Posted inଜାତୀୟ

କୁଲି ସାଜିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦିଲ୍ଲୀର ଆନନ୍ଦ ବିହାର ରେଳ ଷ୍ଟେଶନରେ ପହଞ୍ଚି ସେଠାରେ କୁଲିମାନଙ୍କୁ ଭେଟିଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀ ମଧ୍ୟ କୁଲି ପୋଷାକ ପିନ୍ଧିଥିବାର ନଜର ଆସିଛନ୍ତି। ନାଲି ସାର୍ଟ, ମୁଣ୍ଡରେ ଠେକା ଓ ବାହୁରେ କଳା ବ୍ୟାଚ୍‌ ପିନ୍ଧି ଗୋଟିଏ ଶୁଟକେସକୁ ମୁଣ୍ଡରେ କିଛି ବାଟ ଚାଲିଛନ୍ତି ରାହୁଲ ଗାନ୍ଧୀ।

ରାହୁଲ ଗାନ୍ଧୀଙ୍କୁ ଭେଟିବା ପରେ କୁଲି ଏବଂ ଅଟୋ ଡ୍ରାଇଭର ବହୁତ ଖୁସି ମନେ ହେଉଥିଲେ। ଏହି ସମୟରେ ସେମାନେ କହିଛନ୍ତି, ରାହୁଲ ଗାନ୍ଧୀ ତାଙ୍କୁ ଭେଟିବାକୁ ଆସିଥିବାରୁ ସେମାନେ ବହୁତ ଖୁସି ଅଛନ୍ତି। ରାହୁଲ ଗାନ୍ଧୀ ତାଙ୍କୁ  ଆଶ୍ୱାସନା ଦେଇଛନ୍ତି ଯେ ସେ ସେମାନଙ୍କର ସମସ୍ତ ସମସ୍ୟା ସରକାରଙ୍କ ଆଗରେ ରଖିବେ ଏବଂ ସମସ୍ୟାର ସମାଧାନ କରାଯିବ।

 

<blockquote class=”twitter-tweet”><p lang=”en” dir=”ltr”>VIDEO | Congress leader Rahul Gandhi meets railway porters at Anand Vihar Railway Station in Delhi, wears porter dress and badge. <a href=”https://t.co/wYqOGOmB2v”>pic.twitter.com/wYqOGOmB2v</a></p>&mdash; Press Trust of India (@PTI_News) <a href=”https://twitter.com/PTI_News/status/1704721057637179851?ref_src=twsrc%5Etfw”>September 21, 2023</a></blockquote> <script async src=”https://platform.twitter.com/widgets.js” charset=”utf-8″></script>


Enter your email to get our daily news in your inbox.

All Right Reserved By Dharitri.Com

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ...

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର...

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ...

ଚାଞ୍ଚଲ୍ୟକର ଖୁଲାସା: ୨ ମହିଳାଙ୍କୁ ଦଙ୍ଗାକାରୀଙ୍କ ପାଖରେ ଛାଡ଼ିଥିଲା ମଣିପୁର ପୋଲିସ

ନୂଆଦିଲ୍ଲୀ,୧ା୫(ପି.ଟି.):ଗତବର୍ଷ ଭାଜପା ଶାସିତ ରାଜ୍ୟ ମଣିପୁରରେ ଜାତିଆଣ ହିଂସା ଉଗ୍ର ରୂପ ନେଇଥିବାବେଳେ ମେ’ ୪ରେ ପୋଲିସର ଶରଣ ଚାହିଁଥିଲେ କୁକି-ଜୋମି ସମ୍ପ୍ରଦାୟର ୨ ମହିଳା।...

ଖୁସି ଖବର: କମିଲା ଏଲ୍‌ପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୫: ସାରା ଦେଶରେ ଚାଲିଥିବା ଲୋକ ସଭା ନିର୍ବାଚନ ମଧ୍ୟରେ ସାଧାରଣ ଲୋକଙ୍କୁ ପୁନର୍ବାର ଆରାମ ମିଳିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ...

କୋଭିଶିଲ୍ଡ ଟିକାର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ଟିଟିଏସ୍‌

ନୂଆଦିଲ୍ଲୀ,୧ା୫: କୋଭିଡ୍‌ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଭାରତ ସମେତ ବିଭିନ୍ନ ଦେଶରେ କୋଟି କୋଟି ଲୋକ ଅଷ୍ଟ୍ରାଜେନିକା କମ୍ପାନୀର କୋଭିଶିଲ୍ଡ ଟିକା ନେଇଥିଲେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri