ଓ୍ବାଟର ବେବି କାଜଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ ନିକଟରେ ବ୍ୟବସାୟୀ ଗୌତମ କିଚଲୁଙ୍କୁ ବିବାହ କରିଛନ୍ତି। ଏବେ ଏବେ  କାଜଲ ସ୍ବାମୀ ଗୌତମଙ୍କ ସହ ମାଳଦ୍ୱୀପରେ ହନିମୁନ୍‌ କରି ମୁମ୍ବାଇ ଫେରି ଆସିଛନ୍ତି। ତେବେ ସୋସିଆଲ ମିଡିଆରେ ସେମାନଙ୍କର ହନିମୁନ୍‌ର ଫଟୋ ଭାଇରାଲ ହେଉଛି। କାଜଲ କ୍ରମାଗତ ଭାବରେ ସେହି ସମୟର ଫଟୋଗୁଡ଼ିକୁ ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରୁଛନ୍ତି। ନିକଟରେ କାଜଲ ଇନ୍‌ଷ୍ଟାଗ୍ରାମରେ କିଛି ନୂଆ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ଏହି ନବ ବିବାହିତ ଦମ୍ପତି ଅଣ୍ଡର ଓ୍ବାଟର ରୋମାନ୍ସ କରୁଥିବା ଦେଖିବାକୁ ମିଳିଛି। ଯାହାକୁ ପ୍ରଶଂସକ ଏବଂ ଅନୁଗାମୀମାନେ ଖୁବ୍‌ ପସନ୍ଦ କରିଛନ୍ତି। ଫଟୋରୁ ଗୋଟିଏ କଥା ସ୍ପଷ୍ଟ ହେଉଛି ଯେ, କାଜଲ ଜଣେ ଓ୍ବାଟର ବେବି। ସେ ଓ୍ବାଟର ଫ୍ରଣ୍ଟ୍‌ରେ ରହିବାକୁ ପୂରା ପସନ୍ଦ କରନ୍ତି।

ଅକ୍ଟୋବର ୩୦ରେ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହୋଇଥିବା ବେଳେ ହନିମୁନ୍‌ ମନାଇବାକୁ ମାଳଦ୍ୱୀପ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri