୍ନତି ହୋଇଛି। ସେ ଅନେକ ଥର ସୋସିଆଲ ମିଡିଆରେ ନିରାମିଷ ଖାଦ୍ୟ ଖାଇବାର ଫଟୋ ଶେୟାର କରନ୍ତି।
ବିରାଟ ନିଜେ ନିଜକୁ ଶାକାହାରୀ ବୋଲି ଦାବି କରିଥିବାରୁ, ଏହି ଭିଡିଓ ସାମ୍ନାକୁ ଆସିବା ପରେ ଲୋକମାନେ ତାଙ୍କୁ ଟ୍ରୋଲ କରିବା ଆରମ୍ଭ କରିଛନ୍ତି। ଜଣେ ବ୍ୟକ୍ତି ଏମିତି ମଧ୍ୟ ଲେଖିଛନ୍ତି ଯେ, ଏହି କାର୍ଯ୍ୟ ପାଇଁ ବିରାଟ ଜେଲ ଯିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri