ହୀରାକୁଦରେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୨୦ା୮(ବ୍ୟୁରୋ): ହୀରାକୁଦରେ ବନ୍ଦ ହେଲା ଆଉ ୬ ଗେଟ୍‌। ବର୍ତ୍ତମାନ ମାତ୍ର ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି। ମଧ୍ୟାହ୍ନସୁଦ୍ଧା ଖୋଲାଥିବା ୧୦ ଗେଟ୍‌ ମଧ୍ୟରୁ ଅପରାହ୍ନରେ ଆଉ ୬ଟି ବନ୍ଦ କରିଦିଆଯାଇଛି। ଏବେ ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି। ଜଳସ୍ତର ଆହୁରି କମିବା ନେଇ ଅନୁମାନ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ ବେଳେ ଅଣ୍ଡାମାଡ଼ ଘଟଣା: ଅଟକ ବାଳଗୋପାଳଙ୍କ ସମେତ ୧୪ଜଣଙ୍କୁ ଛାଡ଼ିଲା ପୋଲିସ

ବଲାଙ୍ଗୀର ଅଫିସ,୧୭ା୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବଲାଙ୍ଗୀର ଜିଲାରେ ମାରାଥନ୍‌ ରୋଡ ଶୋ’ କରିବା ସମୟରେ ଆଗଲପୁର ବ୍ଲକ ସାଲେଭଟାଠାରେ କଳାପତାକା ପ୍ରଦର୍ଶନ ଓ...

୨୦୧୭ରେ ଓଡ଼ିଶାକୁ ହସ୍ତଶିଳ୍ପ କ୍ଷେତ୍ରରେ ସର୍ବାଧିକ ପୁରସ୍କାର

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ୨୦୧୭ ମସିହା ପାଇଁ ଓଡ଼ିଶାର ୫ ହସ୍ତଶିଳ୍ପୀ ରାଷ୍ଟ୍ରୀୟ ପୁରସ୍କାର ଓ ୩ ଜଣ ରାଷ୍ଟ୍ରୀୟ ମେରିଟ୍‌ ସାର୍ଟିଫିକେଟ୍‌ ପାଇଁ ଯୋଗ୍ୟ...

ମହାପ୍ରଭୁଙ୍କ ଏକାଦଶୀ: ଗଡ଼ଖୋର୍ଦ୍ଧାରୁ ଯାଏ ତୁଳସୀ

ଖୋର୍ଦ୍ଧା ଅଫିସ,୨।୮: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତୁଳସୀକୁ ନେଇ ପ୍ରାଚୀନ କାଳରୁ ବିଶେଷ ମହତ୍ତ୍ୱ ରହି ଆସିଛି। ମହାପ୍ରଭୁଙ୍କ ମଇଲମ ନୀତି, ଭୋଗ ନୀତି, ଶ୍ରୀଅଙ୍ଗ...

କଳାହାଣ୍ଡି ଡେପୁଟି କଲେକ୍ଟର ନିଲମ୍ବିତ

ଭୁବନେଶ୍ୱର,୨୬।୭(ବ୍ୟୁରୋ)-କାର୍ଯ୍ୟରେ ଅବହେଳା କରିବା ଅଭିଯୋଗରେ କଳାହାଣ୍ଡି ଉପଜିଲାପାଳ ଅନିଶା ଦାସଙ୍କୁ ନିଲମ୍ବିତ କରାଯାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରୁ ରବିବାର ଏନେଇ ବିଜ୍ଞପ୍ତି ପ୍ରକାଶ...

୨୮ ଲକ୍ଷର ବ୍ରାଉନସୁଗାର ଜବତ,୨ ଗିରଫ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜଧାନୀରୁ ବ୍ରାଉନସୁଗାର ଜବତ। ୟୁନିଟ ୮ ନାରାୟଣୀ ବସ୍ତିରୁ ୨୮୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ। ଏଥିରେ ଦୁଇ ଭାଇଙ୍କୁ ଗିରଫ...

ମମତା ଆଗରେ ଅସହାୟ ମା’ : ଆଜି ବିଶ୍ୱ ମାତୃ ଦିବସ

କେନ୍ଦୁଝର, ୧୨ା୫ (ସ୍ବ.ପ୍ର.)-ଏ ମହିଳାଙ୍କୁ ଦୁନିଆ କହେ ମା’। ମୁଣ୍ଡରେ ପରିବାରର ବୋଝ। କାନିରେ ବନ୍ଧା ହୋଇଛି ମମତାର ଫୁଲ କଢ଼ି। ଗୋଟିଏ ପଟେ ଦାୟିତ୍ୱ,...

ହାତୀ ସୁରକ୍ଷାକୁ ଏନ୍‌ଜିଟି ବଳ

ଯାଜପୁର ଅଫିସ, ୧୯ା୮: ଓଡ଼ିଶାରେ ୧୯୯୦ରୁ ୨୦୦୦ ମଧ୍ୟରେ ବର୍ଷକୁ ହାରାହାରି ହାତୀ ମୃତ୍ୟୁ ହାର ୩୩ ଥିଲା। ୨୦୦୧ରୁ ୨୦୧୦ ମଧ୍ୟରେ ହାରାହାରି ବାର୍ଷିକ...

ବଜାର ନିୟନ୍ତ୍ରଣ କମିଟିର ଚଞ୍ଚକତା ଅଭିଯୋଗ: ଟ୍ୟାକ୍ସ ଫାଙ୍କୁଛନ୍ତି ବାହାର ବ୍ୟବସାୟୀ

ଦାରିଙ୍ଗବାଡ଼ି,୮।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ କାର୍ଯ୍ୟ କରୁଥିବା ନିୟନ୍ତ୍ରିତ ବଜାର କମିଟି (ରାଇକିଆ) ପକ୍ଷରୁ ଅଞ୍ଚଳରେ ଚଞ୍ଚକତା କରାଯାଉଥିବା ଶନିବାର ସ୍ଥାନୀୟ ବ୍ୟବସାୟୀ ଅଭିଯୋଗ...

Advertisement
Archives

Model This Week