ହୀରାକୁଦରେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୨୦ା୮(ବ୍ୟୁରୋ): ହୀରାକୁଦରେ ବନ୍ଦ ହେଲା ଆଉ ୬ ଗେଟ୍‌। ବର୍ତ୍ତମାନ ମାତ୍ର ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି। ମଧ୍ୟାହ୍ନସୁଦ୍ଧା ଖୋଲାଥିବା ୧୦ ଗେଟ୍‌ ମଧ୍ୟରୁ ଅପରାହ୍ନରେ ଆଉ ୬ଟି ବନ୍ଦ କରିଦିଆଯାଇଛି। ଏବେ ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି। ଜଳସ୍ତର ଆହୁରି କମିବା ନେଇ ଅନୁମାନ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହୋଲିରେ ଗଡ଼ିଲା ମୁଣ୍ଡ

ପୋଲସରା,୧୯।୩: ହୋଲିରେ ରକ୍ତ ରଞ୍ଜିତ ହେଲା ଗାଁ ଦାଣ୍ଡ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ବନ୍ଥପଲ୍ଲୀ ପଞ୍ଚାୟତ...

ଏସ୍‌ଏଚଜି ଜରିଆରେ ରନ୍ଧାଖାଦ୍ୟ ବଣ୍ଟନ

କର୍ଲାମୁଣ୍ଡା, ୨।୪ (ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ୨୦୯ ଜଣ ମହିଳା, ପୁରୁଷଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ଲକ୍‌ ଡାଉନ ଯୋଗୁ ପ୍ରଭାବିତ...

୨୩ରେ ଇକୋ ରିଟ୍ରିଟ୍‌ରେ ଦୁଇଦିନିଆ ପର୍ଯ୍ୟଟନ ମନ୍ତ୍ରୀ ସମ୍ମିଳନୀ

ଭୁବନେଶ୍ୱର,୨୨ା୧(ବ୍ୟୁରୋ):କୋଣାର୍କ ନିକଟରେ ଚାଲିଥିବା ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍‌ ଉତ୍ସବସ୍ଥଳରେ ଦୁଇଦିନିଆ ପର୍ଯ୍ୟଟନ ମନ୍ତ୍ରୀ ଓ ସଚିବ ସମ୍ମିଳନୀ ଅନୁଷ୍ଠିତ ହେବ। ଜାନୁୟାରୀ ୨୩ ଓ...

ପୁସ୍ତକ ଅସୁମାରି ସ୍ବପ୍ନ ସମାଜ ପାଇଁ ଆଲୋକ ବର୍ତ୍ତିକା

ସୋନପୁର,୨୬ା୧(ନି.ପ୍ର.) – ପୁସ୍ତକ ଅସୁମାରି ସ୍ବପ୍ନ ଏକ ପ୍ରବନ୍ଧ ସଙ୍କଳନ। ଏହା ସମାଜରେ ସୁଧାର ଆଣିବ। ସମସାମୟିକ ସାମାଜିକ ସମସ୍ୟା ସମ୍ପର୍କରେ ଏଥିରେ ସୁନ୍ଦର ଭାବେ...

ମେଡିକାଲ କର୍ମଚାରୀ ପଦବୀ ପୂରଣ ହେଉନି

ବାରିପଦା ଅଫିସ,୧୦।୮- ଓଡ଼ିିଶା ମେଡିକାଲ କର୍ମଚାରୀ ସଂଘ ମୟୂରଭଞ୍ଜ ଜିଲା ଶାଖାର ଏକ ସାଧାରଣ ବୈଠକ ସଂଘର ଉପସଭାପତି ଶ୍ୟାମସୁନ୍ଦର ଦେଓଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।...

ଏତେ ଭୟ କାହିଁକି

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ରାଜ୍ୟ ସଭା ଉପନିର୍ବାଚନ ପୂର୍ବରୁ ଆଉ ଏକ ନୂଆ ଦୃଶ୍ୟ ସାମ୍ନାକୁ ଆସିଛି। ବିଜେଡି ଓ ଭାଜପା ମଧ୍ୟରେ ବୁଝାମଣା କେତେ ଗଭୀର...

ନିଜ୍ଜାମୁଦ୍ଦୀନ ଫେରନ୍ତା ଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ୧୦୪ କୁ ତୁରନ୍ତ କଲ୍ କରନ୍ତୁ, ୨୪ ଘଣ୍ଟା ମଧ୍ୟରେ ଟେଷ୍ଟ ପାଇଁ ଆଗେଇ ଆସନ୍ତୁ

ଭୁବନେଶ୍ୱର, ୪। ୪(ବ୍ୟୁରୋ ): କରୋନା ମହାମାରୀ ସହ ମୁକାବିଲା କରିବାକୁ ହେଲେ ସଚେତନ ହେବା ଜରୁରୀ l ଏହାର ସଂକ୍ରମଣ କୁ ରୋକିବା ଦିଗରେ...

ଝାରପଡ଼ା ଜେଲ୍‌ରେ ଆକ୍ରାନ୍ତଙ୍କ ସ୍ଥିତି ବିଗୁଡୁଛି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଝାରପଡା ଜେଲ୍‌ର ଆଇସୋଲେଶନରେ ଥିବା କରୋନା ଆକ୍ରାନ୍ତଙ୍କ ସ୍ଥିତି ବିଗିଡିବାରେ ଲାଗିଛି। ଆଜୀବନ ସଜା କାଟୁଥିବା ଜଣେ ୭୨ ବର୍ଷୀୟ ବୃଦ୍ଧ କରୋନାରେ ଆକ୍ରାନ୍ତ...

Advertisement
Archives

Model This Week